ତାଳଚେର ବିଧାୟକଙ୍କ ଘରେ ଅଗ୍ନିକାଣ୍ଡ: ଜଳିଗଲା ୨ କାର, ୨ ବାଇକ, ସାଇକେଲ

ଭୁବନେଶ୍ୱର, ୧୯।୮(ବ୍ୟୁରୋ): ତାଳଚେର ବିଧାୟକ ବ୍ରଜକିଶୋର ପ୍ରଧାନଙ୍କ ଭୁବନେଶ୍ୱରସ୍ଥିତ ସରକାରୀ ବାସଭବନରେ ରବିବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟିଛି। ଏଥିରେ ୨ କାର, ୨ ବାଇକ୍‌ ଓ ଗୋଟିଏ ସାଇକେଲ ଜଳିଯାଇଛି। ବିଧାୟକ ଘରେ ନ ଥିବା ବେଳେ କେହି ଦୁର୍ବୃତ୍ତ ତାଙ୍କ ଘରେ ନିଆଁ ଲଗାଇ ଦେଇଥିବା କୁହାଯାଉଛି। ଖବର ପାଇ ଅଗ୍ନିଶମ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ତେବେ ଅଗ୍ନିକାଣ୍ଡର କାରଣ ଜଣାପଡ଼ି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

୭୫ ମିଟର ଉଚ୍ଛେଦ ପାଇଁ ମାପଚୁପ ଆରମ୍ଭ

ପୁରୀ ଅଫିସ, ୧୭-୯:ଶ୍ରୀମନ୍ଦିରର ସୁରକ୍ଷା ଓ ସୌନ୍ଦର୍ଯ୍ୟକରଣ ପାଇଁ ମେଘନାଦ ପାଚେରିଠାରୁ ୭୫ ମିଟର ପର୍ଯ୍ୟନ୍ତ ଅଞ୍ଚଳକୁ ଖାଲି କରାଯିବ। ଏହି ପରିସୀମା ଭିତରେ ଥିବା...

ଶୁଖିଲା ପଡିଛି ମହାନଦୀ

ବୌଦ୍ଧ,୧୦।୧: ଛତିଶଗଡ଼ ସରକାର ମହାନଦୀର ଉପରମୁଣ୍ଡରେ ବ୍ୟାରେଜ ନିର୍ମାଣ କରିବା ପରେ ମହାନଦୀରେ ଜଳସ୍ତର କମିବାରେ ଲାଗିଛି । ବିଶେଷ କରି ଖରାଦିନେ ମହାନଦୀ ଶୁଖିଲା...

ଅଧିକାରୀଙ୍କ ଅଫିସ୍‌ ଆସିବା ନିୟମ ବଦଳିଲା

ଭୁବନେଶ୍ୱର, ୨୧ା୪(ବ୍ୟୁରୋ): ସୋମବାରଠାରୁ ଆରମ୍ଭ ହୋଇଛି ରାଜ୍ୟ ସରକାରଙ୍କ ବିଭିନ୍ନ ଅଫିସ୍‌ କାର୍ଯ୍ୟ। ଏଥିପାଇଁ କ୍ରିଟିକାଲ ବିଭାଗର ସମସ୍ତ ଗ୍ରୁପ୍‌-ଏ ଅଧିକାରୀ ଓ ୫୦% କର୍ମଚାରୀ...

ପିଲାଙ୍କ ସୁରକ୍ଷା ପାଇଁ ନେହୁରା ହେଲେ କ୍ୟାନସର ପୀଡ଼ିତା

କଟକ ଅଫିସ, ୧୦।୯: ଆଚାର୍ଯ୍ୟ ହରିହର ଆଞ୍ଚଳିକ କର୍କଟ କେନ୍ଦ୍ରରେ ସୋମବାର ଏକ କରୁଣ ଦୃଶ୍ୟ ଦେଖିବାକୁ ମିଳିଛି। କର୍କଟ ରୋଗରେ ପୀଡ଼ିତ ମହିଳା ମୁନି...

ସେବାୟତଙ୍କର ଦ୍ୱିତୀୟ ଥର କରୋନା ଟେଷ୍ଟ: ସାନିଟାଇଜ୍‌ ହେବ ପୁରୀ ସହର

ପୁରୀ ଅଫିସ, ୨୪।୬: ଦ୍ୱିତୀୟ ଥର ଲାଗି ଶ୍ରୀମନ୍ଦିର ସେବାୟତଙ୍କର କରୋନା ଟେଷ୍ଟ ହେବ। ଆସନ୍ତା ୨୮ ତାରିଖ ରଥ ଦକ୍ଷିଣ ମୋଡ଼ ପୂର୍ବରୁ ଏହି...

ଶୌଚାଳୟରେ ସନ୍ତାନ ପ୍ରସବ

ଭୁବନ, ୭।୧: ପ୍ରତିଶ୍ରୁତି ଦେଲେ। ଶାରୀରିକ ସମ୍ପର୍କ ରଖିଲେ। ହେଲେ ବିବାହ କରିବା ବେଳକୁ ମୁହଁ ଫେରାଇନେଲେ ଧୋକାବାଜ ପ୍ରେମିକ, ଯାହାର ଫଳ ଭୋଗୁଛନ୍ତି ଜଣେ...

ରଥଖଳାରୁ : ଆଜି ଉଠିବ ୪ ନାହାକା

ପୁରୀ ଅଫିସ, ୧୭ା୬ : ଅକ୍ଷୟ ତୃତୀୟାଠାରୁ ଶ୍ରୀନଅର ସମ୍ମୁଖ ରଥଖଳାରେ ଚାଲିଛି ରଥକାମ। ତିନି ମୁଖ୍ୟ ବିଶ୍ୱକର୍ମାଙ୍କ ପ୍ରତ୍ୟକ୍ଷ ତତ୍ତ୍ବାବଧାନରେ ଚାଲିଛି ରଥକାମ। ଗତକାଲି...

ବାର୍‌ରେ ଚଢ଼ାଉ, ୧୦ ଯୁବତୀ ଉଦ୍ଧାର: ମାଲିକଙ୍କ ବିରୋଧରେ ହେବ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୧୯।୩ (ବ୍ୟୁରୋ): କ୍ୟାପିଟାଲ ଥାନା ଅନ୍ତର୍ଗତ ବାପୁଜିନଗରସ୍ଥିତ ରଙ୍ଗିଲା ବାର୍‌ରେ ବୁଧବାର ବିଳମ୍ବିତ ରାତିରେ ପୋଲିସ ଚଢାଉ କରି ୧୦ଜଣ ଯୁବତୀଙ୍କୁ ଉଦ୍ଧାର କରିଛି। କରୋନା...

Advertisement


Archives

Model This Week