ତାତିରେ କଲବଲ ହେଲେ ଲୋକେ

ଅନୁଗୋଳ ଅଫିସ, ୨୭।୫- ତତଲା କଡ଼େଇ ପାଲଟିଛି ଅନୁଗୋଳ। ବୁଧବାର ୪୩.୭ ଡିଗ୍ରୀ ତାପମାତ୍ରା ସହ ରାଜ୍ୟର ଉତ୍ତପ୍ତ ସହର ତାଲିକାରେ ଅନୁଗୋଳ ସର୍ବାଗ୍ରେ ଥିବାରୁ ଦିନ ତମାମ କଲବଲ ହୋଇଥିଲେ ଲୋକେ। ସକାଳ ୮ଟାରୁ ତାପମାତ୍ରା ବଢ଼ିବା ସହ ମଧ୍ୟାହ୍ନରେ ମୁଣ୍ଡଫଟା ଖରା ଜନଜୀବନକୁ ଅଥୟ କରିଦେଇଥିଲା। ଫଳରେ ଜନଗହଳି ଅନୁଗୋଳ ସହର ପୂର୍ବାହ୍ନରୁ ହିଁ ଖାଁ ଖାଁ ହୋଇଯାଇଥିବା ଦେଖିବାକୁ ମିଳିଥିଲା। ଅତି ଜରୁରୀ କାମ ନ ଥିଲେ ଲୋକମାନେ ଘରୁ ବାହାରି ନ ଥିଲେ। ଯେଉଁମାନେ ପଦାକୁ ଆସିଥିଲେ ସେମାନେ ହାତରେ ଛତା ଓ ପାଣି ବୋତଲ ଆଣିଥିଲେ। ତେବେ ତାତି ସାଙ୍ଗକୁ ଗୁଳଗୁଳି ଯନ୍ତ୍ରଣାକୁ ଅଧିକ ବଢ଼ାଇ ଦେଇଥିଲା ଅଘୋଷିତ ବିଦ୍ୟୁତ୍‌ କାଟ। ସହରର ବିଭିନ୍ନ ସ୍ଥାନରେ ବିଦ୍ୟୁତ୍‌ କାଟ ହେଉଥିବାରୁ ଛୋଟ ପିଲା ଓ ବୟସ୍କ ଲୋକମାନେ ଗରମରେ ଛଟପଟ ହେଉଥିବା ଦେଖିବାକୁ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ରୋଗୀ ମୃତ୍ୟୁ ନେଇ ନର୍ସିଂହୋମ୍‌ରେ ଉତ୍ତେଜନା

ଅନୁଗୋଳ ଅଫିସ, ୨୨ା୫: ଅନୁଗୋଳ ସହର ଶିମିଳିପଡ଼ା ନିକଟରେ ଥିବା ଏକ ନର୍ସିଂହୋମରେ ରୋଗୀ ମୃତ୍ୟୁକୁ ନେଇ ଶନିବାର ଚାପା ଉତ୍ତେଜନା ଦେଖିବାକୁ ମିଳିଥିଲା। ମୃତକଙ୍କ...

କାଳବୈଶାଖୀ: ବ୍ୟାପକ କ୍ଷୟକ୍ଷତି

କଣିହାଁ, ୭ା୬(ଡି.ଏନ.ଏ.)- କଣିହାଁ ବ୍ଲକ ଅଞ୍ଚଳରେ କାଳବୈଶାଖୀ ତାଣ୍ଡବ ଥମିବାର ନାଁ ଧରୁନି। କିଛିଦିନ ହେଲା ଲଗାତର ଝଡବର୍ଷା ଯୋଗୁ ବହୁ କ୍ଷୟକ୍ଷତି ଘଟୁଛି। ଗୁରୁବାର...

ମଇଦାନରେ ୨୦୪ ପ୍ରାର୍ଥୀ

ଅନୁଗୋଳ ଅଫିସ,,୧୫।୩ ଅନୁଗୋଳ ଜିଲାରେ ପୌର ନିର୍ବାଚନ ପାଇଁ ପ୍ରାର୍ଥୀ ତାଲିକା ଚୂଡ଼ାନ୍ତ ହୋଇଛି। ସୋମବାର ପ୍ରାର୍ଥତ୍ପତ୍ର ପ୍ରତ୍ୟାହାର ସମୟ ସୀମା ଶେଷ ହେବା ପରେ...

ଉତ୍ସାହ ନେଇ ଆସୁଛି ଉତ୍ସବ ଋତୁ

ଅନୁଗୋଳ ଅଫିସ, ୨୯ା୧୧:ଆସନ୍ତା ଡିସେମ୍ବରରୁ ୨୦୨୩ ଏପ୍ରିଲ୍‌ ୧, ଏହି ୪ ମାସ ଉତ୍ସବମୁଖର ହେବ ଅନୁଗୋଳ। ସାହିତ୍ୟ ସମ୍ମିଳନୀଠାରୁ ସାଂସ୍କୃତିକ କାର୍ଯ୍ୟକ୍ରମ ଯାଏ ଅନେକ...

ଅନୁଗୋଳରେ ସେକ୍ସ ର଼୍ୟାକେଟ୍‌ ଠାବ, ୫ ଗିରଫ

ଅନୁଗୋଳ ଅଫିସ/ବଅଁରପାଳ ୨୦।୮ ଅନୁଗୋଳ ଥାନା ଷ୍ଟେଶନ ରୋଡରେ ଥିବା ଏକ ଲଜ୍‌ରେ ଦେହ ବ୍ୟବସାୟ ଚାଲିଥିବା ବେଳେ ରବିବାର ରାତିରେ ଅନୁଗୋଳ ପୋଲିସ ଚଢ଼ାଉ...

ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର: ହତ୍ୟା ସନ୍ଦେହ

ଛେଣ୍ଡିପଦା,୨୦।୩(ସ୍ବ.ପ୍ର.): ଅନୁଗୋଳ ଜିଲା ଜରପଡ଼ା ଥାନା ତୁବେ ଗାଁ ଅନନ୍ତା ସାହିର ଏକ ପାଳଗଦା ନିକଟରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ଶୁକ୍ରବାର ସକାଳେ...

୬୦ଟି ଟେଣ୍ଡରକୁ ନେଇ କାଉନସିଲରଙ୍କ ଅସନ୍ତୋଷ

ଅନୁଗୋଳ ଅଫିସ,୨୪।୪: ନିର୍ବାଚନ ପରେ ଅନୁଗୋଳ ପୌର ପରିଷଦର ପ୍ରଥମ ବୈଠକ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ନଗରପାଳ ଅକ୍ଷୟ କୁମାର ସାମନ୍ତଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ...

‘ଗୃହରକ୍ଷୀଙ୍କ ଅବଦାନ ପ୍ରଶଂସନୀୟ’

ଅନୁଗୋଳ ଅଫିସ, ୭।୧୨ ଅନୁଗୋଳ ପୋଲିସ ଟ୍ରେନିଂ କଲେଜ (ପିଟିସି) ଗ୍ରାଉଣ୍ଡରେ ୫୯ତମ ଗୃହରକ୍ଷୀ ଓ ବେସାମରିକ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ମୁଖ୍ୟଅତିଥି ଭାବେ...

Advertisement
Archives

Model This Week