Posted inଜାତୀୟ

ତିହାର ଜେଲ ଅଧିକାରୀଙ୍କୁ କୋର୍ଟ ନିର୍ଦ୍ଦେଶ: ଆଜାଦଙ୍କୁ ଶୀଘ୍ର ଚିକିତ୍ସା ଯୋଗାଅ

ନୂଆଦିଲ୍ଲୀ,୯ା୧: ସିଏଏ ବିରୋଧୀ ଉଗ୍ର ବିକ୍ଷୋଭବେଳେ ଦିଲ୍ଲୀରୁ ଗିରଫ ହୋଇ ତିହାର ଜେଲରେ ଥିବା ଭୀମ୍‌ ଆର୍ମୀ ମୁଖ୍ୟ ଚନ୍ଦ୍ରଶେଖର ଆଜାଦ୍‌ଙ୍କୁ ତୁରନ୍ତ ଚିକିତ୍ସା ଯୋଗାଇଦେବା ଲାଗି ଦିଲ୍ଲୀ କୋର୍ଟ ତିହାର ଜେଲ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟ ମେଟ୍ରୋପଲିଟାନ୍‌ ମାଜିଷ୍ଟ୍ରେଟ୍‌ ଅରୁଲ୍‌ ବର୍ମା ମଧ୍ୟବର୍ତ୍ତିକାଳୀନ ନିର୍ଦ୍ଦେଶନାମାରେ ଏଭଳି କହିଥିବାବେଳେ ପୂର୍ଣ୍ଣାଙ୍ଗ ଶୁଣାଣି ଗୁରୁବାର ହେବ ବୋଲି ଜଣାପଡ଼ିଛି। ତେବେ ଆଜାଦଙ୍କ ମେଡିକାଲ ରିପୋର୍ଟ ପ୍ରଦାନ ଲାଗି ଅଧିକ ସମୟ ଲାଗିବ ଓ ଏମ୍ସରେ ତାଙ୍କ ଚିକିତ୍ସା କରାଯିବ ବୋଲି ଜଣାପଡ଼ିଛି। ଆଜାଦ ପୋଲୁସାଇଥେମିଆରେ ପୀଡ଼ିତ ଥିବାବେଳେ ଏମ୍ସରେ ଦୈନନ୍ଦିନ ଚିକିତ୍ସାର ଆବଶ୍ୟକତା ରହିଛି ବୋଲି ଆଜାଦଙ୍କ ଓକିଲ ଦର୍ଶାଇଥିଲେ। ତୁରନ୍ତ ଚିକିତ୍ସା ଯୋଗାଇ ନ ଦେଲେ ହୃଦଘାତର ଆଶଙ୍କା ରହିଥିବା ସେ କୋର୍ଟରେ କହିଥିଲେ। ପ୍ରକାଶଥାଉ କି, ଆଜାଦ ଗତ ୨୧ରୁ ହାଜତରେ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାର ପରାଜୟ ପରେ ମୋଦିଙ୍କ ସହ ବଡ଼ ଆଲୋଚନା କଲେ ନୀତିନ ନବୀନ? ଫଟୋ ହେଉଛି ଭାଇରାଲ

ନୂଆଦିଲ୍ଲୀ,୪।୮: ସଂସଦ ଅଧିବେଶନ ମଧ୍ୟରେ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (NDA)ର ‘ମଙ୍ଗଳ ମିଳନ’ ସମାବେଶରୁ ଏକ ଆକର୍ଷଣୀୟ ଫଟୋ ସାମ୍ନାକୁ ଆସିଛି। ପ୍ରଧାନମନ୍ତ୍ରୀ ମୋଦି ଏବଂ ଭାଜପା…

ଉପନିର୍ବାଚନରେ ପରାଜୟ ପରେ ଭାଜପା ମହଲରେ ହଲଚଲ: ପ୍ରଧାନମନ୍ତ୍ରୀ ମୋଦିଙ୍କୁ…

ନୂଆଦିଲ୍ଲୀ,୪।୮: ବିହାରର ପାଟନା ସ୍ଥିତ ବାଙ୍କିପୁର ବିଧାନସଭା ଆସନର ଉପନିର୍ବାଚନରେ ଭାରତୀୟ ଜନତା ପାର୍ଟି (ଭାଜପା)ର ପରାଜୟ ପରେ ଜନତା ଦଳ (ୟୁନାଇଟେଡ)ର ନେତା ଏବଂ ରାଜ୍ୟ…

