Posted inଖେଳ

ତାମିମଙ୍କ ନାମରେ ସର୍ବାଧିକ ରନ୍‌ ରେକର୍ଡ

ମୀରପୁର, ୨।୨- ବାମହାତୀ ଓପନିଂ ବ୍ୟାଟ୍ସମ୍ୟାନ ତାମିମ୍‌ ଇକ୍‌ବାଲ ବାଂଲାଦେଶ ପକ୍ଷରୁ ପ୍ରଥମ ଶ୍ରେଣୀ କ୍ରିକେଟ୍‌ ମ୍ୟାଚ୍‌ରେ ସର୍ବାଧିକ ବ୍ୟକ୍ତିଗତ ସ୍କୋର କରିବାର ସୌଭାଗ୍ୟ ଲାଭ କରିଛନ୍ତି। ଏଠାରେ ଅନୁଷ୍ଠିତ ବାଂଲାଦେଶ କ୍ରିକେଟ୍‌ ଲିଗ୍‌ ଅବସରରେ ତାମିମ୍‌ ତ୍ରିଶତକ ହାସଲ କରି ଏହି ରେକର୍ଡର ଅଧିକାରୀ ହୋଇଛନ୍ତି। ଏହି ମ୍ୟାଚ୍‌ରେ ଇଷ୍ଟ ଜୋନ୍‌ ପକ୍ଷରୁ ପ୍ରତିନିଧିତ୍ୱ କରୁଥିବା ତାମିମ ସେଣ୍ଟ୍ରାଲ ଜୋନ୍‌ ବିପକ୍ଷରେ ୩୩୪ ରନ (୪୨୬ ବଲ, ୪୨ ଚୌକା, ୩ ଛକା)ର ତ୍ରିଶତକୀୟ ଇନିଂସ ଖେଳିଥିଲେ। ବାଂଲାଦେଶ ପ୍ରଥମଶ୍ରେଣୀ କ୍ରିକେଟ୍‌ରେ ଏହା ସର୍ବାଧିକ ବ୍ୟକ୍ତିଗତ ସ୍କୋର। ପୂର୍ବରୁ ଏହି ରେକର୍ଡ ରୁବେଲ ହୋସେନଙ୍କ ନାମରେ ରହିଥିଲା। ରୁବେଲ ୨୦୦୭ରେ ଏକ ମ୍ୟାଚ୍‌ରେ ୩୧୩ ରନ କରିଥିଲେ। ସେହିଭଳି ୨ୟ ଥର ଲାଗି କୌଣସି ବାଂଲାଦେଶ ବ୍ୟାଟ୍ସମ୍ୟାନ ପ୍ରଥମ ଶ୍ରେଣୀ କ୍ରିକେଟ୍‌ରେ ତ୍ରିଶତକ ଅର୍ଜନ କରିଛନ୍ତି। ତେବେ ବାଂଲାଦେଶ ମାଟିରେ ଏହା ସର୍ବାଧିକ ପ୍ରଥମ ଶ୍ରେଣୀ ସ୍କୋର। ୨୦୧୪ରେ ଶ୍ରୀଲଙ୍କା ବ୍ୟାଟ୍ସମ୍ୟାନ କୁମାର ସଙ୍ଗକାରା ଏକ ଟେଷ୍ଟ ମ୍ୟାଚ୍‌ରେ ୩୧୯ ରନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ଅଧିନାୟକ ପଦରୁ ଗିଲ୍‌ ହେବେ ବିଦା! ତାଙ୍କ ସ୍ଥାନରେ ଏହି ଖେଳାଳିଙ୍କୁ ମିଳିବ ଅଧିନାୟକତ୍ୱ, ବଡ଼ ଖୁଲାସା

ନୂଆଦିଲ୍ଲୀ,୨୨।୧୨: କ୍ରିକେଟର ଶୁବମନ ଗିଲ୍‌ଙ୍କ ପାଇଁ ସମସ୍ୟା ବଢ଼ିବା ପରି ମନେ ହେଉଛି। ତାଙ୍କୁ ପ୍ରଥମେ ଟେଷ୍ଟ ଦଳର ଅଧିନାୟକ ଏବଂ ପରେ ଚଳିତ ବର୍ଷ...

ଭୟଙ୍କର ଦୁର୍ଘଟଣା: ଏକାବେଳକେ ୨ ବାଇକ୍‌କୁ ଧକ୍କା ଦେଲା କାର୍‌,ପରେ…

ଗଞ୍ଜାମ,୨୨।୧୨(ଅନାଥ ତରାଇ): ଗଞ୍ଜାମ ବ୍ଲକ ପୋଇରାସୀ ପଞ୍ଚାୟତର କାଇଁଚପୁର ନିକଟରେ ସୋମବାର ଭୟଙ୍କର ଦୁର୍ଘଟଣା ଘଟିଛି। ଏକ କାର (ନଂ ଓଡ଼ି୦୭ଏପି୪୪୩୩) ଦୃତ ଗତିରେ ଆସି...

