କଣିହାଁ, ୧୪ା୨(ଡି.ଏନ.ଏ.) – ଅନୁଗୋଳ ଜିଲା କଣିହାଁ ବ୍ଲକ ଝରାବେରଣୀ ଓ ପଟ୍ଟାଖମଣ ଗ୍ରାମକୁ ସଂଯୋଗ କରୁଥିବା ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନା ରାସ୍ତା ଉପରେ ୩୩ କେଭି ବିଦ୍ୟୁତ୍ ତାର ବିପଦସଙ୍କୁଳ ଅବସ୍ଥାରେ ଝୁଲି ରହିବା ଘଟଣାରେ ବିଭାଗ ପକ୍ଷରୁ ତତ୍ପରତା ଦେଖାଦେଇଛି। ଏ ନେଇ ମଙ୍ଗଳବାର ‘ଧରିତ୍ରୀ’ରେ ଖବର ପ୍ରକାଶ ପାଇବା ପରେ ବିଦ୍ୟୁତ୍ ବିଭାଗ ପକ୍ଷରୁ ଓହଳିଥିବା ତାର ମରାମତି କରାଯାଇଛି। ଏହାକୁ ନେଇ ପଟ୍ଟାଖମଣ ସହ ସ୍ଥାନୀୟ ଲୋକେ ଧନ୍ୟବାଦ ଜଣାଇଛନ୍ତି। ଏଥିସହ ସେଠାରେ ଏଲ୍ଟି ଲାଇନ ବ୍ୟବସ୍ଥା କରାଯିବା ପାଇଁ ଦାବି କରିଛନ୍ତି। ଏ ସମ୍ପର୍କରେ କଣିହାଁ ସେସୁ ବିଦ୍ୟୁତ୍ ସେକ୍ସନ ଯନ୍ତ୍ରୀ ଯତୀନ ବାରିକ କୁହନ୍ତି, ରାସ୍ତାରେ ଓହଳି ଥିବା ୩୩ କେଭି ବିଦ୍ୟୁତ୍ ତାରକୁ ସଜାଡିଛୁ। ଅନ୍ୟାନ୍ୟ ସୁବିଧା ସମ୍ପର୍କରେ ଉଚ୍ଚ କର୍ତ୍ତୃପକ୍ଷଙ୍କ ସହଯୋଗରେ ବିଭାଗୀୟ ଅଧିକାରୀଙ୍କ ସହ ଆଲୋଚନା କରାଯିବ।
Posted inଅନୁଗୋଳ, ଆମ ଜିଲା ଖବର View All
ଭଞ୍ଜନଗର ଉପଖଣ୍ଡର ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ: ୪୫୮୬ ନୂଆ ଯୋଡ଼ିହେଲେ, ୩୬୩୪୨ ପଡ଼ିଲେ ବାଦ୍
ଭଞ୍ଜନଗର,୨୧।୯(ବାବୁଲା ପ୍ରଧାନ):ଦୀର୍ଘ ସାଢ଼େ ତିନି ମାସ ଧରି ଚାଲିଥିବା ସ୍ବତନ୍ତ୍ର ସଘନ -୨୦୨୬ ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା ଶେଷ ହେବା ପରେ ସୋମବାର ଚୂଡ଼ାନ୍ତ ଭୋଟର…
ଗଭୀର ଅବପାତର ରୂପ ନେଲା ଲଘୁଚାପ, ସମ୍ଭାବ୍ୟ ବାତ୍ୟା ମୁକାବିଲା ପ୍ରସ୍ତୁତି ଆରମ୍ଭ
ଗଞ୍ଜାମ,୨୧।୯(ବିଦ୍ୟାଧର ସାହୁ ): ଉତ୍ତର ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଗଭୀର ଅବପାତର ରୂପ ନେଇ ବଙ୍ଗୋପସାଗର ଆଡ଼କୁ ଗତି କରିବା ନେଇ ଭାରତୀୟ ପାଣିପାଗ…
ଯୁବକଙ୍କୁ ମୃତ ଘୋଷଣା କଲେ ଡାକ୍ତର; ଜୀବନ ବଞ୍ଚାଇବାକୁ ମେଡିକାଲରେ ଝଡ଼ାଫୁଙ୍କା କଲେ ଗୁଣିଆ, ତାପରେ…!
