Posted inଖେଳ

ତିକ୍ତତା ଭିତରେ ଆଜି ଭାରତର ଜ୍ୱାଇଁ ହେବେ ପାକିସ୍ତାନ କ୍ରିକେଟର ହସନ ଅଲ୍ଲୀ

ଜମ୍ମୁ-କଶ୍ମୀର ବିଭାଜନ ଓ ଧାରା ୩୭୦ର ଉଚ୍ଛେଦ ନେଇ ଭାରତ-ପାକିସ୍ତାନ ମଧ୍ୟରେ ତିକ୍ତତା ଆହୁରି ବଢିବାରେ ଲାଗିଛି। ଏସବୁ ଭିତରେ ଉଭୟ ଦେଶର ଲୋକଙ୍କ ପାଇଁ ଏକ ଖୁସି ଖବର ରହିଛି। ପାକିସ୍ତାନର ଦମଦାର ବୋଲର୍‌ ହସନ ଅଲ୍ଲୀ ମଙ୍ଗଳବାର ଭାରତର ଝିଅ ସାମିଆ ଅରଜୁଙ୍କୁ ବିବାହ କରିବାକୁ ଯାଉଛନ୍ତି। ଏହାପୂର୍ବରୁ ଦୁହିଁଙ୍କ ପ୍ରି-ଓ୍ବେଡିଂ ଫଟୋ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଦୁବାଇର ଆଟଲାଣ୍ଟିସ ପାମ ହୋଟେଲରେ ଏହି ବିବାହ ଅନୁଷ୍ଠିତ ହେବ। ସାମିଆ ଅରଜୁ ହେଉଛନ୍ତି ହରିୟାଣାର ମେୱଟ ଜିଲାର ମୂଳ ବାସିନ୍ଦା। ସେ ହରିୟାଣାର ଫରିଦାବାଦସ୍ଥିତ ମାନବ ରଚନା ବିଶ୍ୱବିଦ୍ୟାଳୟରୁ ଏରୋନଟିକ୍ସ ଇଞ୍ଜିନିୟରିଂରେ ଡିଗ୍ରୀ ହାସଲ କରିଛନ୍ତି। ସାମିଆ ପ୍ରଥମେ ଜେଟ ଏୟାରୱେଜ ପାଇଁ କାମ କରୁଥିଲେ। ବର୍ତ୍ତମାନ ସେ ଦୁବାଇ ଏମିରେଟ୍ସ ଏୟାରଲାଇନ୍ସରେ ଫ୍ଲାଇଟ ଇଞ୍ଜିନିୟର ଭାବେ କାମ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଗୁଜରାଟକୁ ୧୯୦ ରନ୍‌ର ବିଜୟ ଲକ୍ଷ୍ୟ ଦେଲା ପଞ୍ଜାବ

ମୁମ୍ବାଇ,୮।୪: ଆଇପିଏଲର ୧୬ତମ ମ୍ୟାଚରେ ମୁହାଁମୁହିଁ ହେଉଛନ୍ତି ଗୁଜରାଟ ଟାଇଟନ୍ସ ଏବଂ ପଞ୍ଜାବ କିଙ୍ଗ୍ସ । ଟସ ଜିତି ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଥିଲେ ଗୁଜୁରାଟ...

ଦଶନ୍ଧିର ଦିନିକିଆ, ଟି୨୦ ଦଳରେ ଧୋନୀ, ଟେଷ୍ଟରେ କୋହଲିଙ୍କୁ ନେତୃତ୍ୱ

ନୂଆଦିଲ୍ଲୀ,୨।୧(ପି.ଟି.)- ଇଏସ୍‌ପିଏଏନ୍‌ କ୍ରିକ୍‌ଇନ୍‌ଫୋ ତରଫରୁ ଗତ ଏକ ଦଶନ୍ଧିର ଦିନିକିଆ, ଟି୨୦ ଓ ଟେଷ୍ଟ ଦଳ ଘୋଷିତ ହୋଇଛି। ଦିନିକିଆ ଓ ଟି୨୦ ଦଳରେ ମହେନ୍ଦ୍ର...

