Posted inଜାତୀୟ

ତିଲକ ମନ୍ଦିରରେ ପୂଜାକଲେ ମୋଦି

ମୁମ୍ବାଇ,୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶନିବାର ମୁମ୍ବାଇର ଭିଲେ ପାର୍ଲେଠାରେ ଥିବା ଲୋକମାନ୍ୟ ସେବାସଂଘ ତିଲକ ମନ୍ଦିରରେ ପୂଜାର୍ଚ୍ଚନା କରିଛନ୍ତି। ସୂଚନାଯୋଗ୍ୟ, ମୋଦି ଶନିବାର ସକାଳେ ମୁମ୍ବାଇରେ ପହଞ୍ଚିବା ପରେ ରାଜ୍ୟପାଳ ଭଗତ ସିଂ ଖୋସୟାରୀ ଓ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନବିଶ ତାଙ୍କୁ ସ୍ବାଗତ କରିଥିଲେ। ପ୍ରଥମେ ପୂଜାର୍ଚ୍ଚନା କରି ପରେ ମୋଦି ୩ଟି ମୋଟ୍ରୋ ଲାଇନର ଭିତ୍ତି ପ୍ରସ୍ତର ସ୍ଥାପନ କରିବାର କାର୍ଯ୍ୟକ୍ରମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତରେ ୫-ଜି ସୁବିଧା ମିଳିବାରେ ହେବ ବିଳମ୍ବ !

ନୂଆଦିଲ୍ଲୀ,୨।୬: ଭାରତରେ ୫-ଜି ସୁବିଧା ମିଳିବାରେ ବିଳମ୍ବ ହେବାର ସମ୍ଭାବନା ରହିଛି। ଦେଶରେ ମୋବାଇଲ୍‌ ଇନଫ୍ରାଷ୍ଟକଚର କାର୍ଯ୍ୟ ଧୀରେ ଧୀରେ ହେଉଥିବାରୁ ୨୦୨୦ ସୁଦ୍ଧା ମଧ୍ୟ...

ଘର ଲୋକ ବି ଦେଲେନି ଭୋଟ

ନୂଆଦିଲ୍ଲୀ,୧୨।୧୦: ସ୍ଥାନୀୟ ନିର୍ବାଚନରେ ସ୍ବାଧୀନ ପ୍ରାର୍ଥୀ ଭାବେ ପ୍ରତିନ୍ଦ୍ୱନ୍ଦ୍ୱିତା କରିଥିଲେ ଜଣେ ଭାଜପା କର୍ମକର୍ତ୍ତା। କୌତୁହଳର କଥା ହେଲା, ତାଙ୍କ ପରିବାରରେ ୫ ସଦସ୍ୟ ଥିବା...

ଥମୁଛି କରୋନା, ଭିଡ଼କୁ ଭୟ…

ନୂଆଦିଲ୍ଲୀ, ୧୬।୨ : ଦେଶରେ କରୋନା ମହାମାରୀ ଯୋଗୁ ଆତଙ୍କ ଦେଖାଦେଇଛି। ତେବେ ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ଏହା ପୁଣି...

ପ୍ରିୟଙ୍କାଙ୍କ ପଛଘୁଞ୍ଚା ରଣନୀତି

ନୂଆଦିଲ୍ଲୀ,୨୭ା୪: ପ୍ରଥମେ କଳ୍ପନାଜଳ୍ପନା, ପରେ ନିଜେ ସଙ୍କେତ ଦେଇଥିଲେ ‘ରାହୁଲ କହିଲେ ଲଢ଼ିବି’ ଆଉ ଶେଷରେ ପଛଘୁଞ୍ଚା। ଦେଶର ସବୁଠୁ ହଟ୍‌ ସିଟ୍‌ କୁହାଯାଉଥିବା ଉତ୍ତରପ୍ରଦେଶ...

ପଚା ପରିବାରୁ ଉତ୍ପନ୍ନ ହେଉଛି ବିଜୁଳି

ହାଇଦ୍ରାବାଦ,୯ ।୨: ପଚିଯାଇଥିବା ପନିପରିବାକୁ ସାଧାରଣତଃ ଆମେ ଫିଙ୍ଗି ଦେଇଥାଉ କି ଗଛମୂଳେ ଦେଇ ଦେଇଥାଉ । ହେଲେ ହାଇଦ୍ରାବାଦରେ ଏମିତି ଏକ ପରିବା ମଣ୍ଡି...

ପିଲାଙ୍କୁ ଚକୋଲେଟ୍‌ ଲୋଭ ଦେଖାଇ ନଦୀ ପାର ହେଉଛି ଗ୍ୟାସ ସିଲିଣ୍ଡର

କଟିହାର, ୨୯।୭: ସାଧାରଣ ଚକୋଲେଟ ପାଇଁ କେତେବଡ଼ ମୂଲ୍ୟବାନ ଜୀବନ ଦେବାକୁ ପଡ଼ିଯାରେ, ଯାହାର ଏକ ଜ୍ୱଳନ୍ତ ଉଦାହରଣ ବିହାରର କଟିହାର ଜିଲାରୁ ସାମ୍ନାକୁ ଆସିଛି।...

ମୁଖ୍ୟମନ୍ତ୍ରୀଙ୍କ ପିଏ କହି ବିଧାୟକ ଓ ଏମ୍‌ପିଙ୍କୁ ଠକୁଥିଲେ ବିଟେକ୍‌ ଛାତ୍ର

ହାଇଦ୍ରାବାଦ,୨୦।୬: ଆନ୍ଧ୍ର ପ୍ରଦେଶରେ ବିଧାୟକଙ୍କ ସହ ଠକେଇର ଏକ ମାମଲା ସାମ୍ନାକୁ ଆସିଛି। ଉକ୍ତ ସହରର ୪ଜଣ ଛାତ୍ର ବିଟେକ ପାଠପଢ଼ା ଛାଡ଼ି ନିଜର ଏକ...

୧୭ରେ ମୋଦି-ହାସିନା ଆଲୋଚନା

ନୂଆଦିଲ୍ଲୀ, ୧୬ା୧୨: ଭାରତ ଓ ବାଂଲାଦେଶ ମଧ୍ୟରେ ଆସନ୍ତା ଗୁରୁବାର ଦ୍ୱିପାକ୍ଷିକ ଆଲୋଚନା ହେବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ବାଂଲାଦେଶ ପ୍ରତିପକ୍ଷ ଶେଖ ହାସିନାଙ୍କ...

Advertisement
Archives

Model This Week