୩ ଲକ୍ଷ ପାର୍‌ କରିବ ସୁନା ଦାମ୍‌! ଆମେରିକୀୟ ଅର୍ଥନୀତିଜ୍ଞଙ୍କ ବଡ଼ ଆକଳନ

ନୂଆଦିଲ୍ଲୀ,୨୨।୧୨: ଆମେରିକୀୟ ଅର୍ଥନୀତିଜ୍ଞ ଏବଂ ପ୍ରସିଦ୍ଧ ବଜାର ରଣନୀତିଜ୍ଞ ଏଡ ୟାରଡେନି ବିଶ୍ୱାସ କରନ୍ତି ଯେ ଏହି ଦଶନ୍ଧିର ଶେଷ ସୁଦ୍ଧା ସୁନାରେ ଏକ ଗୁରୁତ୍ୱପୂର୍ଣ୍ଣ...

ସଫେଇ କରିବାକୁ କହି ମହିଳାଙ୍କଠାରୁ ସୁନା ଚେନ୍‌ ଲୁଟିନେଲେ ଯୁବକ, ଆଉ ତା’ପରେ…

ବଲାଙ୍ଗୀର, ୨୨।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ତେଲିଗୋଠପଡାଠାରେ ସଫେଇ ନାଁରେ ଦୁଇ ଜଣ ଯୁବକ ଜଣେ ମହିଳାଙ୍କଠାରୁ ସୁନା ଚେନ୍‌ ଲୁଟି ଫେରାର୍‌ ହୋଇଯାଇଛନ୍ତି।...

ଏକାଠି ଜିଇଁବା ଏକାଠି ମରିବା….ସ୍ବାମୀ ମୃତ୍ୟୁର ୬ ଘଣ୍ଟା ପରେ ଦୁନିଆରୁ ବିଦାୟ ନେଲେ ସ୍ତ୍ରୀ

ନୂଆଦିଲ୍ଲୀ,୨୨।୧୨: କୁହାଯାଏ ଯେ ପ୍ରକୃତ ପ୍ରେମ ଜୀବନସାରା ରହିଥାଏ । ସମସ୍ତିପୁର ଜିଲ୍ଲାର ରୋସେରାର ଏହି ହୃଦୟ ବିଦାରକ ଘଟଣା ଏହାର ପ୍ରମାଣ ଦେଉଛି ।...

ହୋଟେଲ ଭମର୍ସ ସିଲ୍‌ କଲା ପୌର ପ୍ରଶାସନ

ବଲାଙ୍ଗୀର,୨୨।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୌର ପ୍ରଶାସନ ପକ୍ଷରୁ ସୋମବାର ସ୍ଥାନୀୟ ହୋଟେଲ ଭମର୍ସକୁ ସିଲ୍‌ କରାଯାଇଛି। ପୌର ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ବେହେରାଙ୍କ...

ଆଉ ୨ ଦିନ ପରେ କ୍ରିସ୍‌ମାସ

ଭୁବନେଶ୍ୱର,୧୯ା୧୨- ଆସନ୍ତା ୨୫ ତାରିଖ ଗୁରୁବାର ବଡ଼ଦିନ ବା କ୍ରିସ୍‌ମସ। ଭୁବନେଶ୍ୱରରେ ଥିବା କ୍ୟାଥୋଲିକ୍‌ ଓ ବାପଟିଷ୍ଟ ଚର୍ଚ୍ଚରେ ଖ୍ରୀଷ୍ଟ ଧର୍ମାବଲମ୍ୱୀମାନେ ଏକାଠି ହୋଇ ପ୍ରଭୁ...

ସମ୍ବିତଙ୍କୁ ସମର୍ଥନ କଲେ ପ୍ରମିଳା ମଲ୍ଲିକ, କହିଲେ ପାଣ୍ଡିଆନ୍‌ ଆମ….

ଭୁବନେଶ୍ୱର,୨୨।୧୨:  ପାଣ୍ଡିଆନଙ୍କୁ ନେଇ ବିଜେଡି ନେତା ସମ୍ବିତ ରାଉତରାୟ ଦେଇଥିବା ବୟାନକୁ ସମର୍ଥନ କଲେ ବିରୋଧୀଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ । ସମ୍ବିତ ଯାହା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri