ତିଗିରିଆରୁ ଚିହ୍ନଟ କରୋନା ପଜିଟିଭିଙ୍କ ଲିଙ୍କ୍‌ ଠାବକଲା ନନ୍ଦନକାନନ ପୋଲିସ

ବାରଙ୍ଗ,୧୨।୫(ଡି.ଏନ୍‌.ଏ.): କଟକ ଜିଲା ତିଗିରିଆର ଜଣେ ୩୭ ବର୍ଷୀୟ ବ୍ୟକ୍ତି କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଗତ ୩ ତାରିଖରେ ସେ ସୁରଟରୁ ଫେରି ପୁରୀରେ ପହଞ୍ଚିଥିଲେ। ସେଠାରୁ ଭୁବନେଶ୍ୱର ଆସିବାପରେ ୨ ସମ୍ପର୍କୀୟ ତାଙ୍କୁ ବାଇକ୍‌ରେ ନେଇ ତିଗିରିଆରେ ଛାଡିଥିଲେ। ତାଙ୍କ ସ୍ବାବ ନମୁନା ପଜିଟିଭ ଜଣାପଡ଼ିବା ପରେ ବାଇକରେ ଆଣିଥିବା ତାଙ୍କ ଦୁଇ ସମ୍ପର୍କୀୟଙ୍କୁ ମଙ୍ଗଳବାର ପ୍ରଶାସନ ଠାବ କରିଛି। ନନ୍ଦନକାନନ ଥାନା ଅଧୀନରେ ଥିବା ଦୁଇଟି ଗ୍ରାମରୁ ଉଭୟଙ୍କୁ ଆଣିଥିବା ବେଳେ ଜଣଙଙ୍କୁ ପୋଲିସ କ୍ୱାରାଣ୍ଟାଇନ ସେଣ୍ଟରକୁ ପଠାଇଥିବାବେଳେ ଅନ୍ୟ ଜଣଙ୍କୁ ହୋମ୍‌ କ୍ୱାରାଣ୍ଟାଇନରେ ରହିବାକୁ କହିଥିବା ଜଣାପଡିଛି। ଏହି ଘଟଣା ପରେ ରାଜଧାନୀ ଉପକଣ୍ଠରେ ଥିବା ୫ ପଞ୍ଚାୟତରେ ଭୟର ବାତାବରଣ ସୃଷ୍ଟି ହୋଇଥିବାର ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାଷୀଙ୍କ ଦୁର୍ଦ୍ଦଶା ବଢ଼ାଉଛି ଅଦିନିଆ ବର୍ଷା

ପଦ୍ମପୁର/ବନ୍ତ, ୧୫ା୧(ଡି.ଏନ.ଏ.) ଚଳିତବର୍ଷ ପ୍ରାକୃତିକ ବିପର୍ଯ୍ୟୟରେ ଚାଷୀମାନଙ୍କ ମେରୁଦଣ୍ଡ ଭାଙ୍ଗିଯାଇଛି। ଚାଷ ଆରମ୍ଭରେ ଅନିୟମିତତା ବର୍ଷା, ସାରର ଅଭାବୀ ବିକ୍ରି ପରେ ଲଘୁଚାପ ଜନିତ ବର୍ଷା...

କମ୍‌ ବର୍ଷା ଯୋଗୁ ତଳି ରୁଆ କାର୍ଯ୍ୟରେ ବାଧା: ଆଶା ଓ ଆଶଙ୍କାରେ ଚାଷୀ, ଜଳସେଚନ ବ୍ୟବସ୍ଥା ଦାବି

ବୋଲଗଡ଼,୨୭ା୭(ଡି.ଏନ.ଏ.): ଚଳିତ ବର୍ଷ ଏପର୍ଯ୍ୟନ୍ତ କମ୍‌ ପରିମାଣରେ ବର୍ଷା ଧାନଚାଷରେ ପ୍ରତିବନ୍ଧକ ସୃଷ୍ଟି କରିଛି। ଜଳାଭାବରୁ ରୁଆ ପୋତା ପାଇଁ ମଧ୍ୟ ଜମି ପ୍ରସ୍ତୁତି ହୋଇପାରୁନାହଁ।...

