ତାରାତାରିଣୀ ଚୈତ୍ର ଯାତ୍ରାରେ କଟକଣା: ମୁଣ୍ଡନ, କଲ୍ୟାଣମଣ୍ଡପ, ବସସେବା ବନ୍ଦ

ଛତ୍ରପୁର,୧୫।୩(ଡି.ଏନ୍‌.ଏ.): କରୋନା ପରିପ୍ରେକ୍ଷୀରେ ଗଞ୍ଜାମର ଆରାଧ୍ୟ ଦେବୀ ମା’ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରା ଉପରେ ପ୍ରଶାସନ ପକ୍ଷରୁ କଟକଣା ଲଗାଯାଇଛି। ମୁଣ୍ଡନକୁ ସମ୍ପୂର୍ଣ୍ଣ ବନ୍ଦ କରାଯାଇଛି। ଏଥିସହ ପାହାଡ଼ ଉପରକୁ ବସ୍‌ ସେବା ପ୍ରତ୍ୟାହାର ହୋଇଛି। ସେଠାରେ ଥିବା କଲ୍ୟାଣ ମଣ୍ଡପ ଓ ହୋଟେଲ ବନ୍ଦ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଫଳରେ ଜନସମାଗମ କମିବା ସହ ଯାତ୍ରା ରୀତିନୀତିରେ ହେବ। ଚଳିତବର୍ଷ ନ ଆସି ଆଗାମୀ ବର୍ଷକୁ ଭକ୍ତ ଆସନ୍ତୁ ବୋଲି ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ କହିଛନ୍ତି। ରବିବାର ଏନେଇ ଜିଲାପାଳ ଏକ ଜରୁରୀ ବୈଠକ କରିଥିଲେ। ସେବାୟତମାନେ ମଧ୍ୟ ଏହାକୁ ସ୍ବାଗତ କରିଛନ୍ତି। ଗଞ୍ଜାମ ଏସ୍‌ପି ବ୍ରିଜେଶ କୁମାର ରୟ, ଛତ୍ରପୁର ବିଧାୟକ ସୁବାସ ଚନ୍ଦ୍ର ବେହେରା, କବିସୂର୍ଯ୍ୟନଗର ବିଧାୟିକା ଲତିକା ପ୍ରଧାନ, ଖଲିକୋଟ ବିଧାୟିକା ସୂର୍ଯ୍ୟମଣି ବୈଦ୍ୟ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିନା ଇଞ୍ଜିନ୍‌ରେ ଗଡ଼ିଲା ମାଲ୍‌ବାହୀ ବଗି: ୧ କିଲୋମିଟର ଯିବା ପରେ ଓଲଟି ପଡ଼ିଲା, ଉଦ୍ଧାର କାର୍ଯ୍ୟ ଜାରି

ଝାରସୁଗୁଡ଼ା ଅଫିସ,୭ା୬: ଝାରସୁଗୁଡ଼ା ଜିଲା ବ୍ରଜରାଜନଗର ଅଞ୍ଚଳରେ ରବିବାର ଭୋର୍‌ ସମୟରେ ଏକ ମାଲବାହୀ ଟ୍ରେନ୍‌ର କିଛି ବଗି ବିନା ଇଞ୍ଜିନ୍‌ରେ ପ୍ରାୟ ୧ କିଲୋମିଟର...

ସୋସିଆଲ ମିଡିଆରେ ଫଟୋ ଭାଇରାଲ ପରେ ବାବୁଲାଙ୍କୁ ଚିହ୍ନିଲେ ପରିବାର ଲୋକେ

କେନ୍ଦୁଝର,୧୨।୯(ସ୍ବ.ପ୍ର.): କେନ୍ଦୁଝର ଜିଲା ସଦର ଥାନା ଅନ୍ତର୍ଗତ ଗୋପୀନାଥପୁର ପଞ୍ଚାୟତ ସିଲିସୁଆଁ ଗ୍ରାମରୁ କିଛିମାସ ତଳେ ନିଖୋଜ ହୋଇଯାଇଥିବା ବାବୁଲା ମୁଣ୍ତା ବିଶାଖାପାଟଣାରେ ଥିବା ଜଣାପଡ଼ିଛି।...

