Posted inଜାତୀୟ

ତାଜମହଲ ବୁଲିଲେ ମଙ୍ଗୋଲିଆ ରାଷ୍ଟ୍ରପତି

ଆଗ୍ରା,୨୧।୯: ମଙ୍ଗୋଲିଆ ରାଷ୍ଟ୍ରପତି ଖଲ୍ଟମାଗିନ ବଟୁଲଗା ୫ ଦିନିଆ ଭାରତ ଗସ୍ତରେ ଆସିଛନ୍ତି। ଶନିବାର ସେ ଓ ତାଙ୍କ ସ୍ତ୍ରୀ ଆଗ୍ରାର ତାଜମହଲ ବୁଲି ଦେଖିଛନ୍ତି। ତେବେ ନିଦ୍ଧାରିତ ସମୟରୁ ଏକ ଘଣ୍ଟା ବିଳମ୍ବରେ ସେ ତାଜମହଲରେ ପହଞ୍ଚିଥିଲେ। ମଙ୍ଗୋଲିଆ ରାଷ୍ଟ୍ରପତିଙ୍କ ଗସ୍ତ ସମୟରେ ପର୍ଯ୍ୟଟକଙ୍କ ଲାଗି ୨ ଘଣ୍ଟା ପାଇଁ ତଜମହଲ ବନ୍ଦ କରି ଦିଆଯାଇଥିଲା। ଆସନ୍ତା ୨୩ ପର୍ଯ୍ୟନ୍ତ ସେ ଭାରତରେ ରହିବେ।


Enter your email to get our daily news in your inbox.

All Right Reserved By Dharitri.Com

ଜାମିନ ପାଇଁ ହାଇକୋର୍ଟ ଗଲେ ବାର୍‌ବରା ରାଓ

ମୁମ୍ବାଇ,୧୪ା୭: ଏଲ୍‌ଗାର ପରିଷଦ ମାମଲାରେ ଟାଲୋଜା ଜେଲ୍‌ରେ ବିଚାରାଧୀନ ବନ୍ଦୀ ଥିବା କବି ତଥା ସାମାଜିକ କର୍ମୀ ବାର୍‌ବରା ରାଓ ଅନ୍ତରୀଣ ଜାମିନ ପାଇଁ ସୋମବାର...

ସାମ୍ନାକୁ ଆସିଲା ଦିଲ୍ଲୀ ନାବାଳିକା ବଳାତ୍କାର ଘଟଣାର ସତ୍ୟତା

ନୂଆଦିଲ୍ଲୀ,୨୨।୯: ଗତ ୨ ତାରିଖରେ ଜଣେ ୯ ବର୍ଷୀୟା ଝିଅକୁ ଦିଲ୍ଲୀର କଣ୍ଟେନମେଣ୍ଟ ଅଞ୍ଚଳରେ ବଳାତ୍କାର କରାଯାଇଥିଲା। ବଳାତ୍କାର ବେଳେ ଅଣ ନିଶ୍ୱାସ ହୋଇ ପୀଡ଼ିତା...

ଶଗଡ ଗାଡିରେ ବିବାହ କରିବାକୁ ଗଲେ ବର

ଭୋପାଳ, ୩୦।୫: ବିବାହରେ ଅଯଥା ଖର୍ଚ୍ଚ ରୋକିବା ପାଇଁ ଜଣେ ଯୁବକ ଅଭିନବ ପ୍ରନ୍ଥା ଆପଣାଇଛନ୍ତି। ପୁରୁଣା ପ୍ରଥା ଏବଂ ପରମ୍ପରାକୁ ବଜାୟ ରଖି ଶଗଡ...