ପାଣ୍ଡ୍ୟାଙ୍କ ଚମତ୍କାର ପ୍ରଦର୍ଶନ: ଇଂଲଣ୍ଡକୁ ୫୦ ରନ୍‌ରେ ପରାସ୍ତ କଲା ଭାରତ

ସାଉଥମ୍ପଟନ,୮।୭: ସାଉଥମ୍ପଟନରେ ଖେଳାଯାଇଥିବା ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ମ୍ୟାଚରେ ଭାରତ ଇଂଲଣ୍ଡକୁ ୫୦ ରନ୍‌ରେ ପରାସ୍ତ କରିଛି। ଟସ ଜିତିବା ପରେ...

‘ସନ୍ୟାସରୁ ଫେରି ବିଶ୍ୱକପ୍‌ ଖେଳ’

ମୁମ୍ବାଇ,୨୨।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ର ଏକ ରୋମାଞ୍ଚକର ମୁକାବିଲାରେ ମୁମ୍ବାଇ ଇଣ୍ଡିଆନ୍ସକୁ ପରାଜିତ କରି ଦ୍ୱିତୀୟ ବିଜୟ ହାସଲ କରିଥିଲା ଚେନ୍ନାଇ ସୁପର କିଙ୍ଗ୍ସ। ୩...

ଶରଥ କମଲ ପାଇବେ ଖେଳରତ୍ନ

ନୂଆଦିଲ୍ଲୀ,୧୫ା୧୧: ଭାରତର ଟେବଲ ଟେନିସ କିମ୍ବଦନ୍ତୀ ଅଚନ୍ତା ଶରଥ କମଲଙ୍କୁ ମିଳିବ ସମ୍ମାନଜନକ ମେଜର ଧ୍ୟାନଚାନ୍ଦ ଖେଳରତ୍ନ ପୁରସ୍କାର। ନଭେମ୍ବର ୩୦ ତାରିଖରେ ରାଷ୍ଟ୍ରପତି ଦ୍ରୌପଦୀ...

ଫାଇନାଲରେ ଏହିସବୁ ‘ବିରାଟ’ ରେକର୍ଡ ଭାଙ୍ଗିପାରନ୍ତି କୋହଲି

ଲଣ୍ଡନ,୧୮।୬: ବିଶ୍ୱ ଟେଷ୍ଟ ଚାମ୍ପିଅନସିପ (ଡବ୍ଲୁଟିଏସି) ଫାଇନାଲରେ ଭାରତୀୟ ଅଧିନାୟକ ବିରାଟ କୋହଲି ଅନେକ ରେକର୍ଡ ଭାଙ୍ଗିବାର ସମ୍ଭାବନା ରହିଛି। ଶୁକ୍ରବାର ଲଣ୍ଡନରେ ନ୍ୟୁଜିଲ୍ୟାଣ୍ଡ ବିପକ୍ଷ...

ଦୂତି ଚାନ୍ଦଙ୍କୁ ବଡ଼ ଝଟ୍‌କା: ଡୋପ ଟେଷ୍ଟରେ ଧରାପଡିବା ପରେ ହେଲେ ନିଲମ୍ବିତ

ନୂଆଦିଲ୍ଲୀ/ଭୁବନେଶ୍ୱର,୧୮।୧: ଏସିଆନ୍‌ ଗେମ୍ସ ପୂର୍ବରୁ ଭାରତୀୟ ଧାବିକା ଦୂତି ଚାନ୍ଦଙ୍କୁ ବଡ଼ ଝଟ୍‌କା ଲାଗିଛି। ଡୋପ ଟେଷ୍ଟରେ ବିଫଳ ହେବା ପରେ ତାଙ୍କୁ ସାମୟିକ ଭାବେ...

ବନମାଳୀପୁର ଟି୨୦ କ୍ରିକେଟ ଟୁର୍ନାମେଣ୍ଟ ଉଦ୍‌ଘାଟିତ

ଖଣ୍ଡପଡା,୫ା୧୦(ସ୍ବ.ପ୍ର.): ଆଞ୍ଚଳିକ ସ୍ପୋଟର୍‌ସ କ୍ଲବ ବନମାଳୀପୁର ଆନୁକୂଲ୍ୟରେ ଖଣ୍ଡପଡ଼ା ବ୍ଲକ ଅନ୍ତର୍ଗତ ବନମାଳୀପୁର ଉଚ୍ଚ ବିଦ୍ୟାଳୟ ଖେଳପଡିଆରେ ୩୨ ତମ ଟି୨୦ କ୍ରିକେଟ ଟୁର୍ନାମେଣ୍ଟ ଶୁକ୍ରବାର...

Advertisement
Archives

Model This Week