ଭାଜପା ଛାଡି ବିଜେଡିରେ ଯୋଗଦେଲେ ତଳମଲା ସମିତିସଭ୍ୟା:ଜୁନାଗଡ ବ୍ଲକ ରାଜନିତୀ ସରଗରମ

ଜୁନାଗଡ,୧୧।୮(ଡି.ଏନ.ଏ.) କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ତଳମଲା ପଞ୍ଚାୟତ ସମିତିସଭ୍ୟା ଗୀତାଞ୍ଜଳୀ ହଂସ ଶନିବାର ଭାଜପା ଛାଡି ବିଜେଡିରେ ଯୋଗଦେଇଛନ୍ତି। କଳାହାଣ୍ଡି ଜିଲା ଜୁନାଗଡ ସହର...

ଡମ୍ପିଂୟାର୍ଡକୁ ବିରୋଧ, ଆବର୍ଜନା ବୋଝେଇ ଗାଡ଼ି ଅଟକ

ଉଦଳା,୬ା୩(ଡ଼ି.ଏନ୍‌.ଏ.)- ଉଦଳା ଏନଏସିରେ ଡମ୍ପିଂୟାର୍ଡକୁ ନେଇ ଦୀର୍ଘ ଦିନରୁ ବିବାଦ ଲାଗି ରହିଛି। ଫଳରେ ୧୨ଟି ୱାର୍ଡର ଆବର୍ଜନା କେଉଁଠି ପଡ଼ିବ ତାହାକୁ ନେଇ ବାରମ୍ବାର...

ମାଟି ତଳୁ ବାହାରିଲା ମୃତଦେହ; ସ୍ତ୍ରୀ, ପ୍ରେମିକ ମିଶି ହତ୍ୟା କରିଥିବା ସନ୍ଦେହ

ଜଳେଶ୍ୱର, ୧୫ା୭(ଡି.ଏନ.ଏ.)-ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ ରାଇବଣିଆ ଥାନା କଳମା ପଞ୍ଚାୟତ ଅଧୀନ ପ୍ରସାଦଶୋଳ ଜଙ୍ଗଲରୁ ରବିବାର ମାଟିରେ ପୋତା ହୋଇଥିବା ଏକ ମୃତଦେହ ଉଦ୍ଧାର...

ସ୍ବାମୀଙ୍କ ଚିକିତ୍ସା ପାଇଁ ସ୍ତ୍ରୀ, ଝିଅଙ୍କ ଗୁହାରି

ବରଗଡ଼ ଅଫିସ୍‌,୧୬।୭ ବରଗଡ଼ ସହର ଉପକଣ୍ଠ ଖଲିଆପାଲି ଗ୍ରାମରୁ ଅସୁସ୍ଥ ତଥା ଶଯ୍ୟାଶାୟୀ ସ୍ବାମୀ ବଲ୍ଲଭ ମେହେରଙ୍କୁ ଏକ ଅଟୋରେ ଧରି ଚିକିତ୍ସା ସହାୟତା ପାଇଁ...

କରୋନା ପାଇଁ ସତର୍କ, ସଚେତନ ରହିବାକୁ ପରାମର୍ଶ

ବିନିକା,୮ା୫(ଡି.ଏନ୍‌.ଏ.)-ଶୁକ୍ରବାର ବିଶ୍ୱ ରେଡକ୍ରସ ଦିବସ ଅବସରରେ ବିନିକା ଓ ଡୁଙ୍ଗୁରୀପାଲି ବ୍ଲକ୍‌ ଶିକ୍ଷା ବିଭାଗ ଅଧୀନ ବିଭିନ୍ନ ବିଦ୍ୟାଳୟରେ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିିତ ହୋଇଥିଲା।...

ଆଜିଠୁ ସମୁଦ୍ରମୁହାଁ ମାଛଧରା ଡଙ୍ଗା

ଭୋଗରାଇ, ୧୪।୬(ଡି.ଏନ.ଏ.)-୩ମାସ ଧରି ସରକାରୀ କଟକଣା ପରେ ସୋମବାରଠୁ ସମୁଦ୍ରମୁହାଁ ହୋଇଛି ସହସ୍ରାଧିକ ମାଛଧରା ଟ୍ରଲର। ଏଥିପାଇଁ ବାଲେଶ୍ୱର ଉପକୂଳ ଚଳଚଞ୍ଚଳ ହୋଇପଡିଛି। ଲକ୍‌ଡାଉନ୍‌ ସତ୍ତ୍ୱେ...

Play 250+ Trending Games
Archives

Model This Week

Why Dharitri