ତାଲିବାନ ଆକ୍ରମଣରେ ୧୦ ଆଫଗାନ ସୈନ୍ୟ ନିହତ

କାନ୍ଦାହାର,୨୯ା୧୨(ଏଏଫ୍‌ପି): ଆଫଗାନିସ୍ତାନର ହେଲମଣ୍ଡ ପ୍ରଦେଶର ଏକ ସାମରିକ ଘାଟି ଉପରେ ତାଲିବାନ ଆତଙ୍କବାଦୀ ଆକ୍ରମଣ କରିବାରୁ ୧୦ ଜଣ ସୈନ୍ୟ ନିହତ ହୋଇଛନ୍ତି। ତାଲିବାନମାନେ ସାଙ୍ଗିନ୍‌ ଜିଲାରେ ଥିବା ସେନା ଘାଟି ପଯର୍ର୍‌ୟନ୍ତ ସୁଡ଼ଙ୍ଗ ଖୋଳି ଏହାକୁ ବିସ୍ଫୋରଣରେ ଉଡାଇଦେଇଥିଲେ। ଆକ୍ରମଣ ସମୟରେ ଉକ୍ତ ସେନା ବେସ୍‌ରେ୧୮ ଜଣ ସୈନ୍ୟ ଥିଲେ। ୪ ଜଣ ଆହତ ହୋଇଥିବା ବେଳେ ଅନ୍ୟ ୪ ଜଣ ଆତଙ୍କବାଦୀଙ୍କ ସହ ଲଢ଼େଇ କରିଥିଲେ। ତାଲିବାନ ମୁଖପାତ୍ର ଜବିହୁଲ୍ଲା ମୁଜାହିଦ୍‌ ଗଣମାଧ୍ୟମକୁ ଏକ ବିବୃତି ପଠାଇ ଆକ୍ରମଣ ପାଇଁ ନିଜକୁ ଦାୟୀ କରିଛନ୍ତି। ଆଫଗାନିସ୍ତାନରୁ ହିଂସା ଦୂର ପାଇଁ ଆମେରିକା ଓ ତାଲିବାନ ମଧ୍ୟରେ ଆଲୋଚନା ଜାରି ରହିଥିବାବେଳେ ଏଭଳି ବିସ୍ଫୋରଣ ଘଟିଛି। ଗତ ମଙ୍ଗଳବାର ବାଲ୍‌ଖ ପ୍ରଦେଶରେ ତାଲିବାନ ଆକ୍ରମଣରେ ୭ ସୈନ୍ୟ ନିହତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ପ୍ରାୟ ଏକ ଦଶନ୍ଧି ପୂର୍ୱରୁ ମହାରାଷ୍ଟ୍ର ପଶ୍ଚିମଘାଟ ପର୍ୱତମାଳା ଆଖପାଖ ଗାଁଗୁଡ଼ିକରେ ଜଳସଙ୍କଟ ଯୋଗୁ କୃଷିରେ ବାଧା ଉପୁଜୁଥିଲା। ସେଠାକାର ବୋର୍‌ଓ୍ୱେଲ କାମ କରୁ ନ...

ଖଜୁରି ଗଛର କି ଗୁଣ ଗାଇବି

ଦେଶର ସମ୍ୱିଧାନ କହେ ଆଇନ ଦୃଷ୍ଟିରେ ସମସ୍ତେ ସମାନ। ହେଲେ ବାସ୍ତବ କ୍ଷେତ୍ରରେ ତାହାର କାର୍ଯ୍ୟାନ୍ୱୟନ ବା ଅନୁପାଳନ ବେଳେ ହୁଏ କିନ୍ତୁ ଠିକ୍‌ ତା’ର...

ବିଲୁପ୍ତି ପଥେ ନୀଳରକ୍ତ କଙ୍କଡ଼ା

ମାନବ ଜାତି ପାଇଁ ପରମ ଉପକାରୀ ବନ୍ଧୁ ହେଉଛି ବିରଳ ନୀଳରକ୍ତ କଙ୍କଡ଼ା। ତା’ର ନୀଳରକ୍ତର କଣିକାରେ ଭରି ରହିଛି ଅମୂଲ୍ୟ ଔଷଧୀୟ ଗୁଣ। ବାଲେଶ୍ୱର...

