ତାନାଜିର ଟ୍ରେଲର ରିଲିଜ୍‌

ମୁମ୍ବାଇ: ମଲ୍ଟି ଷ୍ଟାର ଓ ଡ୍ରାମାରେ ଭରପୂର ଥିବା ଫିଲ୍ମ ‘ତାନାଜି: ଦ ଅନସଙ୍ଗ ଓ୍ବାରିୟର’ର ଟ୍ରେଲର ରିଲିଜ୍‌ ହୋଇଛି। ଟ୍ରେଲରଟି ୩ ମିନିଟ୍‌ ୨୧ ସେକେଣ୍ଡର ହୋଇଥିବା ବେଳେ ଏହାକୁ ଦର୍ଶକ ବେଶ୍‌ ପସନ୍ଦ କରିଛନ୍ତି। ରିଲିଜ୍‌ ହେବାର କିଛି ଘଣ୍ଟା ମଧ୍ୟରେ ଏହାକୁ ଲକ୍ଷାଧିକ ଲୋକ ଦେଖିସାରିଲେଣି। ଓମ୍‌ ରାଉତଙ୍କ ନିର୍ଦ୍ଦେଶିତ ଏହି ଫିଲ୍ମରେ ଅଜୟ ଦେବଗନ, ସୈଫ ଅଲ୍ଲୀ ଖାଁ ଓ କାଜୋଲ ନଜର ଆସିବେ। ସବୁଠାରୁ ବଡ଼ କଥା ହେଲା ଏହି ଫିଲ୍ମ ଜରିଆରେ ଅଜୟ ସେଞ୍ଚୁରି ମାରିଛନ୍ତି। ଅର୍ଥାତ୍‌ ଏହା ତାଙ୍କ କ୍ୟାରିୟରର ୧୦୦ତମ ଫିଲ୍ମ। ଏହି ଫିଲ୍ମ ୧୭ତମ ଶତାବ୍ଦୀର ତାନାଜି ମାଲସୁରେଙ୍କ ଜୀବନୀ ଉପରେ ଆଧାରିତ ହୋଇଛି। ଏଥିରେ ତାନାଜି ଚରିତ୍ରରେ ଅଜୟ ଓ ସୈଫଙ୍କୁ ଉଦୟ ଭାନ ଚରିତ୍ରରେ ଦେଖିବାକୁ ମିଳିବ। ଏଥିରେ କାଜୋଲ ଅତିଥି କଳାକାର ଭାବେ ନଜର ଆସିବାକୁ ଥିବା ବେଳେ ଲମ୍ବା ସମୟ ପରେ ସିଲଭର ସ୍କ୍ରିନ୍‌ରେ ଅଜୟ ଓ କାଜୋଲଙ୍କୁ ଏକାଠି ଦେଖିପାରିବେ ଦର୍ଶକ। ଏହି ଫିଲ୍ମ ୨୦୨୦ ଜାନୁୟାରୀ ୧୦ରେ ପରଦାକୁ ଆସିବ।


Enter your email to get our daily news in your inbox.

All Right Reserved By Dharitri.Com

ସଲମାନଙ୍କ ମଜା ଉଡ଼ାଇଲେ ରାମଗୋପାଳ ବର୍ମା

ମୁମ୍ବାଇ: ସୋସିଆଲ ମିଡିଆରେ ଫିଲ୍ମ ନିର୍ଦ୍ଦେଶକ ରାମଗୋପାଳ ବର୍ମା ସଲମାନ ଖାନଙ୍କୁ ପରିହାସ କରିଛନ୍ତି। ସଲମାନଙ୍କ ଜନ୍ମଦିନର ଗୋଟିଏ ଦିନ ପୂର୍ବରୁ ତାଙ୍କୁ ସାପ କାମୁଡ଼ିଥିଲା।...

ଅନୁରାଗଙ୍କ ଫିଲ୍ମ ‘ଲୁଡୋ’ରେ ଅଭିଷେକ, ରିଲିଜ ହେଲା ପ୍ରଥମ ପୋଷ୍ଟର

ବମ୍ବେ: ‘ଜଗ୍ଗା ଜାସୁସ’ ପରେ ପୁଣି ଏକ ଚଳଚ୍ଚିତ୍ର ନିର୍ମାଣ କରିବାକୁ ଯାଉଛନ୍ତି ନିର୍ଦ୍ଦେଶକ ଅନୁରାଗ ବାସୁ। ଅଭିନେତା ଅଭିଷେକ ବଚ୍ଚନ, ରାଜକୁମାର ରାଓ ଏଥିରେ...

