ବାରିପଦା ଅଫିସ,୧୩ା୨ – ରାଜ୍ୟସରକାରଙ୍କ ଯୋଜନା ଅନୁଯାୟୀ ମୟୂରଭଞ୍ଜ ଜିଲା ଶାମାଖୂଣ୍ଟା ବ୍ଲକ ଅଧୀନ ଦୁଧିଆଶୋଳ ପଞ୍ଚାୟତର ଭୂମିହୀନ କାଳିନ୍ଦୀ ସମ୍ପ୍ରଦାୟର ଲୋକମାନଙ୍କୁ ବସୁନ୍ଧରା ଯୋଜନାରେ ପ୍ରଶାସନ ପକ୍ଷରୁ ୨୦୦୬ରେ ୪ ଡେସିମିଲ ଜମି ଯୋଗାଇ ଦିଆଯାଇଥିଲା ା ମାତ୍ର ଏହି ଜମି ବଣ୍ଟନରେ ଅନିୟମିତତା ହୋଇଥିବା ଅଭିଯୋଗ କରିଛନ୍ତିି ଗ୍ରାମବାସୀ ା ହିତାଧିକାରୀମାନଙ୍କ ଅଭିଯୋଗ ଅନୁଯାୟୀ କେଉଁଠି ଗୋଟିଏ ପରିବାରର ୨ଜଣଙ୍କୁ ଜମି ପଟ୍ଟା ପ୍ରଦାନ କରାଯାଇଅଛି ତ ଆଉ କେଉଁଠି ଯେଉଁମାନଙ୍କର ନିଜସ୍ବ ଜମି ରହିଛି ସେମାନଙ୍କୁ ମଧ୍ୟ ଜମିପଟ୍ଟା ପ୍ରଦାନ କରାଯାଇଛି ା ଏହି ଭଳି ପକ୍ଷପାତିତାକୁ ବିରୋଧ କରି ବୁଧବାର ପୂର୍ବାହ୍ନରେ ସ୍ଥାନୀୟ ଗ୍ରାମବାସୀ ଶାମାଖୁଣ୍ଟା ତହସିଲ କାର୍ଯ୍ୟାଳୟକୁ ଘେରାଉ କରିଥିଲେ ା
ଜଙ୍ଗଲରୁ ମିଳିଲା ହାତୀ ଶାବକର ମୃତଦେହ
ମୋରଡା,୧୯।୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ରେଞ୍ଜ ଅଞ୍ଚଳରୁ ବନବିଭାଗ ଗୁରୁବାର ଏକ ଶାବକ ହାତୀର ଗଳିତ ମୃତଦେହ ଜବତ କରିଛି। ହେଲେ ଶାବକ ମୃତ୍ୟୁର କାରଣ…
ଓଡ଼ିଶାର ଏହି ଜିଲାରେ ମିଳିଲା ଦେଢ଼ ଟନ୍ ସୁନା; ବିଧାନସଭାରେ ସୂଚନା ଦେଲେ ଖଣି ମନ୍ତ୍ରୀ
ଭୁବନେଶ୍ୱର,୧୯।୨: ଓଡ଼ିଶା ପାଇଁ ଖୁସି ଖବର। ବିଶ୍ୱରେ ସୁନା ଦର ଆକାଶଛୁଆଁ ହେଉଥିବା ବେଳେ ମୟୂରଭଞ୍ଜ ଜିଲାରେ ବିପୁଳ ପରିମାଣର ସୁନା ଗଚ୍ଛିତ ଥିବା ନେଇ ସରକାରୀ…
କଳିଯୁଗର ସାବିତ୍ରୀ… ସ୍ବାମୀ ପାଇଁ ଭାଲୁ ସହ ଲଢ଼ି ବଞ୍ଚାଇଲେ ଜୀବନ
କରଞ୍ଜିଆ,୧୮।୨(କବିତା ମହାନ୍ତ): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ହାତୀସାଲବେଡ଼ା ଜଙ୍ଗଲରେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ସେ ହେଲେ ମାଲଦେ ସୋରେନ(୪୫)।…
୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ
ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮ ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…
ସ୍ପଷ୍ଟ ଦିବାଲୋକରେ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନଗହଣା, ଘର ଆଗରେ କାର୍ ରଖି…
ମୋରଡ଼ା,୧୪ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଅଧୀନ ନଳଗଜାଠାରେ ଜଣଙ୍କ ଘରୁ ଦୁର୍ବୃତ୍ତମାନେ ଲୁଟ୍ କରିଥିବାର ଜଣାପଡ଼ିଛି। ସୂଚନା ମୁତାବକ, ଉକ୍ତ ଗ୍ରାମର ଆଲାଦି ଟୁଡୁ…
ମୋରଡ଼ାରେ ଭାରତ ବନ୍ଦର ପ୍ରଭାବ
ମୋରଡ଼ା,୧୨ା୨(ସ୍ମାରକ ମାଜୀ): ଗୁରୁବାର ସିପିଆଇ(ଏମ୍)ର ଶ୍ରମିକ, କୃଷକ ଓ କ୍ଷେତ ମଜଦୁର ସଂଘ ତରଫରୁ ବିଭିନ୍ନ ଦାବି ନେଇ ଭାରତ ବନ୍ଦ ଡାକରା ଦିଆଯାଇଛି ଦିଆଯାଇଛି। ଫଳରେ…
ଜିରିଡା ପୋଲ ଉପରୁ ୪୦ ଫୁଟ ତଳକୁ ଡେଇଁ ପଡ଼ିଲେ ମହିଳା, ତାପରେ…
ଉଦଳା,୧୧।୨(ସନ୍ତୋଷ କୁମାର ବାଚ୍ଛିନୀ): ପୋଲ ଉପରୁ ନଦୀକୁ ଡେଇଁ ପଡିଲେ ମହିଳା। ନଦୀରେ ଥିବା ମାଛ ଧରାଳି ତାଙ୍କୁ ଉଦ୍ଧାର କରିଛନ୍ତି । ଏଭଳି ଘଟଣା ଘଟିଛି…
ଭାଇର ମୃତ୍ୟୁ ଖବର ଶୁଣି ଟଳିପଡିଲେ ବଡ଼ ଭାଇ, ଜଳିବ ଦୁଇ ଭାଇଙ୍କ ଜୁଇ, ଦୁଃଖରେ ଭାଙ୍ଗିପଡିଛି ପରିବାର
ମୋରଡା,୧୧।୨(ସ୍ମାରକ ମାଜୀ): ଜଳିବ ଦୁଇ ଭାଇଙ୍କ ଜୁଇ। ଦିନେ ହାତ ଧରା ଧରି ଛୋଟରୁ ବଡ଼ ହୋଇଥିଲେ। ଦୁହେଁ ଦୁହିଁଙ୍କୁ ନ ଦେଖିଲେ ରହି ପାରୁନଥିଲେ। ଦୁଇ…
Archives

