ତିହିଡ଼ିରେ ବିଜେଡିର ନୂତନ ସଦସ୍ୟତା ଗ୍ରହଣ ଅଭିଯାନ, ଦଳକୁ ସୁଦୃଢ଼ କରିବାକୁ ପରାମର୍ଶ

ତିହିଡ଼ି,୨୦।୯(ଡି.ଏନ୍‌.ଏ.): ଭଦ୍ରକ ଜିଲା ଧାମନଗର ନିର୍ବାଚନମଣ୍ଡଳୀର ୧୩ ପଞ୍ଚାୟତକୁ ନେଇ ତିହିଡ଼ି ବ୍ଲକ ଅଚକ ପଞ୍ଚାୟତ ଅଧୀନ ନନ୍ଦପୁର ବଜାରରେ ଶୁକ୍ରବାର ବିଜେଡିର ନୂତନ ସଦସ୍ୟତା ଗ୍ରହଣ ଅଭିଯାନ ଆରମ୍ଭ ହୋଇଯାଇଛି। ଏଥିରେ ପୂର୍ବତନ ବ୍ଲକ ଅଧ୍ୟକ୍ଷ କମଳାକାନ୍ତ ଭୋଇ ପୌରୋହିତ୍ୟ କରିଥିଲେ। ପୂର୍ବତନ ବିଧାୟକ ରାଜେନ୍ଦ୍ର ଦାସ, ବ୍ଲକ ଅଧ୍ୟକ୍ଷା ବିଦ୍ୟୁତଲତା ନାୟକ, ଜିଲା ପରିଷଦ ସଭ୍ୟ କମଳାକାନ୍ତ ଦାସ ଓ ଚିନ୍ତାମଣି ଦାସ, ବ୍ଲକ ସଂଯୋଜକ ଦିବ୍ୟରଞ୍ଜନ ସାହୁ, ଦେବେନ୍ଦ୍ର ପୁହାଣ, ସୁରେନ୍ଦ୍ର ନାୟକ, ବିଶ୍ୱଜିତ ବେହେରା ପ୍ରମୁଖ ଯୋଗଦେଇ ନୂତନ ସଦସ୍ୟତା ଗ୍ରହଣ କରି ଦଳକୁ ସୁଦୃଢ଼ କରିବାକୁ ପରାମର୍ଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅଧା ବାଟରେ ରୋଗୀଙ୍କୁ ଛାଡ଼ି ଚାଲିଗଲା ଆମ୍ବୁଲାନ୍ସ

ଛତ୍ରପୁର/ ଗଞ୍ଜାମ,୨୫ା୧(ଡି.ଏନ.ଏ.)-ଟଙ୍କା ନ ଦେବାରୁ ୧୦୮ ଆମ୍ବୁଲାନ୍ସ ରୋଗୀଙ୍କୁ ଅଧାବାଟରେ ଓହ୍ଲାଇ ଦେଇ ଚାଲିଗଲା। ଏଭଳି ଘଟଣା ଦେଖିବାକୁ ମିଳିଛି ଗଞ୍ଜାମ ଜିଲାରେ। ଜିଲାପାଳଙ୍କ ନିର୍ଦ୍ଦେଶ...

କରୋନା: ବନ୍ୟଜନ୍ତୁ ବି କଲବଲ

କେନ୍ଦୁଝର, ୪ା୫ (ସ୍ବ.ପ୍ର.): ଏକ ପକ୍ଷରେ ବ୍ୟାପକ ଜଙ୍ଗଲ ଧ୍ୱଂସ ଯୋଗୁ ବନ୍ୟ ଜନ୍ତୁ ବାସହରା ହୋଇଯାଇଥିବାବେଳେ ଖାଦ୍ୟାଭାବ ଯୋଗୁ ଜଙ୍ଗଲ ଛାଡି ଜନବସତି ମୁହାଁ...