‘ଭାଜପା ଉପରୁ ଜନତାଙ୍କ ବିଶ୍ୱାସ ତୁଟିଛି’: ଉପନିର୍ବାଚନ ଫଳାଫଳକୁ ନେଇ ତେର୍ଚ୍ଛାବାଣ ମାରିଲେ ଧର୍ମେନ୍ଦ୍ର, କହିଲେ…

ନୂଆଦିଲ୍ଲୀ,୪।୮: ବାଙ୍କିପୁର ଉପନିର୍ବାଚନର ଫଳାଫଳକୁ ନେଇ ସମାଜବାଦୀ ପାର୍ଟିର ସାଂସଦ ଧର୍ମେନ୍ଦ୍ର ଯାଦବ ଭାରତୀୟ ଜନତା ପାର୍ଟି (ଭାଜପା) ଉପରେ କଡ଼ା ଆକ୍ରମଣ କରିଛନ୍ତି। ଦିଲ୍ଲୀରେ ଲୋକ…

ଚିଚର୍ଲା ଉଦ୍ୟାନ ବିଭାଗରେ ନାହିଁ ପାଣି ସୁବିଧା: ଶ୍ରୀହୀନ ପଡ଼ିଛି ନର୍ସରି

କେସିଙ୍ଗା,୪।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧିନସ୍ଥ ବୋରିଆ ପଞ୍ଚାୟତ ଚିଚର୍ଲା ଗାଁ ନିକଟରେ ଥିବା ଜାତୀୟ ରାଜପଥ ୨୬ ନିକଟରେ ଥିବା ଉଦ୍ୟାନ ବିଭାଗର…

ଆସାମ ଲଜ୍ଜା: ନାବାଳିକାଙ୍କୁ ବଳାତ୍କାର-ହତ୍ୟା ମାମଲାରେ ତିନି ନାବାଳକ ଗିରଫ

ଦିସପୁର,୪।୮: ଆସାମର ହାଇଲାକାଣ୍ଡି ଜିଲାରେ ଜଣେ ୧୫ ବର୍ଷୀୟା ଝିଅକୁ ବଳାତ୍କାର ପରେ ହତ୍ୟା କରାଯାଇଥିଲା। ଏହି ଅପରାଧରେ ତିନି ଜଣ ଅଭିଯୁକ୍ତଙ୍କୁ ଅଭିଯୁକ୍ତ କରାଯାଇଛି, ସେମାନଙ୍କ…

କଦଳୀ ଚାଷୀଙ୍କୁ ମିଳୁନି ସରକାରୀ ପ୍ରୋତ୍ସାହନ: ଶୀତଳ ଭଣ୍ଡାର ନିର୍ମାଣ ଦାବି

କେସିଙ୍ଗା,୪।୮(ତୁମେଶ୍ୱର ସାହୁ):କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ବୋରିଆ ଗାଁରେ ପ୍ରାୟତଃ ଅଧିକାଂଶ ଲୋକ ଚାଷ ଉପରେ ସବୁବେଳେ ନିର୍ଭର କରନ୍ତି l ଏହି ଅଞ୍ଚଳ ରେତ ନଦୀ…

ତାମିଲନାଡୁରେ ବଡ଼ ରାଜନୈତିକ ହଲଚଲ: ପୂର୍ବତନ ଉପମୁଖ୍ୟମନ୍ତ୍ରୀ ଉଦୟନିଧି ଷ୍ଟାଲିନ ଗିରଫ, ତ୍ରିଶାଙ୍କୁ ନେଇ କହିଥିଲେ…

ନୂଆଦିଲ୍ଲୀ,୪।୮: ତାମିଲନାଡୁ ରାଜନୀତିରେ ମଙ୍ଗଳବାର ସକାଳେ ହଠାତ୍‌ ବଡ଼ ରାଜନୈତିକ ହଙ୍ଗାମା ଦେଖିବାକୁ ମିଳିଛି। ରାଜ୍ୟର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ଏବଂ ବିରୋଧୀ ଦଳ ନେତା ଉଦୟନିଧି ଷ୍ଟାଲିନଙ୍କୁ…

ବରଗଡରେ ଚାଞ୍ଚଲ୍ୟ: ନିରାମୟରେ ଦିଆଯାଉଛି ଏକ୍ସପାୟାରୀ ମେଡିସିନ୍‌, ଜଣେ ଆହତ ବାଳକଙ୍କୁ…

ବରଗଡ଼,୪।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରାଞ୍ଚଳ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିସରରେ ରହିଥିବା ନିରାମୟରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଏଠାରେ ରୋଗୀଙ୍କୁ ଏକ୍ସପାୟାରୀ ମେଡିସିନ୍‌ ଦିଆଯାଇଥିବା ଅଭିଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri