ତାରାତାରିଣୀ ପୀଠରେ ଭୋକିଲା ମାଙ୍କଡ଼ଙ୍କୁ ଖାଇବାକୁ ଦେଲେ ବିଡିଓ

ପୁରୁଷୋତ୍ତମପୁର,୨୦ା୪(ଡି.ଏନ୍‌.ଏ.) : ମାରାତ୍ମକ କରୋନାକୁ ନେଇ ଲକ୍‌ଡାଉନ୍‌ ଜାରି ରହିଥିବାରୁ ଗଞ୍ଜାମ ଜିଲା ପ୍ରସିଦ୍ଧ ତାରା ତାରିଣୀଙ୍କ ପୀଠକୁ କେହି ଭକ୍ତ ଆସୁ ନାହାନ୍ତିି କିମ୍ବା କୌଣସି ଦୋକାନ ବଜାର ଖୋଲୁନାହିଁ। ଫଳରେ ଏଠାରେ ଥିବା ମାଙ୍କଡ଼ମାନେ ଦୀର୍ଘ ଏକମାସ ହେଲା ଭୋକିଲା ରହିଛନ୍ତି। ସୋମବାର ବିଡିଓ ସୀମାଞ୍ଚଳ ମହାନ୍ତି ଏହି ଭୋକିଲା ମାଙ୍କଡ଼ଙ୍କୁ ବୁଟ ଓ ବିଭିନ୍ନ ଫଳ ଖାଇବାକୁ ଦେଉଥିବା ଦେଖିବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୋଲ ନିର୍ମାଣ କାର୍ଯ୍ୟ ମନ୍ଥର

ଝୁମ୍ପୁରା, ୨୦।୪(ଡି.ଏନ.ଏ.): ଝୁମ୍ପୁରା ବଜାର ତଥା ବ୍ଲକ କାର୍ଯ୍ୟାଳୟ, ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର, ତହସିଲ ଆଦିକୁ ଯାତାୟାତ ପାଇଁ ଥିବା ୨ ମୁଖ୍ୟ ରାସ୍ତା ଉପରେ କାନପୁର...

ତିର୍ତ୍ତୋଲର ପୂର୍ବତନ ବିଧାୟକ ରବୀନ୍ଦ୍ର ନାଥ ଭୋଇଙ୍କ ପରଲୋକ

ତିର୍ତ୍ତୋଲ,୫ା୯(ଡି.ଏନ୍‌.ଏ.): ଜଗତସିଂହପୁର ଜିଲା ତିର୍ତ୍ତୋଲର ପୂର୍ବତନ ବିଧାୟକ ରବୀନ୍ଦ୍ର ନାଥ ଭୋଇଙ୍କ ଶୁକ୍ରବାର ରାତିରେ କଟକର ଏକ ଘରୋଇ ହସ୍ପିଟାଲରେ ପରଲୋକ ଘଟିଥିବା ଜଣାଯାଇଛି। ମୃତ୍ୟୁ...

ପୁରୀରେ ଶୀଘ୍ର ନଷ୍ଟ ହୋଇଯାଉଛି ନୋଟ୍‌

ପୁରୀ ଅଫିସ,୩୦।୯: ଓଡ଼ିଶାର ଅନ୍ୟ ଜିଲା ତୁଳନାରେ ପୁରୀରେ ନୋଟ୍‌ (କାଗଜ ଟଙ୍କା) ଶୀଘ୍ର ନଷ୍ଟ ହୋଇ ଯାଉଛି ବୋଲି ଷ୍ଟେଟ୍‌ ବ୍ୟାଙ୍କ ଅଫ୍‌ ଇଣ୍ଡିଆ...

ନାବାଳିକା ଶାଳିଙ୍କୁ ଗର୍ଭବତୀ କରି ଜେଲ ଗଲେ ଭିଣୋଇ

ଭଦ୍ରକ ଅଫିସ, ୮।୪: ଭଦ୍ରକ ଜିଲା ତିହିଡ଼ି ବ୍ଲକରେ ଏକ ଆଶ୍ରମ ସ୍କୁଲର ନବମ ଶ୍ରେଣୀ ଛାତ୍ରୀ ଗର୍ଭବତୀ ଥିବା ନେଇ ତିହିଡ଼ି ଥାନାରେ ଅଭିଯୋଗ...

ଜଳିଗଲା ୧୭ ବଖରା

ବସ୍ତା,୧୨।୩(ଡି.ଏନ.ଏ.): ବାଲେଶ୍ୱର ଜିଲା ବସ୍ତା ଥାନା ବିଦ୍ୟାଧରପୁର ଗ୍ରାମରେ ଶନିବାର ନିଅଁା ଲାଗି ୯ ପରିବାରର ୧୭ ବଖରା ଘର ପୋଡ଼ିଯାଇଛି। ସୂଚନା ଅନୁଯାୟୀ, ଅପରାହ୍ନ...

ତିର୍ତ୍ତୋଲ ଉପନିର୍ବାଚନ: ୩ ଦଳ ଆଶାବାଦୀ, ଅସନ୍ତୁଷ୍ଟ ହେବେ ଚ୍ୟାଲେଞ୍ଜ

ଜଗତ୍‌ସିଂହପୁର ଅଫିସ, ୧୯।୧୦: ତିର୍ତ୍ତୋଲ ବିଧାନସଭା ନିର୍ବାଚନ ମଣ୍ଡଳୀରେ ଆସନ୍ତା ୩ ତାରିଖରେ ହେବ ଉପନିର୍ବାଚନ। ଗତ ଶୁକ୍ରବାର ପ୍ରାର୍ଥତ୍ପତ୍ର ଦାଖଲ ସରିଛି। ପୂର୍ବତନ ବିଧାୟକ...

ବଜ୍ରପାତରେ ୨ ଭାଇ ମୃତ

ଭଣ୍ଡାରିପୋଖରୀ, ୧୨।୮(ଡି.ଏନ.ଏ.)- ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଥାନା ରଣଜିତ ପଞ୍ଚାୟତର ଅପୂଜା ମହାଦେବ ପୀଠ ନିକଟ ଚାଷ ଜମିରେ କାମ କରୁଥିବା ବେଳେ ରବିବାର ଅପରାହ୍ନରେ...

ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଅଗ୍ନିକାଣ୍ଡ: ଜଳିଗଲା ୨ ବଖରା, ୧୦ଜଣଙ୍କ ନାମରେ ମାମଲା

ମହାକାଳପଡ଼ା,୧୬।୮(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକର ବଳିପାଳ ପଞ୍ଚାୟତ ବାଲିସାହି ଗ୍ରାମରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଅଗ୍ନିକାଣ୍ଡ ଘଟିଛି। କିଛି ଦୁର୍ବୃତ୍ତ ଗୁରୁବାର ବିଳମ୍ବିତ...

Advertisement
Archives

Model This Week