ଆନନ୍ଦପୁର,୨୧।୯(ସୁଶାନ୍ତ କୁମାର ସାହୁ ): ପୁଣି ଥରେ ଅନ୍ଧବିଶ୍ୱାସର ମାୟାଜାଲରେ ସଭ୍ୟ ସମାଜ । ବିଜ୍ଞାନ ଏତେ ଆଗେଇ ଯାଇଥିଲେ ମଧ୍ୟ ଆଜି ବି ଲୋକଙ୍କ ମନରୁ…
ବିଳମ୍ବିତ ରାତିରେ ନିଖୋଜ ହୋଇଗଲା ମତ୍ସ୍ୟଜୀବୀଙ୍କ ଡ଼ଙ୍ଗା, ଆଉ ତା’ପରେ…
ଛତ୍ରପୁର,୨୧।୯(ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଗଞ୍ଜାମ ଜିଲା ମେରାଇନ ଥାନା ଅନ୍ତର୍ଗତ ଆର୍ଯ୍ୟପଲ୍ଲୀ ଫିସେରୀ ଜେଟିରୁ ଏକ ମତ୍ସ୍ୟଜୀବୀଙ୍କ ଡଙ୍ଗା ନିଖୋଜ ହୋଇଯାଇଥିବା ଖବର ସାମନାକୁ ଆସିଛି। ମେରାଇନ…
ଅନ୍ତେବାସୀଙ୍କୁ ମିଳୁଥିଲା ପୋକରା ଚାଉଳ ଭାତ: ଅଧିକାରୀଙ୍କୁ ଜଣାଇବାକୁ ୮ କି.ମି. ଚାଲିଲେ ଛାତ୍ରୀଛାତ୍ର
ଉଦଳା,୨୧।୯(ସନ୍ତୋଷ ବାଛିନୀ): ହଷ୍ଟେଲରେ ଦୁଇ ମାସରୁ ଊର୍ଦ୍ଧ୍ୱ ହେଲା ଅବ୍ୟବସ୍ଥା ଲାଗି ରହିଥିବା ବେଳେ ଛାତ୍ରୀଛାତ୍ରମାନଙ୍କୁ ଆବଶ୍ୟକ ମୌଳିକ ସୁବିଧା ଯୋଗାଇ ଦିଆଯାଉ ନାହିଁ। ଯାହାକୁ ନେଇ…
ରାସ୍ତାରେ ଛିଡ଼ା ହୋଇଥିବା ବେଳେ ଯୁବକଙ୍କୁ ଧକ୍କା ଦେଲା ବସ୍, ଆଉ ତା’ପରେ…
କୁଚିଣ୍ଡା,୨୧।୯(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା କୁଚିଣ୍ଡା ଥାନା ଅଧୀନ ପତ୍ରାପାଲି ନିକଟରେ ଏକ ଘରୋଇ ବସ୍ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ କୁଚିଣ୍ଡା…
ବସ୍ତା ରେଳ ଷ୍ଟେଶନ୍ରେ ଅଘଟଣ; ୨ ମହିଳାଙ୍କୁ ଧକ୍କା ଦେଲା ଟ୍ରେନ, ତାପରେ…
ବାଲେଶ୍ୱର,୨୧।୯( ବାଞ୍ଛାନିଧି ଦେ): ଦକ୍ଷିଣପୂର୍ବ ରେଳପଥର ଖଡ଼ଗପୁର ଡିଭିଜନ ଅନ୍ତର୍ଗତ ବସ୍ତା ରେଳ ଷ୍ଟେଶନ ନିକଟରେ ବଡ଼ ଦୁର୍ଘଟଣା ଘଟିଯାଇଛି । ସୋମବାର ଟ୍ରେନ ଧକ୍କାରେ ଦୁଇ…
ଗଞ୍ଜାମରେ ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା, ବାଦ୍ ପଡ଼ିଲା ୧.୮୮ ଲକ୍ଷ…
ଛତ୍ରପୁର,୨୧।୯(ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଞ୍ଜାମ ଜିଲାରେ ଦୀର୍ଘ ସାଢ଼େ ତିନି ମାସ ଧରି ଚାଲିଥିବା ସ୍ୱତନ୍ତ୍ର ସଘନ ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା ଶେଷ ହେବା…

