ତାଲିବାନ ଦମନର ପୃଷ୍ଠଭୂମି

କାବୁଲ,୧।୩: ୨୦୦୧ ସେପ୍ଟେମ୍ବର ୧୧ରେ ନ୍ୟୁୟର୍କସ୍ଥିତ ବିଶ୍ୱ ବାଣିଜ୍ୟ କେନ୍ଦ୍ର ଉପରେ ବିମାନ ଆକ୍ରମଣ ସାରା ଦେଶକୁ ସ୍ତବ୍ଧ କରିଦେଇଥିଲା। ଓସାମା ବିନ୍‌ ଲାଡେନ୍‌ ନେତୃତ୍ୱରେ ଆଫଗାନିସ୍ତାନରେ ସକ୍ରିୟ ଥିବା ଅଲ୍‌କାଏଦା ଆତଙ୍କବାଦୀମାନେ ଏହି ଆକ୍ରମଣ କରିଥିଲେ, ଯେଉଁଥିରେ ୨୯୭୭ ଜଣଙ୍କ ମୃତ୍ୟୁ ହେବା ସହ ୨୫,୦୦୦ରୁ ଊର୍ଦ୍ଧ୍ୱ ଲୋକ ଆହତ ହୋଇଥିଲେ। ଏଥିରେ ୧୦ ବିଲିୟନ ଡଲାର ମୂଲ୍ୟର ଭିତ୍ତିଭୂମି ଓ ସମ୍ପତ୍ତି ଧ୍ୱଂସ ହୋଇଥିଲା। ଆମେରିକାରୁ ବିମାନ ଅପହରଣ କରି ଏହାର ସେଣ୍ଟର ଉପରେ ଆକ୍ରମଣ କରିଥିଲେ ଆତଙ୍କବାଦୀ। ବିଶ୍ୱର ସବୁଠୁ ଶକ୍ତିଶାଳୀ ରାଷ୍ଟ୍ର ଉପରେ ଥିଲା ଏହା ପ୍ରଥମ ବଡ଼ ଧରଣର ଆତଙ୍କବାଦୀ ଆକ୍ରମଣ ।
ଏହାର ପ୍ରତିଶୋଧ ନେବା ପାଇଁ ତତ୍କାଳୀନ ଆମେରିକା ରାଷ୍ଟ୍ରପତି ଜର୍ଜ ଡବ୍ଲ୍ୟୁ. ବୁଶ୍‌ ଆଫଗାନିସ୍ତାନ ଉପରେ ଆକ୍ରମଣ ଘୋଷଣା କରିଥିଲେ। ଅଲ୍‌ କାଏଦାକୁ ଆଶ୍ରୟ ଦେବା ସହ ସହଯୋଗ କରୁଥିବା ତାଲିବାନକୁ କ୍ଷମତାରୁ ହଟାଇବା ପାଇଁ ଏହି ଆକ୍ରମଣ କରାଯାଇଥିଲା। ୨୦୦୧ ଅକ୍ଟୋବର ୭ରେ ଆମେରିକା ଓ ଏହାର ମିତ୍ରଶକ୍ତି ତାଲିବାନକୁ କ୍ଷମତାରୁ ହଟାଇବାରେ ସଫଳ ହୋଇଥିଲେ। ପ୍ରାଥମିକ ଲକ୍ଷ୍ୟ ପୂରଣ ହୋଇଥିଲେ ହେଁ ସେଠାରେ ଆମେରିକା ଓ ନାଟୋ ପକ୍ଷରୁ ଏକ ସୁରକ୍ଷା ମିଶନ ଗଢ଼ାଯାଇଥିଲା। ୨୦୧୪ ପର୍ଯ୍ୟନ୍ତ ଆଫଗାନ ସରକାରୀ ସେନା ସହ ମିଶି ଆମେରିକା ତାଲିବାନ ଉଗ୍ରପନ୍ଥୀଙ୍କ ବିରୋଧରେ ଲଢ଼େଇ ଜାରି ରଖିଥିଲା। ଏହା ଆମେରିକା ଇତିହାସରେ ଦୀର୍ଘତମ ଯୁଦ୍ଧ।


Enter your email to get our daily news in your inbox.

All Right Reserved By Dharitri.Com

ୟୁକ୍ରେନ୍‌କୁ ୪୫ ବିଲିୟନ ଡଲାର ସହାୟତା ଦେବ ଆମେରିକା, ସଦନରେ ପ୍ରସ୍ତାବ ପାରିତ…

ଓ୍ବାଶିଂଟନ,୨୪।୧୨ : ୟୁକ୍ରେନ ପାଇଁ ଆମେରିକା୪୫ ବିଲିୟନ ଡଲାର ସହାୟତା ପ୍ୟାକେଜକୁ ଅନୁମୋଦନ କରିଛି। ବର୍ତ୍ତମାନ ପର୍ଯ୍ୟନ୍ତ ଅସ୍ତ୍ରଶସ୍ତ୍ରରେ ସାହାଯ୍ୟ କରୁଥିବା ଆମେରିକା ପ୍ରଥମେ ୟୁକ୍ରେନକୁ...

