ତାଲା ଭାଙ୍ଗି ଘରୁ ୭ ଲକ୍ଷ ଟଙ୍କାର ଅଳଙ୍କାର ଲୁଟ୍‌

ରଣପୁର,୧୪।୩(ସ୍ବ.ପ୍ର.): ଚାନ୍ଦପୁର ଥାନା କନ୍ଧନୟାଗଡ ଗଁ।ର ଭାଗୀରଥି ସାହୁଙ୍କ ଘର ଗ୍ରିଲ୍‌ ତାଲା ଭାଙ୍ଗି ଗୁରୁବାର ସନ୍ଧ୍ୟାରେ ଦୁର୍ବୃତ୍ତମାନେ ଆଲମାରୀରୁ ପ୍ରାୟ ୭ ଲକ୍ଷ ଟଙ୍କାର ସୁନା ଅଳଙ୍କାର ଚୋରାଇ ନେଇଛନ୍ତି। ସେହିପରି ଅନ୍ୟ କିଛି ଘରୋଇ ଉପକରଣ ମଧ୍ୟ ଚୋରି ହୋଇଛି । ସ୍ତ୍ରୀଙ୍କ ଦେହ ଖରାପ ଥିବାରୁ ଭାଗୀରଥି ଘରେ ତାଲା ପକାଇ ଭୁବନେଶ୍ୱର ଡାକ୍ତରଖାନାକୁ ଯାଇଥିଲେ । ତେବେ ରାତିରେ ଫେରି ଘର ଭଙ୍ଗାରୁଜା ହେବା ସହ ଗୃହ ଉପକରଣ ଏଣେତେଣେ ପଡିଥିବା ଦେଖିବାକୁ ପାଇଥିଲେ। ଘରୁ ସୁନା ଅଳଙ୍କାର ଚୋରି ହୋଇଥିବା ଜାଣିବାକୁ ପାଇ ଥାନାରେ ଅଭିଯୋଗ କରିଥିଲେ। ପୋଲିସ ମାମଲା ରଜୁ କରି ତଦନ୍ତ କରୁଛି ।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ବଲପୁର ସଦର ଫରେଷ୍ଟ ରେଞ୍ଜର ନିଲମ୍ବିତ

ସମ୍ବଲପୁର, ୩।୩(ବ୍ୟୁରୋ): ସମ୍ବଲପୁର ବନଖଣ୍ଡ ସଦର ରେଞ୍ଜର ଗୌରୀ ଶଙ୍କରଙ୍କୁ କାର୍ଯ୍ୟରେ ଅବହେଳା ଯୋଗୁ ନିଳମ୍ବନ କରାଯାଇଛି । ସଦର ରେଞ୍ଜ ଅଧିନରେ ପ୍ରାୟ ୫...

ଗାଁକୁ ଡାକି ପ୍ରେମିକାଙ୍କୁ ଜାଳିଦେଲେ ଯୁବକ

ପୁରୁଷୋତ୍ତମପୁର,୨୮ା୭(ଡି.ଏନ.ଏ.):ପ୍ରେମିକାଙ୍କୁ ନିଜ ଗଁାକୁ ଡାକି ତାଙ୍କ ଉପରେ ପେଟ୍ରୋଲ ଢାଳି ଜାଳି ଦେଇଛନ୍ତି ଜଣେ ଯୁବକ। ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ପ୍ରତାପୁର ଗ୍ରାମରେ...

ପ୍ରସବ ପରେ ମହିଳାଙ୍କ କୋଭିଡ ରିପୋର୍ଟ ପଜିଟିଭ୍‌

କଟକ ଅଫିସ,୨୪।୭: କଟକ ଜିଲାର ଜଣେ ଗର୍ଭବତୀଙ୍କ କୋଭିଡ ରିପୋର୍ଟ ଶୁକ୍ରବାର ପ୍ରସବ ପରେ ପଜିଟିଭ୍‌ ଆସିିଛି। ଏବେ ଉଭୟ ମା’ ଓ ନବଜାତ ଶିଶୁକୁ...

ସ୍ତ୍ରୀଙ୍କୁ ହତ୍ୟା ଘଟଣା: ସ୍ବାମୀ ଗିରଫ

ଯୋଡ଼ା, ୭।୬(ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡା ସହରର ଯୋଡାରେ ହୋଇଥିବା ଯୌତୁକଜନିତ ବଧୂହତ୍ୟା ଘଟଣାରେ ପୋଲିସ ମୃତ ମହିଳାଙ୍କ ସ୍ବାମୀଙ୍କୁ ଗିରଫ କରିଛି । ଗିରଫ ଅଭିଯୁକ୍ତ...

ମୋରମ ଗାଡ଼ିଆରେ ବୁଡ଼ି ନାବାଳକ ମୃତ

ସଜନାଗଡ଼,୨୪।୮(ଡି.ଏନ.ଏ.): ବାଲେଶ୍ୱର ଜିଲା ନୀଳଗିରି ଥାନା ବାଘମରା ଗ୍ରାମର ଶମ୍ବୁ ସିଂଙ୍କ ୭ ବର୍ଷର ପୁଅ ଅଜୟ (୭) ମୋରମ ଗାଡିଆରେ ବୁଡି ପ୍ରାଣ ହରାଇଛନ୍ତି।...

ଆଜିଠୁ ପୋଲିସ ନେବେ କରୋନା ଟିକା

ଭୁବନେଶ୍ୱର,୬।୨(ବ୍ୟୁରୋ): କରୋନା ଲଢେଇରେ ନିଜ ଜୀବନକୁ ବାଜି ଲଗାଇ ଆଗ ଧାଡିର ଯୋଦ୍ଧା ସାଜିଥିବା ପୋଲିସଙ୍କୁ ଟିକାକରଣରେ ସାମିଲ କରାଯାଇଛି। ରାଜ୍ୟରେ କାର୍ଯ୍ୟରତ ସମସ୍ତ ପୋଲିସ...

ଆଜି ରାଜ୍ୟରୁ ୧୦ ପଜିଟିଭ୍‌ ଚିହ୍ନଟ: ୧୨,୮୮,୩୪୯ରେ ପହଞ୍ଚିଲାଣି ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୨୦ା୫(ବ୍ୟୁରୋ): ରାଜ୍ୟରୁ ଶୁକ୍ରବାର ୧୦ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୮,୩୪୯ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ...

ବାର୍‌ହା ମାଂସ ଜବତ, ଶିକାରୀ ଗିରଫ

ବୁଗୁଡ଼ା,୧୧ା୧(ଡି.ଏନ.ଏ.)-ବୁଗୁଡ଼ା ବନାଞ୍ଚଳ ଜିଲିବା ଛକରେ ବାଲିପଦର ବନପାଳ ଓ ବନରକ୍ଷୀ ଶନିବାର ବାର୍‌ହା ମାଂସ ବିକ୍ରି କରୁଥିବା ଜଣେ ଯୁବକଙ୍କୁ କୋର୍ଟ ଚାଲାଣ କରିଛନ୍ତି। ସେ...

Advertisement
Archives

Model This Week