ତିହିଡ଼ିରେ ଭୟାବହ ଅଗ୍ନିକାଣ୍ଡ: ଗ୍ୟାସ ଟାଙ୍କି ଫାଟି ଜଳିଗଲା ଲକ୍ଷାଧିକ ଟଙ୍କାର ସମ୍ପତ୍ତି

ଭଦ୍ରକ ଅଫିସ,୧।୩ : ଭଦ୍ରକ ଜିଲା ତିହିଡ଼ି ଥାନା ଅନ୍ତର୍ଗତ ଦୋଳସାହି ନୂଆ ଶାସନ ଗ୍ରାମରେ ଶନିବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟିଛି। ଗ୍ରାମର ଗଦାଧର ପାଣିଗ୍ରାହୀଙ୍କ ଘରେ ନିଆଁ ଲାଗି ଘର ସମ୍ପୂର୍ଣ୍ଣ ଜଳିଯାଇଛି। ଏଥିରେ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ ହୋଇଥିବା ଜଣାପଡିଛି। ବିଦ୍ୟୁତ ଶର୍ଟସର୍କିଟ୍‌ରୁ ଅଗ୍ନିକାଣ୍ଡ ଘଟି ଗ୍ୟାସ ସିଲିଣ୍ଡରକୁ ବ୍ୟାପିଯିବା କାରଣରୁ ବିସ୍ଫୋରଣ ଘଟିଥିବା ନେଇ ଚର୍ଚ୍ଚା ହେଉଛି।

ବିସ୍ଫୋରଣର ମାତ୍ରା ଏତେ ଅଧିକ ଥିଲା ଯେ ଟାଙ୍କିଟି ପ୍ରାୟ ୨୦୦ ମିଟର ଛିଟିକି ପଡ଼ିଥିଲା। ଖବରପାଇ ସ୍ଥାନୀୟ ଅଗ୍ନିଶମ କର୍ମଚାରୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ତେବେ ଏଥିରେ କେହି ମୃତାହତ ହୋଇ ନ ଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

କାଳବୈଶାଖୀରେ ଭାଙ୍ଗିଲା ୧୩୨ କେଭି ବିଦ୍ୟୁତ୍‌ ଟାଓ୍ବାର

ଛତ୍ରପୁର,୨୯ା୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଅଞ୍ଚଳରେ କାଳବୈଶାଖୀ ପ୍ରଭାବରେ ପ୍ରବଳ ଝଡ଼ ତୋଫାନ ଏବଂ ବର୍ଷା ହୋଇଥିଲା। ଫଳରେ ଛତ୍ରପୁର ସହର ଓ ଗ୍ରାମାଞ୍ଚଳରେ ବହୁ...

ଭଦ୍ରକରେ ପହଞ୍ଚିଲା ଦୁଇ ଓଡ୍ରାଫ୍‌ ଟିମ୍‌

ଭଦ୍ରକ ଅଫିସ,୧୮ା୫: ସମ୍ଭାବ୍ୟ ବାତ୍ୟା ଅମ୍ଫନ୍‌ ମୁକାବିଲା ପାଇଁ ଭଦ୍ରକରେ ଦୁଇଟି ଓଡ୍ରାଫ୍‌ ଟିମ୍‌ ପହଞ୍ଚିଛନ୍ତି। ରବିବାର ମଧ୍ୟ ଦୁଇ ଏନ୍‌ଡିଆରଏଫ୍‌ ଟିମ୍‌ ପହଞ୍ଚିଥିଲା। ସେମାନଙ୍କୁ...

ନାଳକୁ ଗାଧୋଇବାକୁ ଯାଇ ବୃଦ୍ଧଙ୍କ ଜୀବନ ଗଲା

ପାଟଣା,୧୦।୩(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ କଣ୍ଟିଆପଡ଼ା ପଞ୍ଚାୟତ ବଲାଣିପଶି ଜହ୍ନେଇ ନାଳକୁ ମଙ୍ଗଳବାର ଅପରାହ୍ନରେ ଗାଧୋଇବାକୁ ଯାଇ ଜଣେ ୬୦ ବର୍ଷୀୟ ବୃଦ୍ଧଙ୍କ ପରଲୋକ...