ନିଜ ଦେଶରେ ହେଉଥିବା ବର୍ଣ୍ଣବୈଷମ୍ୟ ପ୍ରଦର୍ଶନକୁ ଭୁଲିଲା ଆମେରିକା: ଭାରତର ଧାର୍ମିକ ସ୍ବାଧୀନତା ନେଇ ଚିନ୍ତା ପ୍ରକାଶ କଲା

ଓ୍ବାଶିଂଟନ, ୧୧।୬: ଆମେରିକାର ପରାମର୍ଶ ଦେବା ପଣିଆ ନେଇ ଏବେ ଚର୍ଚ୍ଚା ଆରମ୍ଭ ହୋଇଛି। ନିଜ ଦେଶରେ ବର୍ଣ୍ଣବୈଷମ୍ୟ ପ୍ରଦର୍ଶନ ଜାରି ରହିଥିବାବେଳେ ଆମେରିକା ଏହି...

ଶହେ ପ୍ଲାଷ୍ଟିକ୍‌ ବ୍ୟାଗ୍‌ରୁ ୨୯ ମୃତ ଦେହ ଜବତ: ପୋଲିସର ତନାଘନା

ମେକ୍ସିକୋ ସିଟି,୧୮।୯: ଏକ କବରସ୍ତାନରେ ପଡ଼ିଥିବା ଶହେଟି ପ୍ଲାଷ୍ଟିକ୍‌ ବ୍ୟାଗ୍‌ରୁ ପୋଲିସ ୨୯ଟି ମୃତ ଦେହ ଜବତ କରିଛି। ଏଭଳି ଏକ ଘଟଣା ମେକ୍ସିକୋର ଜଲିସ୍କୋସ୍ଥିତ...

ପାଶ୍ଚାତ୍ୟରେ ‘ଅଣୁ ଅସ୍ତ୍ର’ ଛନକା

ମସ୍କୋ/କିଭ୍‌,୭ା୧୧: ୟୁକ୍ରେନ୍‌ ଉପରେ ଆକ୍ରମଣ କରି ହରଡ଼ଘଣାରେ ପଡ଼ିଥିବା ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ ନିକଟରେ ତାଙ୍କ ଫ୍ରାନ୍ସ ପ୍ରତିପକ୍ଷ ଇମାନ୍ବେଲ ମାକ୍‌ରଁଙ୍କ ସହ କଥା...

ଭାରତୀୟ ବୈଦେଶିକ ପଲିସିକୁ ପ୍ରଶଂସା କଲେ ଇମ୍ରାନ

ଇସ୍‌ଲାମାବାଦ୍‌,୨୦।୩: ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ରବିବାର ଭାରତ ଏବଂ ଏହାର ବୈଦେଶିକ ପଲିସିକୁ ପ୍ରଶଂସା କରିଛନ୍ତି। ପାର୍ଲାମେଣ୍ଟରେ ତାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଗତ...

ଚାଇନା ଜନସଂଖ୍ୟାରେ ହ୍ରାସ

ହଂକଂ,୧୮।୧: ୧୯୬୧ ମସିହା ପରଠାରୁ ପ୍ରଥମ ଥର ପାଇଁ ବିଶ୍ୱର ସବୁଠୁ ଜନବହୁଳ ରାଷ୍ଟ୍ର ଚାଇନାର ଲୋକସଂଖ୍ୟା କମିଛି। ଚାଇନାର ଜନସଂଖ୍ୟା ୧.୪୧୨୬୦ ବିଲିୟନ୍‌ରୁ ଗତବର୍ଷ...

ଚାଇନାରେ ଚାଲିଥିବା ବିରୋଧ ପ୍ରଦର୍ଶନକୁ ସମର୍ଥନ କଲା ଆମେରିକା, କହିଲା ସମସ୍ତଙ୍କୁ ଶାନ୍ତିପୂର୍ଣ୍ଣ ଭାବେ ସ୍ୱର ଉତ୍ତୋଳନ କରିବାର ଅଧିକାର ରହିଛି

ୱାଶିଂଟନ,୨୯ ।୧୧: ଚାଇନାରେ ଲକଡାଉନକୁ ନେଇ କରାଯାଉଥିବା ବିରୋଧ ପ୍ରଦର୍ଶନକୁ ଆମେରିକା ସମର୍ଥନ କରିଛି । ଆମେରିକା କହିଛି ଚାଇନାରେ ଚାଲୁଥିବା ‘ଜିରୋ କୋଭିଡ ନୀତି’...

ରିସେପ୍‌ଶନ ପାର୍ଟି ବାତିଲ ଟଙ୍କାରେ ନବଦମ୍ପତି କଲେ ଏମିତି କାର୍ଯ୍ୟ

ଆବୁଧାବି,୨୯ା୧୨: ବିବାହ କରିଥିବା ନବଦମ୍ପତ୍ତି ରିସେପଶନ ପାର୍ଟିକୁ ବାତିଲ କରିଛନ୍ତି। ଏହି ଦମ୍ପତି ଯେଉଁ ମହାନ କାମ କରିଛନ୍ତି, ଆପଣ ବି ଜାଣିଲେ ପ୍ରଶଂସା କରିବେ।...

Advertisement
Archives

Model This Week