ବର୍ଲିନ ଇଣ୍ଟରନ୍ୟାସନାଲ ଫିଲ୍ମ ଫେଷ୍ଟିଭାଲରେ ଗଙ୍ଗୁବାଇ

ବଲିଉଡ୍‌ ଅଭିନେତ୍ରୀ ଆଲିଆ ଭଟ୍ଟଙ୍କ ଅପକମିଂ ଫିଲ୍ମ ‘ଗଙ୍ଗୁବାଇ କାଠିଆଓ୍ବାଡି’ର ଓ୍ବାର୍ଲଡ ପ୍ରିମିୟର ୭୨ତମ ବର୍ଲିନ ଇଣ୍ଟରନ୍ୟାସନାଲ ଫିଲ୍ମ ଫେଷ୍ଟିଭାଲରେ ହେବାକୁ ଯାଉଛି । ‘ଗଙ୍ଗୁବାଇ...

ଅଡୁଆ କରୁଛି କିସ୍‌

ଦିଶା ପଟାନି ଏବେ ଟେନସନରେ। କାରଣ ଯେଉଁ କେତୋଟି ଅଫର ମିଳୁଛି ସେଥିରେ ଲିପ୍‌-ଲକ୍‌ ସିନ୍‌ ରହୁଛି। ଆଉ ଏକଥା ଶୁଣିବା ପରେ ଦିଶା ପ୍ରଥମେ...

ଟୁଇଟରରେ ଟ୍ରେଣ୍ଡ ହେଲା ହାସଟ୍ୟାଗ ଦୀପିକା ପାଦୁକୋନ

ମୁମ୍ବାଇ: ବଲିଉଡ୍ ବାଦଶାହା ଶାହାରୁଖ ଖାଁଙ୍କ ହିରୋଇନ୍ ଦୀପିକା ପାଦୁକୋନ ଫିଲ୍ମ ‘ଓମ ଶାନ୍ତି ଓମ’ରୁ ବଲିଉଡ ଡେବ୍ୟୁ କରିଥିଲେ । ୯ ନଭେମ୍ବର ୨୦୦୭ରେ...

କ୍ଷମା ମାଗିଲେ ଅମିର ଖାନ୍‌

ବଲିଉଡ୍‌ ଅଭିନେତା ଅମିର ଖାନ ଏବେ ନିଜ ବ୍ୟକ୍ତିଗତ ଜୀବନୀକୁ ନେଇ ଚର୍ଚ୍ଚାରେ ଅଛନ୍ତି। ସେ କୁଆଡେ ତୃତୀୟ ବିବାହ କରିବେ ବୋଲି କୁହାଯାଇଛି। ଏହା...

ମା’ ହେବାକୁ ଯାଉଛନ୍ତି ସୋନମ!

ବଲିଉଡ୍‌ ଅଭିନେତ୍ରୀ ସୋନମ କପୁର ସ୍ବାମୀ ଆନନ୍ଦ ଆହୁଜାଙ୍କ ସହ ବର୍ତ୍ତମାନ ସେଲ୍ଫ ଆଇସୋଲେଶନରେ ଅଛନ୍ତି। ନିକଟରେ ସେ ଲଣ୍ଡନରୁ ଫେରିଥିଲେ। ଏବେ ସେ ଘରେ...

ପ୍ରଥମଥର ପାଇଁ ସୋସିଆଲ ମିଡିଆରେ ଝିଅର ଫଟୋ ଶେୟାର କଲେ ଅନୁଷ୍କା, ଲେଖିଲେ ଏମିତି କିଛି…

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ଅନୁଷ୍କା ଶର୍ମା ଏବଂ କ୍ରିକେଟର ବିରାଟ କୋହଲି ୧୧ ଜାନୁୟାରୀ ୨୦୨୧ରେ ମାତାପିତା ହେବାର ସୌଭାଗ୍ୟ ଅର୍ଜନ କରିଥିଲେ। ବର୍ତ୍ତମାନ ଅନୁଷ୍କା...

Advertisement
Archives

Model This Week