ପିଏଫଆଇ ବିରୋଧରେ ପ୍ରତିବନ୍ଧକ ଲାଗୁ କରନ୍ତୁ କେନ୍ଦ୍ର ସରକାର: ଆତଙ୍କବାଦୀ କାର୍ଯ୍ୟକଳାପ ପାଇଁ ଏକ ଇକୋ-ସିଷ୍ଟମ ସୃଷ୍ଟି କରୁଛି ବୋଲି କହିଲେ ହିମନ୍ତ ସରମା…

ଗୁଆହାଟୀ, ୨୪।୯ : ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବ ସରମା ଶନିବାର କହିଛନ୍ତି ଯେ ପପୁଲାର ଫ୍ରଣ୍ଟ ଅଫ ଇଣ୍ଡିଆ (ପିଏଫଆଇ) ଉପରେ ପ୍ରତିବନ୍ଧକ ଲଗାଇବାକୁ...

ମହଙ୍ଗା ପଡିଲା ହାତରେ ମଦ ବୋତଲ ଧରି ଫଟୋ ଉଠାଇବା

ଭୋପାଳ,୧୯।୪: ମଧ୍ୟପ୍ରଦେଶ ରାଇସେନ ଜିଲାର ୩ ରାଜସ୍ବ ଅଧିକାରୀଙ୍କୁ ମହଙ୍ଗା ପଡିଛି ହାତରେ ମଦ ବୋତଲ ଧରି ଫଟୋ ଉଠାଇବା। ଏମାନଙ୍କର ଏହି ଫଟୋ ସୋସିଆଲ...

ଦିଲ୍ଲୀ ସୀମାରୁ କୃଷକଙ୍କ ଆନ୍ଦୋଳନ ହଟାଇବା ଆବେଦନର ୧୬ରେ ଶୁଣାଣି

ନୂଆଦିଲ୍ଲୀ,୧୩।୧୨: ରାଜଧାନୀ ଦିଲ୍ଲୀ-ହରିୟାଣା ସୀମାରେ ଚାଲିଥିବା କୃଷକ ଆନ୍ଦୋଳନକୁ ତୁରନ୍ତ ହଟାଇବା ପାଇଁ କରାଯାଇଥିବା ଆବେଦନର ଶୁଣାଣି ଆସନ୍ତା ୧୬ ତାରିଖରେ କରିବେ ସୁପ୍ରିମକୋର୍ଟ। କୃଷକ...

ଦିବ୍ୟାଙ୍ଗଙ୍କୁ ଘରେ ଟିକା ଦେବା ମାମଲା, କେନ୍ଦ୍ର ସରକାରଙ୍କୁ ଜବାବ୍‌ ତଲବ…

ନୂଆଦିଲ୍ଲୀ,୨୦।୯: ଦିବ୍ୟାଙ୍ଗଙ୍କୁ ସେମାନଙ୍କ ଘରେ କରୋନା ଟିକା ଦେବା ମାମଲା ନେଇ ସୁପ୍ରିମ୍‌କୋର୍ଟଙ୍କ ପକ୍ଷରୁ କେନ୍ଦ୍ର ସରକାରଙ୍କୁ ଜବାବ୍‌ ତଲବ କରାଯାଇଛି। ଏଓ୍ବାରା ଫାଉଣ୍ଡେଶନ ପକ୍ଷରୁ...

ଭାରତକୁ ୧୭ରୁ ଅଧିକ ଦେଶରୁ ଆସିଛି କରୋନା ଭୂତାଣୁ: ସଂରଚନା ବି ଭିନ୍ନ ଭିନ୍ନ

ନୂଆଦିଲ୍ଲୀ,୨୭।୪: ଭାରତରେ କରୋନା ସଂକ୍ରମଣ ନେଇ ସଙ୍କଟ ଦେଖାଦେଇଛି। ଦେଶକୁ ୧୭ରୁ ଅଧିକ ଭିନ୍ନ ଭିନ୍ନ ଦେଶରୁ କରୋନା ଭୂତାଣୁ ଆସିଥିବା କୁହାଯାଉଛି। ଏସବୁ ମଧ୍ୟରେ...

Advertisement
Archives

Model This Week