ଟ୍ରକ୍‌ରୁ ଡ୍ରାଇଭରଙ୍କ କ୍ଷତାକ୍ତ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

କେନ୍ଦୁଝର,୩୧।୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ସଦର ଥାନା ଅନ୍ତର୍ଗତ ବନାଯୋଡି ଟୋଲପ୍ଲାଜା ନିକଟରେ ରାସ୍ତା କଡରେ ଠିଆ ହୋଇଥିବା ଏକ ଟ୍ରକ୍‌ରୁ ଜଣେ ଡ୍ରାଇଭରର କ୍ଷତାକ୍ତ ମୃତଦେହ...

ଥାନାଠାରୁ ଫାଣ୍ଡିର ଦୂରତା ୩୦ କି.ମି.

କୁଆମରା,୩୧ା୫(ଡି.ଏନ.ଏ.) ମୟୂରଭଞ୍ଜ ଜିଲା ଖୁଣ୍ଟା ଥାନା ଅଧୀନ କୁଆମରା ଫାଣ୍ଡି ପ୍ରଶାସନିକ ଅବହେଳାର ଶିକାର ହୋଇଛି। କର୍ମଚାରୀ ଅଭାବରୁ ଏହି ଫାଣ୍ଡିରେ ଏବେ ଅଚଳାବସ୍ଥା ଦେଖାଦେଇଛି।...

ଜଟିଳ ସ୍ଥିତିରେ ଜୀବିକା

ଭୁବନ, ୨୩।୪(ଡି.ଏନ୍‌.ଏ.) ବଦଳିଯାଉଛି ମଣିଷର ଜୀବନଶୈଳୀ। ଅତ୍ୟାଧୁନିକ ସୁବିଧା ସୁଯୋଗ ସହିତ ଆଗକୁ ବଢୁଛି ଜୀବନ। ଏସବୁ ଭିତରେ ପଛରେ ପଡ଼ିଯାଉଛି ପାରମ୍ପରିକ ହସ୍ତଶିଳ୍ପ। ଆବଶ୍ୟକତା...

ମିଛ ସୂଚନା ପୋଷ୍ଟ କରି ଅଡୁଆରେ ନାରୀନେତ୍ରୀ

ସମ୍ବଲପୁର,୧୫।୫ (ବ୍ୟୁରୋ): ସମ୍ବଲପୁରରେ କରୋନା ପଜିଟିଭି ଚିହ୍ନଟ ହୋଇଥିବା ମିଛ ସୂଚନା ଦେଇ ଏବେ ଜଣେ ମହିଳା ନେତ୍ରୀ ଅଡ଼ୁଆରେ ପଡ଼ିଛନ୍ତି। ସେ ହେଲେ ଭାରତୀ...

କୋଭିଡ୍‌ ଫଣ୍ଡ୍‌କୁ ୩,୫୧,୧୧୧ ଟଙ୍କା ପ୍ରଦାନ: ଚେକ୍‌ ଗ୍ରହଣ କଲେ ଗଞ୍ଜାମ ଜିଲାପାଳ

ଶେରଗଡ଼,୧୩ା୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଶେରଗଡ଼ ବ୍ଲକ ସମ୍ମୁଖରେ ସୋମବାର ସକାଳେ ଗଞ୍ଜାମ ଜିଲାପାଳ ବିଜୟ ଅମୃତ କୁଲାଙ୍ଗେ ପହଞ୍ଚି ୩ଲକ୍ଷ ୫୧ ହଜାର ୧ ଶହ...

ଏବେ ବି ବିପଦସଙ୍କୁଳ ଅବସ୍ଥାରେ ହଷ୍ଟେଲ କୋଠା

ବ୍ରହ୍ମପୁର ଅଫିସ ୭ା୯-ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ପରିସରରେ ଥିବା ସାବେରୀ ଛାତ୍ରୀନିବାସର ୩ ମହଲା ବିଶିଷ୍ଟ ଶୌଚାଳୟ କୋଠା ଭୁଶୁଡିବା ଘଟଣା ଏକମାସରୁ ଊର୍ଦ୍ଧ୍ୱ ବିତିଲାଣି। ତଥାପି...

Advertisement
Archives

Model This Week