ଆବାସ ଯୋଜନାରୁ ବଁଚିତ୍‌ ଦିବ୍ୟାଙ୍ଗ ଦମ୍ପତି

  କୋମନା, ୧୧ା୨ (ଡି.ଏନ୍‌.ଏ.)- କେନ୍ଦ୍ର ଆର ରାଏଜ୍‌ ଉଭଏ ସରକାର ଗରିବ୍‌ ଦୁଖି, ଅସାହା, ଭୂମିହୀନ ପରିବାରମାନକୁ ଆବାସ ଯୋଜନାରେ ପକାଘର ଯୁଗେଇ ଦେଉଛନ୍‌।...

ମତଦାନ ବିଳମ୍ବିତ, ରାତି ପର୍ଯ୍ୟନ୍ତ ବୁଥ୍‌ରେ ଭୋଟର

ଭଦ୍ରକ ଅଫିସ,୩୦ା୪- ଭଦ୍ରକ ଜିଲାରେ ସୋମବାର ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ପ୍ରକ୍ରିୟା ଶେଷ ହୋଇଛି। ସୋମବାର ସକାଳ ୭ ଟାରୁ ମତଦାନ ଆରମ୍ଭ ହୋଇଥିଲା।  ବିଭିନ୍ନ...

ଡବ୍ଲ୍ୟୁଏଚ୍‌ଓର ଚେତାବନୀ, ଟଳିନି କରୋନା ବିପଦ…

ଜେନେଭା, ୩୧।୩ : କରୋନା ମହାମାରୀ ନେଇ ବିଶ୍ୱ ସ୍ବାସ୍ଥ୍ୟ(ଡବ୍ଲ୍ୟୁଏଚ୍‌ଓ) ପକ୍ଷରୁ ଚେତାବନୀ ଜାରି କରାଯାଇଛି। ସଂଗଠନ ପକ୍ଷରୁ ପ୍ରକାଶିତ କରୋନା ସମ୍ବନ୍ଧୀୟ ରିପୋର୍ଟରେ ଉଲ୍ଲେଖ...

ବର୍ଜ୍ୟବସ୍ତୁରେ କରୋନା ଯୋଦ୍ଧା ଶହୀଦ ସ୍ମୃତିସ୍ତମ୍ଭ

ରୂପ୍‌ସା, ୨୬।୪(ଡି.ଏନ.ଏ.)-ସାରା ଦେଶ ଏବେ କରୋନା ପାଇଁ ଲକ୍‌ଡାଉନରେ ରହିଛି। ସମସ୍ତେ ସରକାରଙ୍କ ନିୟମ ମାନି ନିଜ ନିଜ ଘରେ ରହୁଥିବା ବେଳେ ସୁରକ୍ଷା ଦେବା...

ଦ୍ୱାରଶୁଣି ଘାଟିରେ ଟ୍ରେଲର ଦୁର୍ଘଟଣାଗ୍ରସ୍ତ

ବାଙ୍ଗିରିପୋଷି,୨୮ା୨(ଡି.ଏନ୍‌.ଏ.): ବାଙ୍ଗିରିପୋଷି ଥାନା ଅଧୀନ ୪୯ ନମ୍ବର ଜାତୀୟ ରାଜପଥର ଦ୍ୱାରଶୁଣି ଘାଟିରେ ପୁଣି ଘଟିଛି ଦୁର୍ଘଟଣା ା ଗୁରୁବାର ମଧ୍ୟାହ୍ନରେ ଏକ ଆଇରନ ଡଷ୍ଟ...

ରାଉରକେଲା ସ୍ମାର୍ଟ ସିଟିରେ କରୋନା ଆତଙ୍କ

ରାଉରକେଲା ଅଫିସ୍‌, ୧୮।୪: ରାଉରକେଲା ସ୍ମାର୍ଟ ସିଟିରେ କରୋନା ସଂକ୍ରମଣ ବଢିବାରେ ଲାଗିଛି। କରୋନାର ଭୟାବହତାକୁ ଆଖି ଆଗରେ ରଖି ଶନିବାରଠାରୁ ସହରରେ ସପ୍ତାହାନ୍ତ ସଟ୍‌ଡାଉନ୍‌...

Advertisement
Archives

Model This Week