ତିରୁପତି ମନ୍ଦିର କର୍ମଚାରୀ କରୋନା ପଜିଟିଭ୍‌: ୨ ଦିନ ଶ୍ରଦ୍ଧାଳୁଙ୍କ ପ୍ରବେଶ ମନା

ତିରୁପତି,୧୨।୬: ତିରୁମାଲା ତିରୁପତି ଦେବସ୍ଥାନମ୍‌(ଟିଟିଡି)ର ଜଣେ କର୍ମଚାରୀ ଶୁକ୍ରବାର କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତ ଜଣକ ଟିଟିଡିର ସ୍ବାସ୍ଥ୍ୟ ବିଭାଗରେ କାର୍ଯ୍ୟ କରୁଥିବା ଜଣାପଡ଼ିଛି। ଏହାପରେ ଶ୍ରୀ ଗୋବିନ୍ଦ ରାଜ ସ୍ବାମୀ ମନ୍ଦିରକୁ ୨ ଦିନ ଯାଏଁ ଶ୍ରଦ୍ଧାଳୁଙ୍କ ପାଇଁ ବନ୍ଦ ରଖାଯାଇଛି। ତିରୁପତି ମନ୍ଦିରରେ କରୋନାର ଏହା ପ୍ରଥମ ମାମଲା। ସୂଚନା ମୁତାବକ ଲକ୍‌ଡାଉନ ହେବା ପରେ ଦୀର୍ଘ ଦିନ ଧରି ତିରୁପତି ମନ୍ଦିର ବନ୍ଦ ରହିଥିଲା। କେନ୍ଦ୍ର ସରକାରଙ୍କ ଅନୁମତି ପରେ ସୋମବାରଠାରୁ ଶ୍ରଦ୍ଧାଳୁଙ୍କ ପାଇଁ ମନ୍ଦିର ଖୋଲାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କେରଳରେ ଲାଗୁ ହେବ ନାହିଁ ସିଏଏ, ଧର୍ମ ଆଧାରରେ ନାଗରିକତା ସ୍ଥିର କରିବାର ଅଧିକାର କାହାର ନାହିଁ: ମୁଖ୍ୟମନ୍ତ୍ରୀ

ଥିରୁଭାନନ୍ତପୁରମ,୩ ।୬: କେରଳ ମୁଖ୍ୟମନ୍ତ୍ରୀ ପିନାରାଇ ବିଜୟନ କହିଛନ୍ତି ତାଙ୍କ ସରକାର ରାଜ୍ୟରେ ବିବାଦୀୟ ନାଗରିକତା (ସଂଶୋଧନ) ଅଧିନିୟମ(ସିଏଏ) ଲାଗୁ କରିବାକୁ ଦେବେନାହିଁ । କେରଳରେ...

ଆସାମ ଏନ୍‌ଆର୍‌ସି ତାଲିକା: ବିଏସ୍‌ଏଫ୍‌ ଅଫିସର ଏବଂ ତାଙ୍କ ସ୍ତ୍ରୀ ବିଦେଶୀ ଘୋଷିତ

ଗୁଆହାଟୀ,୨୪।୮: ଆସାମ ଏନ୍‌ଆର୍‌ସି ତାଲିକାରେ ଜଣେ ବିଏସ୍‌ଏଫ୍‌ ଅଫିସର ଏବଂ ତାଙ୍କ ସ୍ତ୍ରୀଙ୍କୁ ବିଦେଶୀ ଘୋଷଣା କରାଯାଇଛି। ଏନେଇ ଜୋର୍‌ହାଟ ଟ୍ରିବ୍ୟୁନାଲ୍‌ ପକ୍ଷରୁ ସେମାନଙ୍କୁ ଗିରଫ...

ବଢ଼ିଲା କରୋନା ଗ୍ରାଫ୍‌: ୨୪ ଘଣ୍ଟାରେ ୨୫ ହଜାରରୁ ଅଧିକ ଆକ୍ରାନ୍ତ

ନୂଆଦିଲ୍ଲୀ,୧୪।୩: ଦେଶରେ ପୁଣି କରୋନା ଗ୍ରାଫ୍‌ ବଢ଼ିବାରେ ଲାଗିଛି। ପ୍ରତିଦିନ ନୂଆ ଆକ୍ରାନ୍ତ ସଂଖ୍ୟା ବୃଦ୍ଧି ପାଇ ଚାଲିଛି। ସରକାରଙ୍କ ଚିନ୍ତା ବଢ଼ିବା ସହିତ ପୁଣି...

ଗ୍ରାମାଞ୍ଚଳରେ ଲୋକେ ମାନୁନାହାନ୍ତି ଲକଡାଉନ୍‌ ନିୟମ

ଭବାନୀପାଟଣା,୬।୪(ସ୍ବ.ପ୍ର): କରୋନା ଭୂତାଣୁ ନିୟନ୍ତ୍ରଣ ପାଇଁ ସରକାର ଲକ୍‌ଡାଉନ ନିୟମ କଡାକଡି କରିଛନ୍ତି। ତେବେ ଏବେବି କଳାହାଣ୍ଡି ଜିଲାର ବିଭିନ୍ନ ଗ୍ରାମାଞ୍ଚଳରେ ଲୋକେ ଲକ୍‌ଡାଉନ ନିୟମ...

ଲଗାତାର ୬ ଦିନ ଧରି ଦୈନିକ ସଂକ୍ରମଣ ୫୦ ହଜାର ତଳେ…

ନୂଆଦିଲ୍ଲୀ,୩।୭: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଦେଶରେ ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି।...

ପୁଲୱାମାରେ ସବ୍ ଇନ୍ସପେକ୍ଟରଙ୍କୁ ହତ୍ୟା କଲେ ଆତଙ୍କବାଦୀ

ଜମ୍ମୁ,୧୮ ।୬: ଜମ୍ମୁ-କଶ୍ମୀରରେ ଆତଙ୍କବାଦୀଙ୍କୁ ମିଳିଛି ଆଉ ଏକ ସଫଳତା । ପୁଲୱାମାରେ ଆତଙ୍କବାଦୀମାନେ ଜଣେ ସବ ଇନ୍ସପେକ୍ଟରଙ୍କୁ ଗୁଳି କରି ହତ୍ୟା କରିଥିବା ସୂଚନା...

କରୋନା ଭାଇରସ: ଯେ କୌଣସି ଅଙ୍ଗକୁ କରିପାରେ ଆକ୍ରାନ୍ତ, ହୃଦରୋଗୀଙ୍କ ପାଇଁ ଅଧିକ ବିପଦ

ଜୁରିଚ୍‌,୨୩।୪: କରୋନା ଭାଇରସ କେବଳ ଫୁସ୍‌ପୁସ୍‌କୁ ନୁହେଁ ରକ୍ତ ମାଧ୍ୟମରେ ଖୁବ୍‌ଶୀଘ୍ର ଅନ୍ୟ ଅଙ୍ଗକୁ ମଧ୍ୟ ସଂକ୍ରମଣ କରିପାରେ ବୋଲି ବିଶେଷଜ୍ଞମାନେ କହୁଛନ୍ତି। ସ୍ବିଜରଲାଣ୍ଡର ଜୁରିଚ୍‌...

ବିହାର ବୋର୍ଡ ମାଟ୍ରିକ୍‌ ପରୀକ୍ଷା ଟପ୍ପର ହେଲେ ହିମାଂଶୁ ରାଜ

ପାଟନା,୨୬।୫: ବିହାର ବୋର୍ଡର ମାଟ୍ରିକ୍‌ ପରୀକ୍ଷା ଫଳ ପ୍ରକାଶ ପାଇଛି। ଏଥିରେ ହିମାଂଶୁ ରାଜ ୯୬.୨୦ ପ୍ରତିଶତ ନମ୍ବର ରଖି ଟପ୍ପର ହୋଇଛନ୍ତି। ମୋଟ ୫୦୦ରୁ...

Advertisement
Archives

Model This Week