ତାମିଲ ଫିଲ୍ମ ଅଭିନେତା ବାଲା ସିଂଙ୍କ ପରଲୋକ

ଚେନ୍ନାଇ,୨୭।୧୧: ତାମିଲ ଫିଲ୍ମ ଅଭିନେତା ବାଲା ସିଂ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କ ୬୭ ବର୍ଷ ବୟସ ହୋଇଥିଲା। ଗତ କିଛିଦିନ ହେବ ଜ୍ୱରରେ ପୀଡିତ ହୋଇ ଚେନ୍ନାଇର ଏକ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ବାଲାଙ୍କ ପରଲୋକରେ ତାମିଲ ଫିଲ୍ମ ଇଣ୍ଡଷ୍ଟ୍ରୀରେ ଶୋକର ଛାୟା ଖେଳିଯାଇଛି। ଶେଷଥର ପାଇଁ ଗତ ସେପ୍ଟେମ୍ବରରେ ଫିଲ୍ମ ‘ମଗାମୁନି’ରେ ନଜର ଆସିଥିଲେ। ୧୯୯୫ ମସିହାରେ ଫିଲ୍ମ ‘ଅଭତାରମ୍‌’ରୁ କ୍ୟାରିୟର ଆରମ୍ଭ କରିଥିବା ବାଲା ୧୦୦ରୁ ଊର୍ଦ୍ଧ୍ୱ ଫିଲ୍ମରେ ଅଭିନୟ କରିସାରିଥିଲେ। ସେ ନ୍ୟାଶନାଲ ସ୍କୁଲ ଅଫ୍‌ ଡ୍ରାମା ସ୍କୁଲରୁ ଅଭିନୟ ଶିକ୍ଷାଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୧୦ ଦିନରେ ୫ ଲକ୍ଷରୁ ଅଧିକ ନୂଆ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ, ୮।୮: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାର ନାଁ ଧରୁନି। ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବଢ଼ିଚାଲିଛି। ଲଗାତାର ୧୦ ଦିନ ଧରି ଦେଶରେ...

ହସ୍ପିଟାଲରେ ଭର୍ତ୍ତି ହୋଇଥିବା କରୋନା ଆକ୍ରାନ୍ତଙ୍କ ମୃତ୍ୟୁର କାରଣ ଯାହା ହେଲେ ମଧ୍ୟ ଏହାକୁ କରୋନା ଭାବେ ଗ୍ରହଣ କରାଯିବ, ହାଇକୋର୍ଟଙ୍କ ରାୟ…

ପ୍ରୟାଗରାଜ, ୩୧।୭ : ଆହ୍ଲାବାଦ ହାଇକୋର୍ଟ କହିଛନ୍ତି ଯେ ଥରେ କରୋନା ଆକ୍ରାନ୍ତଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯିବା ପରେ ତାଙ୍କ ମୃତ୍ୟୁର କାରଣ ଯାହା ହେଲେ...

ଭାରତରେ ୬ କମ୍ପାନୀଙ୍କୁ ସ୍ପୁଟନିକ୍‌-ଭି ଉତ୍ପାଦନ ଦାୟିତ୍ୱ…

ନୂଆଦିଲ୍ଲୀ, ୨୭।୫: ଦେଶରେ କରୋନା ମହାମାରୀ ସଂକ୍ରମଣ ସଙ୍କଟ ସୃଷ୍ଟି କରିଛି। ଏପରିସ୍ଥଳେ ଆବଶ୍ୟକ ଟିକା ଅଭାବରୁ ସାର୍ବଜନକୀ ଟିକାକରଣ କାର୍ଯ୍ୟକ୍ରମ ଧିମା ପଡ଼ିଯାଇଛି। ତେବେ...

ମଣିପୁରରେ ପୁଣି ତେଜିଲା ହିଂସା, ଇମ୍ଫାଲରେ ରାସ୍ତା ଅବରୋଧ କଲେ ମହିଳା

ଇମ୍ଫାଲ,୨୨।୭: ମଣିପୁର ଭାଇରାଲ ଭିଡିଓ ମାମଲାରେ ଶନିବାର ପୋଲିସ ଆଉ ଜଣେ ଅଭିଯୁକ୍ତକୁ ଗିରଫ କରିଛି। ଯାହାଙ୍କୁ ମିଶାଇ ଏପର୍ଯ୍ୟନ୍ତ ଗିରଫ ୫ ଜଣଙ୍କୁ କରାଯାଇଛି।...

ନାଗା-ସାମନ୍ଥାଙ୍କ ବିଚ୍ଛେଦର କାରଣ ଏହି ବ୍ୟକ୍ତି!

ହାଇଦ୍ରାବାଦ: ସୁପରଷ୍ଟାର ନାଗା ଚୈତନ୍ୟ ଓ ଅଭିନେତ୍ରୀ ସାମନ୍ଥା ରୁଥ ପ୍ରଭୁ ବିବାହର ୪ ବର୍ଷ ପରେ ଅଲଗା ହେବାକୁ ନିଷ୍ପତ୍ତି ନେଇଛନ୍ତି। ଏନେଇ ଉଭୟ...

ଐଶ୍ୱର୍ଯ୍ୟାଙ୍କୁ ୫ ଘଣ୍ଟା ବସେଇ ରଖିଲେ

ନୂଆଦିଲ୍ଲୀ, ୨୦ା୧୨: ବଚ୍ଚନ ପରିବାରକୁ ଅଡ଼ୁଆରେ ପକାଇ ଦେଇଛି ବହୁ ଚର୍ଚ୍ଚିତ ପାନାମା ପେପର୍ସ ଲିକ୍‌ ମାମଲା। ପୂର୍ବତନ ବିଶ୍ୱ ସୁନ୍ଦରୀ ତଥା ବଚ୍ଚନ ପରିବାରର...

ବଲିଉଡ୍‌ ସହ ରାନୁ ମଣ୍ଡଳଙ୍କ ଥିଲା ବହୁ ପୁରୁଣା ସମ୍ପର୍କ, ଜାଣନ୍ତୁ କେମିତି

ରେଳ ଷ୍ଟେଶନରେ ଗୀତ ଗାଇ ପେଟ ପୋଷୁଥିବା ରାନୁଙ୍କ ଭାଗ୍ୟ ସମ୍ପୂର୍ଣ୍ଣ ବଦଳିଯାଇଛି। ସେ ଏବେ ସେଲିବ୍ରିଟି ପାଲଟି ଯାଇଛନ୍ତି। ନିକଟରେ ସେ ବଲିଉଡ୍‌ରେ ଗୀତ...

ଫ୍ରାନ୍ସ ରାଷ୍ଟ୍ରପତିଙ୍କୁ ଧନ୍ୟବାଦ ଦେଲେ ମୋଦି

ନୂଆଦିଲ୍ଲୀ/ପ୍ୟାରିସ୍‌,୧୪ା୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଫ୍ରାନ୍ସ ଗସ୍ତରେ ଯାଇଛନ୍ତି। ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତି ଇମାନ୍ବେଲ ମାକ୍‌ରଁ ତାଙ୍କୁ ନୈଶଭୋଜିରେ ଆପ୍ୟାୟିତ କରିଛନ୍ତି। ଏଥିପାଇଁ ମୋଦି ଇମାନ୍ବେଲଙ୍କୁ...

Advertisement
Archives

Model This Week