ଚନ୍ଦାହାଣ୍ଡି ଧରିତ୍ରୀ ଖବରଦାତା ଦିଲୀପ ଦାସଙ୍କ ପରଲୋକ

ନବରଙ୍ଗପୁର,୧୧।୧୨(ସଦାଶିବ ପ୍ରହରାଜ):ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ବ୍ଲକ୍‌ ଧରିତ୍ରୀ ଖବରଦାତା ଦିଲୀପ ଦାସ (୫୪)ଙ୍କ ବୁଧବାର ସକାଳ ୯ଟାରେ ପରଲୋକ ଘଟିଛି। ସେ ୨୦୦୯ରୁ ଧରିତ୍ରୀ ଖବରଦାତାଭାବେ...

ସମୟ ଧାରାରେ ଚକ୍ରବୃଦ୍ଧି ସୁଧ

ଚକ୍ରବୃଦ୍ଧି ସୁଧ (କମ୍ପାଉଣ୍ଡ ଇଣ୍ଟରେଷ୍ଟ)ର ଧାରଣା ମାନବ ଇତିହାସରେ ସବୁଠୁ ଶକ୍ତିଶାଳୀ ତଥା ବିପଜ୍ଜନକ ଆବିଷ୍କାର। ଏହି ଶବ୍ଦ ସଂସ୍କୃତ ଶବ୍ଦକୋଷ ଓ ବୈଧ-ଅର୍ଥନୈତିକ ସାହିତ୍ୟରେ...

ଓଏଏସ୍‌ସ୍ତରରେ ବଡ଼ ଧରଣର ଅଦଳବଦଳ, ୨୩ ଓଏଏସ୍‌ଙ୍କୁ…

ଭୁବନେଶ୍ୱର,୧୧ା୧୨ (ରବିନାରାୟଣ ଜେନା): ରାଜସ୍ୱ ବିଭାଗ ପକ୍ଷରୁ ବୁଧବାର ୨୩ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍‌) ଅଧିକାରୀଙ୍କ ବଦଳି କରାଯାଇଛି। ବିଭାଗର ବିଜ୍ଞପ୍ତି ଅନୁଯାୟୀ, ମୋ-ସ୍କୁଲ ଅଭିଯାନର...

ଅନ୍ତର୍ଜାତୀୟ ପର୍ବତ ଦିବସ: ହିମବାହର ଆବଶ୍ୟକତାକୁ ଗୁରୁତ୍ୱ

ପ୍ରତିବର୍ଷ ଡିସେମ୍ବର ୧୧ରେ ପାଳିତ ହୋଇଥାଏ ‘ଅନ୍ତର୍ଜାତୀୟ ପର୍ବତ ଦିବସ’। ପର୍ବତର ଗୁରୁତ୍ୱ ବିଷୟରେ ସଚେତନତା ସୃଷ୍ଟି, ପର୍ବତ ବିକାଶରେ ସୁଯୋଗ ଓ ପ୍ରତିବନ୍ଧକକୁ ଉଜାଗର...

କେନ୍ଦ୍ର ଅସହାୟ କି? ଇଣ୍ଡିଗୋ ସଙ୍କଟକୁ ନେଇ ହାଇକୋର୍ଟଙ୍କ ପ୍ରଶ୍ନ

ନୂଆଦିଲ୍ଲୀ,୧୧ା୧୨: ସପ୍ତାହେରୁ ଊର୍ଦ୍ଧ୍ୱ ସମୟ ଧରି ବିମାନସେବାରେ ବିଭ୍ରାଟର ସମ୍ମୁଖୀନ ହୋଇଥିବା ଦେଶର ସର୍ୱବୃହତ୍‌ ଏୟାରଲାଇନ୍‌ ଇଣ୍ଡିଗୋର ବହୁ ଫ୍ଲାଇଟ ଉଡ଼ାଣ ରଦ୍ଦ ହୋଇଯାଇଥିବାବେଳେ ଉକ୍ତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri