ତାଲିବାନ ଦମନର ପୃଷ୍ଠଭୂମି

କାବୁଲ,୧।୩: ୨୦୦୧ ସେପ୍ଟେମ୍ବର ୧୧ରେ ନ୍ୟୁୟର୍କସ୍ଥିତ ବିଶ୍ୱ ବାଣିଜ୍ୟ କେନ୍ଦ୍ର ଉପରେ ବିମାନ ଆକ୍ରମଣ ସାରା ଦେଶକୁ ସ୍ତବ୍ଧ କରିଦେଇଥିଲା। ଓସାମା ବିନ୍‌ ଲାଡେନ୍‌ ନେତୃତ୍ୱରେ ଆଫଗାନିସ୍ତାନରେ ସକ୍ରିୟ ଥିବା ଅଲ୍‌କାଏଦା ଆତଙ୍କବାଦୀମାନେ ଏହି ଆକ୍ରମଣ କରିଥିଲେ, ଯେଉଁଥିରେ ୨୯୭୭ ଜଣଙ୍କ ମୃତ୍ୟୁ ହେବା ସହ ୨୫,୦୦୦ରୁ ଊର୍ଦ୍ଧ୍ୱ ଲୋକ ଆହତ ହୋଇଥିଲେ। ଏଥିରେ ୧୦ ବିଲିୟନ ଡଲାର ମୂଲ୍ୟର ଭିତ୍ତିଭୂମି ଓ ସମ୍ପତ୍ତି ଧ୍ୱଂସ ହୋଇଥିଲା। ଆମେରିକାରୁ ବିମାନ ଅପହରଣ କରି ଏହାର ସେଣ୍ଟର ଉପରେ ଆକ୍ରମଣ କରିଥିଲେ ଆତଙ୍କବାଦୀ। ବିଶ୍ୱର ସବୁଠୁ ଶକ୍ତିଶାଳୀ ରାଷ୍ଟ୍ର ଉପରେ ଥିଲା ଏହା ପ୍ରଥମ ବଡ଼ ଧରଣର ଆତଙ୍କବାଦୀ ଆକ୍ରମଣ ।
ଏହାର ପ୍ରତିଶୋଧ ନେବା ପାଇଁ ତତ୍କାଳୀନ ଆମେରିକା ରାଷ୍ଟ୍ରପତି ଜର୍ଜ ଡବ୍ଲ୍ୟୁ. ବୁଶ୍‌ ଆଫଗାନିସ୍ତାନ ଉପରେ ଆକ୍ରମଣ ଘୋଷଣା କରିଥିଲେ। ଅଲ୍‌ କାଏଦାକୁ ଆଶ୍ରୟ ଦେବା ସହ ସହଯୋଗ କରୁଥିବା ତାଲିବାନକୁ କ୍ଷମତାରୁ ହଟାଇବା ପାଇଁ ଏହି ଆକ୍ରମଣ କରାଯାଇଥିଲା। ୨୦୦୧ ଅକ୍ଟୋବର ୭ରେ ଆମେରିକା ଓ ଏହାର ମିତ୍ରଶକ୍ତି ତାଲିବାନକୁ କ୍ଷମତାରୁ ହଟାଇବାରେ ସଫଳ ହୋଇଥିଲେ। ପ୍ରାଥମିକ ଲକ୍ଷ୍ୟ ପୂରଣ ହୋଇଥିଲେ ହେଁ ସେଠାରେ ଆମେରିକା ଓ ନାଟୋ ପକ୍ଷରୁ ଏକ ସୁରକ୍ଷା ମିଶନ ଗଢ଼ାଯାଇଥିଲା। ୨୦୧୪ ପର୍ଯ୍ୟନ୍ତ ଆଫଗାନ ସରକାରୀ ସେନା ସହ ମିଶି ଆମେରିକା ତାଲିବାନ ଉଗ୍ରପନ୍ଥୀଙ୍କ ବିରୋଧରେ ଲଢ଼େଇ ଜାରି ରଖିଥିଲା। ଏହା ଆମେରିକା ଇତିହାସରେ ଦୀର୍ଘତମ ଯୁଦ୍ଧ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri