ତାଞ୍ଜାନିଆ ବିମାନ ହ୍ରଦକୁ ଖସିବା ଘଟଣା: ୩ ମୃତ, ୨୬ ଉଦ୍ଧାର

ଡୋଡାନିଆ,୬।୧୧: ତାଞ୍ଜାନିଆର ବିମାନବନ୍ଦରରେ ଅବତରଣ କରିବା ସମୟରେ ହ୍ରଦକୁ ଖସିପଡିଛି ଯାତ୍ରୀବାହୀ ବିମାନ। ବୁକୋବାରେ ଅବତରଣ କରିବାକୁ ଯାଉଥିବା ସମୟରେ ବିମାନଟି ନିୟନ୍ତ୍ରଣ ହରାଇ ବିମାନବନ୍ଦର ନିକଟ ଭିକ୍ଟୋରିଆ ହ୍ରଦରେ ଖସିପଡିଥିଲା। ବିମାନଟି ବୁକୋବା ଭିଆ ମୱାନଜା ଦେଇ ଡାର ଏସ ସଲାମରୁ ଯାଉଥିଲା। ଉଲ୍ଲେଖନୀୟ କଥା ହେଉଛି, ବୁକୋବା ବିମାନବନ୍ଦରରେ ରନୱେର ଏକ ଅଂଶ ଆଫ୍ରିକାର ବୃହତ୍ତମ ହ୍ରଦ ଭିକ୍ଟୋରିଆ ହ୍ରଦ ପାଖରେ ଅଛି। ଏହି ଘଟଣା ସାମ୍ନାକୁ ଆସିବା ମାତ୍ରେ ପ୍ରଶାସନ ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲା। ତାଞ୍ଜାନିଆ ଗଣମାଧ୍ୟମର ରିପୋର୍ଟ ଅନୁଯାୟୀ ବିମାନରେ ୪୦ ଜଣ ଯାତ୍ରୀ ଥିଲେ। ଏଥି ସହିତ ଏହି ଦୁର୍ଘଟଣାରେ ତିନି ଜଣ ଯାତ୍ରୀଙ୍କ ମୃତ୍ୟୁ ହୋଇଛି। ଏପର୍ଯ୍ୟନ୍ତ ବିମାନରୁ ୨୬ ଜଣଙ୍କୁ ଉଦ୍ଧାର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚକା ଫାଟି ଗଛରେ ପିଟିହେଲା କାର: ପରିବାରର ୬ଗୁରୁତର

ବଘିଆପଡ଼ା,୧୯।୪(ଶ୍ରୀକାନ୍ତ ସାହୁ): ଖୋର୍ଦ୍ଧା-ବଲାଙ୍ଗୀର ୫୭ ନମ୍ୱର ଜାତୀୟ ରାଜପଥ ବୌଦ୍ଧ ଥାନା ଜହ୍ନାପଙ୍କ ଗାୟତ୍ରୀ ପ୍ରଜ୍ଞାପୀଠ ନିକଟରେ ରବିବାର ଏକ ଦୁର୍ଘଟଣା ଘଟିଛି। ଏକ କାର୍‌ର ଆଗ…

ଥୁଆମୂଳ ରାମପୁରରେ ଅବକାରୀ ବିଭାଗର ଚଢ଼ାଉ: ୨୫ କୁଇଣ୍ଟାଲ ମହୁଲ ସହ ପିକଅପ୍ ଭ୍ୟାନ ଜବତ

ଥୁଆମୂଳ ରାମପୁର,୧୯ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଅଞ୍ଚଳରେ ଅବକାରୀ ବିଭାଗ ପକ୍ଷରୁ ଅବୈଧ ମହୁଲ ଚାଲାଣ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ବିଭାଗ…