କର୍ଲାମୁଣ୍ଡା ବ୍ଲକ ସର୍ବାଧିକ ୬୦୮ ମି.ମି. ବର୍ଷା ରେକର୍ଡ: ଶତାଧିକ ଲୋକେ ବିଭିନ୍ନ ସ୍ଥାନରେ ଆଶ୍ରୟ

କର୍ଲାମୁଣ୍ଡା,୧୪।୮(ଡି.ଏନ.ଏ.)-କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ ସୋମବାରଠାରୁ ମଙ୍ଗଳବାର ୧୨ଟା ସୁଦ୍ଧା ପ୍ରବଳ ବର୍ଷା ହୋଇଛି। ଏହି ବ୍ଲକରେ ସର୍ବମୋଟ ୬୦୮ ମି.ମି. ବର୍ଷା ରେକର୍ଡ ହୋଇଛି...

ସଙ୍କୁଚିତ ହେଉଛି ପୁରୁଣାକଟକ-ସମ୍ବଲପୁର ରାସ୍ତା: ବଢୁଛି ଦୁର୍ଘଟଣା

ଭାପୁର, ୨୮।୮(ଡି.ଏନ୍‌.ଏ.)-ଢେଙ୍କାନାଳ ଜିଲାର ଅନ୍ୟତମ ବ୍ୟସ୍ତବହୁଳ ପୁରୁଣା କଟକ-ସମ୍ବଲପୁର ରାସ୍ତା ଦିନକୁ ଦିନ ସଙ୍କୁଚିତ ହୋଇପଡୁଛି। ରାସ୍ତାର ପ୍ରମୁଖ ଜନଗହଳିପୂର୍ଣ୍ଣ ସ୍ଥାନ ଜବରଦଖଲକାରୀଙ୍କ କବ୍‌ଜାରେ ରହିଛି।...

ଆଜି ଖୋଲିଲା ମା’ ତାରିଣୀଙ୍କ ମନ୍ଦିର

କେନ୍ଦୁଝର,୧୮।୧(ସ୍ବ.ପ୍ର.): ଘଟଗାଁ ମା’ ତାରିଣୀ ପୀଠ ସୋମବାରଠାରୁ ଖୋଲିଛି। ସକାଳେ ମା’ଙ୍କ ଠାରେ ରୀତିନୀତି ଅନୁଯାୟୀ ପୂଜାର୍ଚ୍ଚନା ହେବା ପରେ କରୋନା କଟକଣା ମଧ୍ୟରେ ଭକ୍ତଙ୍କ...

ନିର୍ଦ୍ୱନ୍ଦ୍ୱ ସମିତିସଭ୍ୟା ଅପହରଣ ପ୍ରସଙ୍ଗ: ସୁରକ୍ଷିତ ଥିବା ଭିଡିଓ ଭାଇରାଲ

ଗଞ୍ଜାମ,୧୨ା୨(ଡି.ଏନ୍‌.ଏ.): ଗଞ୍ଜାମ ବ୍ଲକ ସୁବଳୟା ପଞ୍ଚାୟତର ନିର୍ଦ୍ୱନ୍ଦ୍ୱ ସମିତି ସଭ୍ୟା ମାମି ଦାସ ଗତ ତିନିଦିନ ହେବ ନିଖୋଜ ଅଛନ୍ତି। ତାଙ୍କୁ କେହି ଅପହରଣ କରିଥିବା...

ଦୁର୍ଗମ ଗାଁର ଦୁଃଖ

ରାଇସୁଆଁ, ୩୦।୯(ଡି.ଏନ.ଏ.)- କେନ୍ଦୁଝର ଜିଲା ସଦର ବ୍ଲକ ଅନ୍ତର୍ଗତ ଗୋପୀନାଥପୁର ଓ ମହାଦେଇଯୋଡା ପଞ୍ଚାୟତର କେତେକ ଗାଁ ଆଜି ବି ଦୁର୍ଗମ ଇଲାକା ହୋଇ ରହିଛି।...

Advertisement
Archives

Model This Week