Posted inଜାତୀୟ

ତିନି ସେନାମୁଖ୍ୟଙ୍କ ସହ ନ୍ୟାଶନାଲ ଓ୍ବାର ମେମୋରିଆଲରେ ଶ୍ରଦ୍ଧାଞ୍ଜଳି ଦେଲେ ରାଷ୍ଟ୍ରପତି

ନୂଆଦିଲ୍ଲୀ,୧୫।୮: ଭାରତର ୭୩ତମ ସ୍ବାଧୀନତା ଦିବସ ଅବସରରେ ସାରା ଦେଶ ଉତ୍ସବ ମୁଖର ହୋଇଯାଇଛି। ଏହି ଅବସରରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଓ ୩ ସେନାମୁଖ୍ୟ ନ୍ୟାଶନାଲ ଓ୍ବାର ମେମୋରିଆଲରେ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି। ଏମାନଙ୍କ ସହ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ମଧ୍ୟ ଉପସ୍ଥିତ ଥିଲେ। ତେବେ ସ୍ବାଧୀନତା ଦିବସ ଅବସରରେ ଦେଶବାସୀ ବୀର ଯବାନଙ୍କ ବଳିଦାନଙ୍କୁ ସ୍ମରଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରକ୍‌-ଅଟୋରିକ୍ସା ଧକ୍କା, ୭ ମୃତ, ମୃତକଙ୍କ ପରିବାର ପାଇଁ ୨ ଲକ୍ଷ ଟଙ୍କା ସହାୟତା ଘୋଷଣା କଲେ ପ୍ରଧାନମନ୍ତ୍ରୀ…

ବଡୋଦରା,୪।୧୦ : ଗୁଜରାଟର ବଦୋଦରାଠାରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ବାୟୁସେନା ଷ୍ଟେଶନ ଦାର୍ଜିପୁରା ନିକଟରେ ଏକ ଅଟୋରିକ୍ସା ଏବଂ ଟ୍ରକ୍‌ ମଧ୍ୟରେ ଧକ୍କା ହୋଇଛି।...

ସିଜେଆଇଙ୍କ ମନ୍ତବ୍ୟକୁ ନେଇ ଉପରାଷ୍ଟ୍ରପତିଙ୍କ ଜବାବ: ରାୟରେ ବିଳମ୍ବ ଗ୍ରହଣୀୟ ନୁହେଁ

ପୁଣେ,୯ା୧୨: ନ୍ୟାୟ ପ୍ରଦାନ ସମ୍ପର୍କିତ ଭାରତର ପ୍ରଧାନ ବିଚାରପତି (ସିଜେଆଇ) ଏସ୍‌.ଏ. ବୋବ୍‌ଡେଙ୍କ ମନ୍ତବ୍ୟରେ ଉପରାଷ୍ଟ୍ରପତି ଏମ୍‌. ଭେଙ୍କାୟା ନାଇଡୁ ପୂର୍ଣ୍ଣ ସହମତ ହୋଇନାହାନ୍ତି। ତତ୍କାଳନ...

ଇଞ୍ଜିନିୟର ସ୍ବାମୀଙ୍କୁ ଛୁଆଙ୍କ ଆଗରେ ହତ୍ୟା କଲେ ସ୍ତ୍ରୀ

ଗୁରୁଗ୍ରାମ,୨୦।୬: ୩୯ ବର୍ଷୀୟ ଇଞ୍ଜିନିୟର ସ୍ବାମୀଙ୍କୁ ଛୁଆଙ୍କ ଆଗରେ ଛୁରି ଭୁଷି ହତ୍ୟା କରିଛନ୍ତି ସ୍ତ୍ରୀ। ଏଭଳି ଘଟଣା ଗୁରୁଗ୍ରାମର ଜ୍ୟୋତି ପାର୍କ କଲୋନିରେ ଘଟିଥିବା...

ଉଡାଣବେଳେ ବିମାନ ଇଞ୍ଜିନ୍‌ରେ ଲାଗିଲା ନିଆଁ

ଆବୁଧାବି/ଥିରୁଭାନନ୍ତପୁରମ୍‌,୩।୨: ଆବୁଧାବିରୁ କାଲିକଟ ଅଭିମୁଖେ ଏୟାର ଇଣ୍ଡିଆ ଏକ୍ସପ୍ରେସ ବିମାନ ମଧ୍ୟଭାଗରେ ଗୋଟିଏ ଇଞ୍ଜିନରେ ନିଆଁ ଲାଗିଯାଇଥିଲା। ଏହା ପରେ ବିମାନଟି ସୁରକ୍ଷିତ ଭାବେ ଆବୁଧାବିରେ...

ପୁଣି ବଢ଼ିଲା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା…

ନୂଆଦିଲ୍ଲୀ,୧୭।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଲକ୍‌ଡାଉନ୍‌ ପ୍ରଭାବରୁ ସଂକ୍ରମଣ କମିବାରେ ଲାଗିଛି। ତେବେ ଦିନେ ନୂଆ ଆକ୍ରାନ୍ତ ଏବଂ...

ଗଗନୟାନ ରକେଟ ବୁଷ୍ଟରର ସଫଳ ପରୀକ୍ଷା

ଚେନ୍ନାଇ,୧୩।୫: ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ) ଏହାର ପ୍ରଥମ ମାନବ ପ୍ରେରଣ ମିଶନ ଗଗନୟାନକୁ ଶୁକ୍ରବାର ଆଉ ଏକ ସଫଳତା ମିଳିଛି। ଏହାର କଠିନ...

ଭାରତୀୟ ରାଜନୀତିରେ ସଫଳ ବୋହୂ

ନୂଆଦିଲ୍ଳୀ,୯।୧୨:ଆଜି ଭାରତୀୟ ରାଜନୀତିର ସଫଳ ବୋହୂ ସୋନିଆ ଗାନ୍ଧୀଙ୍କ ଜନ୍ମଦିନ। ସେ ତାଙ୍କ ଜୀବନର ୭୩ ବର୍ଷର ଯାତ୍ରା ସମାପ୍ତ କରିଛନ୍ତି। ପ୍ରାୟ ଦୁଇ ଦଶନ୍ଧି...

ଟିଏମ୍‌ସିକୁ ପୁଣି ଲାଗିଲା ଧକ୍କା ୧୨ କାଉନ୍‌ସିଲରଙ୍କ ସହ ଜଣେ ବିଧାୟକ ଭାଜପାରେ ସାମିଲ

ନୂଆଦିଲ୍ଲୀ,୧୭।୬: ପଶ୍ଚିମବଙ୍ଗରେ ଗତ ଲୋକ ସଭା ନିର୍ବାଚନ ବେଳରୁ ଭାଜପା ଓ ତ୍ରୁଣ ମୂଳ କଂଗ୍ରେସ(ଟିଏମ୍‌ସି) ମଧ୍ୟରେ ତୁତୁମେମେ ଲାଗି ରହିଛି। ଇତି ମଧ୍ୟରେ କେତେଜଣ...

Advertisement
Archives

Model This Week