ତାମିଲନାଡୁରେ ଫସିଛନ୍ତି ୩୦ ଶ୍ରମିକ: ଫେରାଇ ନେବାକୁ ମୁଖ୍ୟମନ୍ତ୍ରୀଙ୍କୁ ନିବେଦନ

କୃଷ୍ଣପ୍ରସାଦ,୧୭।୫(ଡି.ଏନ୍‌.ଏ.): କରୋନା ଲାଗି ଦେଶରେ ତୃତୀୟ ପର୍ଯ୍ୟାୟ ଲକ୍‌ଡାଉନ୍‌ ଜାରି ରହିଛି। ଫଳରେ ପୁରୀ ଜିଲା କୃଷ୍ଣପ୍ରସାଦ ଅଞ୍ଚଳର ୩୦ଶ୍ରମିକ ତାମିଲନାଡୁରେ ଫସି ରହିଛନ୍ତି। ସେମାନଙ୍କ ଫେରିବା ବ୍ୟବସ୍ଥା ଲାଗି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ନିବେଦନ କରିଛନ୍ତି। ଏ ନେଇ ସୋସିଆଲ ମିଡିଆରେ ଏକ ଭିଡିଓ ଭାଇରାଲ ହୋଇଛି। ସୂଚନା ଅନୁଯାୟୀ, କୃଷ୍ଣପ୍ରସାଦ ଅଞ୍ଚଳର ଉକ୍ତ ଶ୍ରମିକମାନେ କାମ ପାଇଁ ତାମିଲନାଡୁ ଯାଇଥିଲେ। ସେଠାରେ ପହଞ୍ଚିବାର କିଛି ଦିନ ପରେ କରୋନା ଲାଗି ଲକ୍‌ଡାଉନ୍‌ ଜାରି ହୋଇଥିଲା। ଫଳରେ କାମ କେଉଁଠି ମିଳିଲା ନାହିଁ। ଯାହା ଟଙ୍କା ପାଖରେ ଥିଲା ସବୁ ଖର୍ଚ୍ଚ ହୋଇଗଲା। ପାଖରେ ଆଉ ଅର୍ଥ ନ ଥିବା ବେଳେ ନିଜ ଗ୍ରାମକୁ ଫେରିବା ବ୍ୟବସ୍ଥା କରାଇବା ଲାଗି ଶ୍ରମିକମାନେ ଏକ ଭିଡିଓରେ ମୁଖ୍ୟମନ୍ତ୍ରୀଙ୍କୁ ନିବେଦନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରେଷ୍ଟୁରାଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ

ଭୁବନେଶ୍ୱର,୧୯।୯: ଭୁବନେଶ୍ବର ମଞ୍ଚେଶ୍ୱର ଥାନା ଅଧୀନ ସୁନ୍ଦରପଦା ଅଞ୍ଚଳରେ ଥିବା ଏକ ରେଷ୍ଟୁରାଣ୍ଟରେ ଶନିବାର ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ରେଷ୍ଟୁରାଣ୍ଟରେ ପୋଡି ଯାଇଥିବା ବେଳେ ଲକ୍ଷାଧିକ…

ସମୁଦ୍ର ତଟକୁ ସ୍ବଚ୍ଛ ରଖିବା ପାଇଁ ପ୍ରୟାସ, ବରୁଣ ଦେବତାଙ୍କୁ ବନ୍ଦାପନା କରି…

ମହାକାଳପଡ଼ା,୧୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ପୁରାଣରେ ବର୍ଣ୍ଣିତ ସମୁଦ୍ରକୂ ବରୁଣ ଦେବତା ରୂପେ ପୂଜା କରାଯାଏ। ଶନିବାର ପୂର୍ବାହ୍ନରେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ନାଞ୍ଜୁରା ପଞ୍ଚାୟତ ଶାସନ…

ଡିଜେ ସାଉଣ୍ଡରେ ଅସ୍ତବ୍ୟସ୍ତ ଜନଜୀବନ:ରୋଗୀଙ୍କ ଚିକିତ୍ସାରେ ବାଧା

ବାଲିଗୁଡ଼ା, ୧୯/୯ (ସଞ୍ଜୟ କୁମାର ପାଣିଗ୍ରାହୀ): ପୂଜା, ପର୍ବପର୍ବାଣି ଓ ବିଭିନ୍ନ ଉତ୍ସବ ଅବସରରେ ଡିଜେ ସାଉଣ୍ଡର ଅତ୍ୟଧିକ ବ୍ୟବହାର ଏବେ ସାଧାରଣ ଲୋକଙ୍କ ପାଇଁ ଅସୁବିଧାର…

ବଟେଶ୍ୱର ବେଳାଭୂମିରେ ‘ସ୍ୱଚ୍ଛ ସାଗର, ସୁରକ୍ଷିତ ସାଗର

ଗଞ୍ଜାମ, ୧୯/୯ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ପାଳିବନ୍ଧ ପଞ୍ଚାୟତ ଅନ୍ତର୍ଗତ କଣ୍ଟିଆଗଡ଼ସ୍ଥିତ ବଟେଶ୍ୱର ବେଳାଭୂମିଠାରେ ଶନିବାର ‘ସ୍ୱଚ୍ଛ ସାଗର, ସୁରକ୍ଷିତ ସାଗର’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।…

ଗାଈକୁ ବଞ୍ଚାଇବାକୁ ଯାଇ ଓଲଟିଲା ଟୁରିଷ୍ଟ ବସ୍: ୧୫ରୁ ଊର୍ଦ୍ଦ୍ବ ଗୁରୁତର

ନୀଳଗିରି, ୧୯।୯, (ପ୍ରଶାନ୍ତ କୁମାର ବିଶ୍ବାଳ): ଶେରଗଡ଼ ନୀଳଗିରି ଦେଇ ମୟୁରଭଞ୍ଜକୁ ସଂଯୋଗ କରୁଥିବା ୧୯ନଂ ରାଜ୍ୟ ରାଜପଥର ଗୁହିରା ଏବଂ ଛତ୍ରପୁର ମଝି ରାସ୍ତା ଭୁଡୁରୁବଣି…

ଦୁଇ ମୋଟରସାଇକେଲ ମୁହାଁମୁହିଁ, ଶିକ୍ଷକ ଗୁରୁତର ହୋଇ…

ପଟ୍ଟାଙ୍ଗି,୧୯ା୯(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ପଡାଲଗୁଡ଼ା ଛକ ନିକଟରେ ଦୁଇ ମୋଟରସାଇକେଲ ମୁହାଁମୁହିଁ ଧକ୍କା ହେବା ଫଳରେ ବିଦ୍ୟାଳୟକୁ ଯାଉଥିବା ଶିକ୍ଷକ…

ଘରେ ଶୋଇଥିଲେ ମହିଳା, ଚୋଟ ମାରିଲା ସାପ, ଆଉ ତା’ ପରେ…

ପୁରୁଷୋତ୍ତମପୁର,୧୯ା୯(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ କେଏନପୁର ଗ୍ରାମରେ ଶନିବାର ସାପ କାମୁଡ଼ି ଜଣେ ମହିଳାଙ୍କର ମୃତ୍ୟୁ ଘଟିଛି। ସେ ହେଲେ ଭାସି ବେହେରା…

‘ସଚେତନତା ବଢ଼ିଲେ ରୋକି ହେବ ଏଡ୍‌ସ ମହାମାରୀ’

ଭଞ୍ଜନଗର,୧୯ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଶନିବାର ଏଡ୍‌ସ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଜାତୀୟ ସେବା ଯୋଜନା (ଏନ୍‌ଏସ୍‌ଏସ୍‌)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?