ତହସିଲର ୨ କିରାଣି ନିଲମ୍ବିତ

ତିହିଡ଼ି,୧୨।୨(ଡି.ଏନ.ଏ.): ଭଦ୍ରକ ଜିଲା ତିହିଡ଼ି ତହସିଲ କାର୍ଯ୍ୟାଳୟର କିରାଣି କମଳାକାନ୍ତ ଗିରି ଓ ଗଣେଶ୍ୱର ସିଂଙ୍କୁ ନିଲମ୍ବନ କରାଯାଇଛି। ଜିଲା ପ୍ରଶାସନ ଚିଠି ନଂ ୨୩୯୧ ଓ ୨୩୯୩/୨୦ରେ ସେମାନଙ୍କୁ ନିଲମ୍ବନ କରାଯାଇଥିବା ଜଣାଯାଇଛି। ସୂଚନା ଅନୁସାରେ, କାର୍ଯ୍ୟାଳୟରେ ଲୋକଙ୍କୁ ହଇରାଣ କରାଇବା, ଲାଞ୍ଚ ମାଗିବା ଏବଂ କର୍ତ୍ତବ୍ୟରେ ଅବହେଳା କରିବା ଅଭିଯୋଗରେ ଏହି ପଦକ୍ଷେପ ନିଆଯାଇଛି। ତହସିଲଦାର ରମେଶ ଚନ୍ଦ୍ର ପଣ୍ଡା କାର୍ଯ୍ୟରେ ଯୋଗ ଦେବା ପରେ ଏହି ଦୁଇ କିରାଣିଙ୍କ କାର୍ଯ୍ୟରେ ଅବହେଳା ସମ୍ପର୍କରେ ଜାଣିବାକୁ ପାଇଥିଲେ। ସେ ମଧ୍ୟ ସେମାନଙ୍କୁ ଏ ସମ୍ପର୍କରେ କୈଫିୟତ ତଲବ କରିଥିଲେ। ସେମାନଙ୍କର କୌଣସି ପରିବର୍ତ୍ତନ ନ ହେବାରୁ ତହସିଲଦାର ଜିଲା ପ୍ରଶାସନକୁ କାର୍ଯ୍ୟାନୁଷ୍ଠାନ ପାଇଁ ଅବଗତ କରାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅନକାଡେଲି ଅଞ୍ଚଳରୁ ୧.୫ କୋଟି ଟଙ୍କାର ଗଞ୍ଜେଇ ଜବତ

କୋରାପୁଟ/ଲମତାପୁଟ,୧ା୧୧(ସ୍ବ.ପ୍ର.)-କୋରାପୁଟ ଜିଲା ଲମତାପୁଟ ବ୍ଲକ ଅନକାଡେଲି ପଞ୍ଚାୟତର ହନୁମାଳ ଗ୍ରାମରେ ରବିବାର ପୋଲିସ ଚଢାଉ କରି ୮କୁଇଣ୍ଟାଲ ୧୨ କେଜି ୭୦୦ ଗ୍ରାମ ଗଞ୍ଜେଇ ଜବତ...

ଭିକ୍ଷାବୃତ୍ତି କରୁଥିଲେ ପୂର୍ବତନ ହୋମଗାର୍ଡ: ସିଏମ୍‌ସି ଅର୍ବାନ ସେଲ୍‌ଟର ହୋମ୍‌ରେ ରହିଲେ

କଟକ ଅଫିସ,୧୬।୧: କଟକ ଚଣ୍ଡୀମନ୍ଦିର ନିକଟରେ ଭିକ୍ଷାବୃତ୍ତି କରୁଥିବା ଜଣେ ପୂର୍ବତନ ହୋମଗାର୍ଡଙ୍କୁ ଶୁକ୍ରବାର ସେଲ୍‌ଟର ଛକସ୍ଥିତ ସିଏମ୍‌ସି ଅର୍ବାନ ସେଲ୍‌ଟର ହୋମ୍‌ରେ ପ୍ରଶାସନ ପକ୍ଷରୁ...

ରୋଗୀ କଲ୍ୟାଣ ସମିତି ବୈଠକ:ଡାକ୍ତର ପଦବୀ ଖାଲି ପଡିଥିବା ନେଇ ଅସନ୍ତୋଷ

କଳିଙ୍ଗନଗର,୧୫।୮(ଡି.ଏନ୍‌.ଏ.)- ଦାନଗଦୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ବୁଧବାର ରୋଗୀ କଲ୍ୟାଣ ସମିତିର ବୈଠକ ଅନୁଷ୍ଠିତ ହୋଇଯାଇଛି। ବିପିଓ ଜୋସ୍ନାମୟୀ ନାୟକଙ୍କ ସଭାପତିତ୍ୱରେ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏଥିରେ...

ଭୟଙ୍କର ହେଉଛି ‘ୟାସ୍‌’: ମୁକାବିଲା ପାଇଁ ଶକ୍ତିମନ୍ତ୍ରୀଙ୍କୁ ବାଲେଶ୍ୱର ପଠାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୫।୫(ବ୍ୟୁରୋ): ଭୟଙ୍କର ବେଗରେ ସ୍ଥଳ ଭାଗକୁ ଆଡ଼କୁ ମାଡ଼ି ଆସୁଛି ବାତ୍ୟା ‘ୟାସ୍‌’। ଆଜି ଅପରାହ୍ନରେ ଅତି ଭୀଷଣ ବାତ୍ୟାରେ ପରିଣତ ହେବାର ସମ୍ଭାବନା ଅଛି।...

ଝାରସୁଗୁଡାରୁ ଗୋଟିଏ ଦିନରେ ସର୍ବାଧିକ ୬୭ ଆକ୍ରାନ୍ତ ଚିହ୍ନଟ

ଝାରସୁଗୁଡା ଅଫିସ,୧୧ା୮: ଝାରସୁଗୁଡା ଜିଲାରୁ ମଙ୍ଗଳବାର ଗୋଟିଏ ଦିନରେ ସର୍ବାଧିକ ୬୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ...

ରିପୋର୍ଟ ମାଗିଲେ ଜାତୀୟ ଗ୍ରୀନ୍‌ ଟ୍ରିବ୍ୟୁନାଲ

କଟକ ଅଫିସ,୨୨।୮: କିଶନନଗର ତହସିଲ ରତିଲୋ ମୌଜାର ମହାନଦୀ ପଠାରେ ପଞ୍ଚମୁଖୀ ହନୁମାନ ମନ୍ଦିର ଓ ଅନ୍ୟ ନିର୍ମାଣ କାର୍ଯ୍ୟକୁ ବିରୋଧକରି ଜାତୀୟ ଗ୍ରୀନ୍‌ ଟ୍ରିବ୍ୟୁନାଲ୍‌ରେ...

ଆଜି ରାଜ୍ୟରୁ ସୁସ୍ଥ ହେଲେ ୧୫୯ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧ା୧(ବ୍ୟୁରୋ): ଶନିବାର ରାଜ୍ୟରୁ ଆଉ ୧୫୯ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ କରୋନାରେ ୧୦,୪୪,୯୬୨ ଜଣ ସୁସ୍ଥ ହୋଇସାରିଲେଣି।...

ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୦ା୧୦(ବ୍ୟୁରୋ): ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଖରିଫ୍‌ ଧାନ ସଂଗ୍ରହ ନେଇ ମୁଖ୍ୟମନ୍ତ୍ରୀ ଏହି ଚିଠି ଲେଖିଛନ୍ତି। ପୂର୍ବରୁ କେନ୍ଦ୍ର ବଳକା ଚାଉଳ...

Advertisement
Archives

Model This Week