ବଡ଼ସାହି,୨୮ା୨(ସ୍ବ.ପ୍ର)-ହୃଦଘାତରେ ମୃତ୍ୟୁବରଣ କରିଥିବା ଜଣେ ମହିଳାଙ୍କ ଦୁଇ ଆଖିକୁ ତାଙ୍କ ପରିବାର ଲୋକେ ମେଡିକାଲ କର୍ତ୍ତୃପକ୍ଷଙ୍କୁ ଦାନ କରି ଅନ୍ୟମାନଙ୍କ ପାଇଁ ଉଦାହରଣ ପାଲଟିଛନ୍ତି। ବଡ଼ସାହି ଥାନା ଅଧୀନ ଗୁଡିଆଲବନ୍ଧ ଗ୍ରାମର ମହିଳା ତାରା ବିନ୍ଧାଣୀ(୫୦)ଙ୍କ ଏହି ଆଖି ଦୁଇଟି ଅନ୍ୟ କାହା ନୟନ ତାରା ସାଜିବ। ବୁଧବାର ରାତିରେ ତାରା ଅସୁସ୍ଥ ହୋଇ ପଡ଼ିବାରୁ ପରିବାର ଲୋକେ ଗୁରୁବାର ସକାଳେ ତାଙ୍କୁ ବାରିପଦା ପିଆର୍ଏମ୍ ମେଡିକାଲରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଏ ସଂକ୍ରାନ୍ତରେ ପୋଲିସ ଏକ ଅପମୃତ୍ୟୁ ମାମଲା (ନଂ.୬/୨୦) ରୁଜୁ କରି ମୃତଦେହ ବ୍ୟବଚ୍ଛେଦ କରାଇଥିଲା। ତେବେ ପରିବାର ଲୋକେ ତାରାଙ୍କ ଦୁଇ ଆଖିକୁ ଦାନ କରିବା ପାଇଁ ନିଷ୍ପତ୍ତି ନେବାରୁ ଡାକ୍ତରଖାନା ପକ୍ଷରୁ ସମସ୍ତ ବନ୍ଦୋବସ୍ତ କରାଯାଇଥିଲା। ତାରାଙ୍କ ସ୍ବାମୀ ରବୀନ୍ଦ୍ର ଓ ଜଣେ ପୁଅ ଓ ଝିଅ ଅଛନ୍ତି।
Posted inଆମ ଜିଲା ଖବର, ମୟୂରଭଞ୍ଜ View All
ନାବାଳିକା ଛାତ୍ରୀଙ୍କୁ ଅଧ୍ୟାପକଙ୍କ ପ୍ରେମ ନିବେଦନ, ଅଡିଓ ଭାଇରାଲ୍ ପରେ ଚହଳ, ଥାନାରେ…
ଠାକୁରମୁଣ୍ଡା,୨୦ା୨(ତାରାକାନ୍ତ ପଟ୍ଟନାୟକ)- ଠାକୁରମୁଣ୍ଡା ଥାନା ଅଧୀନ ଏକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଜଣେ ନାବାଳିକା ଛାତ୍ରୀଙ୍କୁ ଜଣେ ଅଧ୍ୟାପକ ପ୍ରେମ ନିବେଦନ ସହ ଶାରୀରିକ ସମ୍ପର୍କ ପାଇଁ…
କାମ ସାରି ଫେରିବା ବେଳେ ଖଣ୍ଡା-କାତିରେ ଆକ୍ରମଣ କରି ହତ୍ୟା, ୮ଜଣଙ୍କୁ ଆଜୀବନ କାରାଦଣ୍ଡରେ…
ଛତ୍ରପୁର,୨୦ା୨(ଦିଲୀପ ସାମଲ)- ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଦୟାପଲ୍ଲୀ ଗ୍ରାମର ୨୦୧୨ର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ଶୁକ୍ରବାର ପ୍ରକାଶ ପାଇଛି। ଛତ୍ରପୁର ଅତିରିକ୍ତ ଜିଲା…
ଗୋ-ହତ୍ୟା ଅଭିଯୋଗକୁ ନେଇ ବିଷମ କଟକ ଥାନାରେ ଉତ୍ତେଜନା, ମାଂସ ଧରି ଥାନା ସମ୍ମୁଖରେ ଧାରଣା…
ବିଷମକଟକ,୨୦।୨(ପ୍ରସନ୍ନ କୁମାର ପଣ୍ଡା):ରାୟଗଡ଼ା ଜିଲା ବିଷମ କଟକ ଥାନା ଅଞ୍ଚଳରେ ଗୋ-ହତ୍ୟା ଅଭିଯୋଗକୁ କେନ୍ଦ୍ର କରି ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ଦୁର୍ଗୀ ଅଞ୍ଚଳରେ ଗୋ-ମାଂସ ଚାଲାଣ…
ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି ଅମିତ
ମୋରଡ଼ା,୨୦ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚଢ଼େଇଗଁା ଗ୍ରାମର ଅମିତ କୁମାର ଦାସ(୧୭) ସମାଜ ପରିବର୍ତ୍ତନର ସଂକଳ୍ପ ନେଇ ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି।…
ଘୋଡାହାଡ଼ ନଦୀ ଗଣ୍ଡରୁ ମିଳିଲା ନିଖୋଜ ବୃଦ୍ଧାଙ୍କ ମୃତଦେହ
ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ଗ୍ରାମ ଦେଇ ପ୍ରବାହିତ ଘୋଡ଼ାହାଡ଼ ନଦୀର ଗଣ୍ଡରେ ବୁଡ଼ିଯାଇ ଜଣେ ବୃଦ୍ଧା ମୃତ୍ୟୁବରଣ କରିଛନ୍ତି। ବୃଦ୍ଧା…
ତପ୍ତପାଣି ଘାଟିରେ ଓଲଟିଲା ମକା ବୋଝେଇ ଟ୍ରକ
ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ – ଗଜପତି ସୀମାନ୍ତ ତପ୍ତପାଣି ଘାଟି ରାସ୍ତାର ପାଳୁଖଳା ଗ୍ରାମ ନିକଟ ଘାଟି ରାସ୍ତାରେ ଏକ ମକା ବୋଝେଇ ଟ୍ରକ୍ (ନଂ.…
ମୋହନାରେ ନୂତନ ଥାନା ଅଧିକାରୀ
ମୋହନା,୨୦ା୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନାରେ ନୂତନ ଥାନା ଅଧିକାରୀ ଭାବେ ଓମ ନାରାୟଣ ପାତ୍ର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ରହିଥିବା ଥାନା ଅଧିକାରୀ…
କିଡ୍ନୀ, ହାର୍ଟ ଦାନକରି ଅମର ହେଲେ ଶୁଭମ୍
ବଞ୍ଚୋ/ବଉଳା/ଛେନାପଦି,୨୦ା୨(ପ୍ରଦୋଷ କୁମାର ବିଶ୍ୱାଳ/ଦୁର୍ଗା ପ୍ରସାଦ ଆୟଚ/ ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍ ଜମ୍ଭିରା ଗ୍ରାମର ଉପେନ୍ଦ୍ର ଆୟଚଙ୍କ ପୁତ୍ର ଶୁଭମ୍ ଆୟଚ(୧୨) ଦୁର୍ଘଟଣାରେ ମୃତ୍ୟୁ…
Archives