ପାରିବାରିକ ହିଂସା, ଟାଙ୍ଗିଆ ଚୋଟରେ ମହିଳା ଗୁରୁତର

ଦିଗପହଣ୍ଡି,୧୯ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭ୍ରମରପୁର ବାଘମରା ସାହିରେ ରବିବାର ଅପରାହ୍ନରେ ପାରିବାରିକ ହିଂସା ଦେଖିବାକୁ ମିଳିଛି । ଜଣେ ମହିଳାଙ୍କୁ ଟାଙ୍ଗିଆରେ…

ଶ୍ରୀନଗର ବିମାନବନ୍ଦରରୁ ୨ ଆମେରିକୀୟ ଅଟକ, ପୋଲିସର ତଦନ୍ତ ଜାରି

ଶ୍ରୀନଗର,୧୯ା୪: ଶ୍ରୀନଗର ବିମାନବନ୍ଦରରୁ ରବିବାର ୨ଜଣ ଆମେରିକୀୟଙ୍କୁ ଅଟକ ରଖାଯାଇଛି। ବିମାନବନ୍ଦରରେ ଯାଞ୍ଚ ବେଳେ ସେମାନଙ୍କ ଲଗେଜ୍‌ରୁ ସାଟେଲାଇଟ୍‌ ଫୋନ୍‌ ମିଳିଥିବା ସୁରକ୍ଷା ଅଧିକାରୀଙ୍କ ସୂତ୍ରରୁ କୁହାଯାଇଛି।…

ସମାଲୋଚନା ପରେ ବଦଳିଲା ନିଷ୍ପତ୍ତି, ନୟାଗଡ଼ରେ ୨୦ ରୁ ୨୩ ସମସ୍ତ ବିଦ୍ୟାଳୟ ଛୁଟି

ନୟାଗଡ଼, ୧୯।୪(ଲୋକନାଥ ମିଶ୍ର): ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ନୟାଗଡ଼ ଜିଲା ପ୍ରଶାସନ ଜିଲାର ସମସ୍ତ ପ୍ରକାର ବିଦ୍ୟାଳୟ ଓ ଅଙ୍ଗନଓ୍ବାଡି କେନ୍ଦ୍ର ଗୁଡ଼ିକୁ ଚଳିତ…

ଅସହ୍ୟ ତାତି: ବରଗଡ଼ରେ ୨୨ ପର୍ଯ୍ୟନ୍ତ ସ୍କୁଲ-କଲେଜ ଛୁଟି

ବରଗଡ଼,୧୯।୪(ପ୍ରେମାନନ୍ଦ ଖମାରୀ) : ସାରା ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି । ଏହାରି ଭିତରେ ବରଗଡ଼ ଜିଲାରେ ମଧ୍ୟ ଅସହ୍ୟ ତାତି ଅନୁଭୂତ ହେଉଛି। ଏହାକୁ…

ପୁଣି ପାକିସ୍ତାନରେ ପହଞ୍ଚିଲା ଆମେରିକାର ବିମାନ, ଇସଲାମାବାଦରେ ହଲଚଲ୍

ଆମେରିକା ଏବଂ ଇରାନ ମଧ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ଶାନ୍ତି ଆଲୋଚନା ପାଇଁ ପ୍ରସ୍ତୁତି ଜୋରଦାର ହୋଇଛି। ଏହାରି ଭିତରେ ଆମେରିକୀୟ ସାମରିକ ବିମାନ ପାକିସ୍ତାନରେ ପହଞ୍ଚିଛି। ଏହି…

ଭାଜପାର ଫୋକସ୍‌ରେ ପଞ୍ଚାୟତ, ପୌର ନିର୍ୱାଚନ

ଦିଗପହଣ୍ଡି,୧୯।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ଆସିକା ମୁଖ୍ୟରାସ୍ତା ମା’ ଅଞ୍ଚଳେଶ୍ୱରୀ ମନ୍ଦିର ପରିସରରେ ରବିବାର ଭାଜପା ପକ୍ଷରୁ ସାଙ୍ଗଠନିକ ସଭା ଅନୁଷ୍ଠିତ ହୋଇଯାଇଛି। ବରିଷ୍ଠ ଆଇନଜୀବୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri