Posted inଜାତୀୟ

ତାମିଲନାଡୁରେ ପ୍ରବଳ ବର୍ଷା: କାନ୍ଥ ଭୂଷୁଡି ୧୫ ମୃତ

ମେଟୁପାଲୟମ୍‌,୨।୧୨: ତାମିଲନାଡୁରେ ରବିବାର ପ୍ରବଳ ବର୍ଷା ହୋଇଛି। ଏହା ଫଳରେ ଅଧିକାଂଶ ଅଞ୍ଚଳ ଜଳାର୍ଣ୍ଣବ ହେବା ସହ ସାଧାରଣ ଜୀବନଯାତ୍ରା ବ୍ୟାହତ ହୋଇଛି। ସୋମବାର ସକାଳେ ଏହି ବର୍ଷା ଫଳରେ ମେଟୁପାଲୟମ୍‌ର ନାଦୁର କନ୍ନାପନ ଲେଆଉଟ୍‌ଠାରେ ଏକ କାନ୍ଥ ଭୂଷୁଡି ପଡିବାରୁ ୧୫ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଏଥିରେ ୩ଟି ଘର ନଷ୍ଟ ହୋଇଯିବା ସହ ଅନ୍ୟ କେତେଜଣ ଆହତ ମଧ୍ୟ ହୋଇଛନ୍ତି। ଖବର ପାଇ ପୋଲିସ ଉଦ୍ଧାରକାରୀ ଦଳ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି। ବହୁଦିନ ହେବ ଜରାଜୀର୍ଣ୍ଣ ଅବସ୍ଥାରେ ଥିବା କାନ୍ଥଟି ଭୂଷୁଡି ଯିବାରୁ ଘର ଭିତରେ ଥିବା ୧୫ ଜଣ ଲୋକଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି। ଏପର୍ଯ୍ୟନ୍ତ ୯ଟି ମୃତଦେହ ଉଦ୍ଧାର କରାଯାଇଛି। ମୃତକଙ୍କ ପରିବାର ପାଇଁ ୪ ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା କରିଛନ୍ତି ସରକାର।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଅସ୍ତ୍ରବିରତି ଉଲ୍ଲଂଘନ କଲା ପାକିସ୍ତାନ

ଶ୍ରୀନଗର, ୨୦।୧୦: ଜମ୍ମୂ-କଶ୍ମୀରର ଭାରତ ପାକିସ୍ତାନ ନିୟନ୍ତ୍ରଣ ରେଖାରେ ଉତ୍ତେଜନା ବଢ଼ିବାରେ ଲାଗିଛି। ପାକିସ୍ତାନ ଫରଓ୍ବାର୍ଡ ପୋଷ୍ଟଗୁଡ଼ିକରୁ କାଠୁଆ ଜିଲାର ହିରାନଗର ସେକ୍ଟରରେ ମୋର୍ଟାର ଶେଲିଂ...

ଡିଆର୍‌ଡିଓ ଭବନରେ ପୂର୍ବତନ ରାଷ୍ଟ୍ରପତି କଲାମଙ୍କୁ ଶ୍ରଦ୍ଧାଞ୍ଜଳି

ନୂଆଦିଲ୍ଲୀ,୧୫।୧୦: ପୂର୍ବତନ ରାଷ୍ଟ୍ରପତି ଏ.ପି.ଜେ ଅବଦୁଲ୍‌ କଲାମଙ୍କ ଜନ୍ମ ବାର୍ଷିକୀ ମଙ୍ଗଳବାର ପାଳିତ ହେଉଛି। ଏହି ଅବସରରେ ଡିଆର୍‌ଡିଓ ଭବନରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ,...

ସକ୍ରିୟ ମାମଲା ଲକ୍ଷେ ତଳେ…

ନୂଆଦିଲ୍ଲୀ,୪।୧୨: ଓମିକ୍ରନ୍‌ ଆତଙ୍କ ସହିତ ଦେଶରେ କରୋନା ମହାମାରୀର ଦୈନିକ ସଂକ୍ରମଣ ମୃତ୍ୟୁ ସଂଖ୍ୟା ପୁଣି ବଢ଼ିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୮...

ବିମାନ ଯାତ୍ରୀଙ୍କ ପାଇଁ ଖାଦ୍ୟ ନିୟମରେ ହେଲା ପରିବର୍ତ୍ତନ

ନୂଆଦିଲ୍ଲୀ,୮।୯: କେନ୍ଦ୍ର ସରକାର ସମସ୍ତ ଏୟାରଲାଇନ୍ସରେ ଯାତ୍ରା କରୁଥିବା ଯାତ୍ରୀଙ୍କୁ ଖାଦ୍ୟ ପରସିବାକୁ ଅନୁମତି ପ୍ରଦାନ କରିଛନ୍ତି। ଏହାପରେ ସମସ୍ତ ଏୟାରଲାଇନ୍ସ ଏହାକୁ ନେଇ ପ୍ରସ୍ତୁତି...

ପରିବାର ଲୋକେ ନୃତ୍ୟ ଶିଖିବାକୁ ମନା କରିବାରୁ ଏମିତି କାଣ୍ଡ ଘଟାଇଲେ ୧୦ମ ଣ୍ରେଣୀ ଛାତ୍ରୀ

ଜୟପୁର, ୮।୧: ରାଜସ୍ଥାନର ଧୋଲପୁର ଜିଲାର ଏକ ସରକାରୀ ବିଦ୍ୟାଳୟର ୧୦ମ ଶ୍ରେଣୀ ଛାତ୍ରୀ ନିଜ ଘରେ ନୃତ୍ୟ ଅଭ୍ୟାସ କରୁଥିଲେ। ଏ ନେଇ ମା’ବାପା...

ଆନ୍ଦୋଳନ ନାଁରେ ଦେଶର ଭିତ୍ତିଭୂମି ନଷ୍ଟ କରିବା ଜାତୀୟ ଦାୟିତ୍ୱ ନୁହେଁ: ମୋଦି

ପ୍ରୟାଗରାଜ,୨୯ ।୧୨: ମାଲଗାଡ଼ି ଚଳାଚଳ ପାଇଁ ତିଆରି ହୋଇଥିବା ଇଷ୍ଟର୍ଣ୍ଣ ଡେଡିକେଟେଡ ଫ୍ରେଟ କରିଡର(ଇଡିଏଫ୍‌ସି)ର ପ୍ରୟାଗରାଜ ସ୍ଥିତ କଣ୍ଟ୍ରୋଲ ରୁମ ଓ ଲୁଧିଆନାରୁ ପଶ୍ଚିମବଙ୍ଗ ସ୍ଥିତ...

କେଜରିଓ୍ବାଲଙ୍କ ଶପଥ ଗ୍ରହଣ ସମାରୋହରେ ଯୋଗ ଦେଇ ନ ପାରନ୍ତି ମୋଦି

ନୂଆଦିଲ୍ଲୀ,୧୪।୨: ଆମା ଆଦମୀ ପାର୍ଟି(ଏଏପି) ମୁଖ୍ୟ ଅରବିନ୍ଦ କେଜରିଓ୍ବାଲ ରବିବାର ଅର୍ଥାତ୍‌ ୧୬ ତାରିଖରେ ଶପଥ ଗ୍ରହଣ କରିବାର କାର୍ଯ୍ୟକ୍ରମ ରହିଛି। ସକାଳ ୧୦ଟାରେ ରାମଲୀଳା...

ମୋଦିଙ୍କ ପାଇଁ ଆସିବ କ୍ଷେପଣାସ୍ତ୍ର ପ୍ରତିରୋଧୀ ୨ଟି ବୋଇଂ-୭୭୭ ବିମାନ

ନୂଆଦିଲ୍ଲୀ,୬।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସୁରକ୍ଷା ପାଇଁ ୨୦୨୦ ସୁଦ୍ଧା ୨ଟି ବୋଇଂ-୭୭୭ ବିମାନ ଅଣାଯିବ। ଏହି ବିମାନ ଦୁଇଟି କ୍ଷେପଣାସ୍ତ୍ର ପ୍ରତିରୋଧୀ। ଏଥିରେ ପ୍ରଧାନମନ୍ତ୍ରୀ...

Advertisement
Archives

Model This Week