Posted inଖେଳ

ତୀରନ୍ଦାଜୀ ବିଶ୍ୱକପ୍‌: ଭାରତକୁ ୨ ବ୍ରୋଞ୍ଜ ପଦକ

ଡେନ୍‌ ବୋସକ୍‌ (ନେଦରଲାଣ୍ଡ୍ସ),୧୬।୬ (ପି.ଟି.)-ଜ୍ୟୋତି ସୁରେଖା ଭେନମଙ୍କ ଚମତ୍କାର ପ୍ରଦର୍ଶନ ଯୋଗୁ ଏଠାରେ ଚାଲିଥିବା ବିଶ୍ୱ ତୀରନ୍ଦାଜୀ ଚାମ୍ପିୟନଶିପ୍‌ ମହିଳା କମ୍ପାଉଣ୍ଡ ବିଭାଗରେ ଭାରତ ଦୁଇଟି ବ୍ରୋଞ୍ଜ ପଦକ ଜିତିବାରେ ସମର୍ଥ ହୋଇଛି। ଏସିଆନ ଗେମ୍ସ ରୌପ୍ୟ ବିଜୟିନୀଙ୍କ ନେତୃତ୍ୱରେ ମୁସ୍କାନ କିରାର ଓ ରାଜ କୌରଙ୍କ ନେଇ ଭାରତୀୟ ମହିଳା ଦଳ ବ୍ରୋଞ୍ଜ୍‌ ପ୍ଲେ-ଅଫ୍‌ରେ ତୁର୍କୀ ଦଳକୁ ୨୨୯-୨୨୬ ପଏଣ୍ଟରେ ପରାସ୍ତ କରିଛି। ପରେ ସନ୍ଧ୍ୟା ସେସନରେ ଜ୍ୟୋତି ଆଉ ଏକ ବ୍ରୋଞ୍ଜ ପଦକ ଜିତିଥିଲେ। ବ୍ୟକ୍ତିଗତ ବିଭାଗରେ ସେ ବିଶ୍ୱର ୨ ନମ୍ବର ମାନ୍ୟତାପ୍ରାପ୍ତ ତୁର୍କୀର ୟେସିମ୍‌ ବୋସ୍ତାନଙ୍କୁ ୧୦-୯ ପଏଣ୍ଟରେ ହରାଇ ଦେଇଥିଲେ। ଜ୍ୟୋତି ତାଙ୍କ ପ୍ରତିକ୍ରିୟାରେ କହିଛନ୍ତି ଗତ ଥର ଇଭେଣ୍ଟର ମେକ୍ସିକୋ ସଂସ୍କରଣରେ ଆମେ ରୌପ୍ୟ ପଦକ ଜିତିଥିଲୁ। ଏଥର ପୋଡିୟମରେ ସ୍ଥାନ ପାଇ ଆମେ ଖୁସି ଅଛୁ। ଦୀର୍ଘ ଦୁଇବର୍ଷ ପରେ ବିଶ୍ୱ ଚାମ୍ପିୟନଶିପ୍‌ ପଦକ ହାତେଇବା ଆମ ପାଇଁ ମୂଲ୍ୟବାନ ବୋଲି ୨୨ ବର୍ଷୀୟା ବିଜୟଓ୍ବାଡାର ଏହି ତୀରନ୍ଦାଜ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କା ଚୋରି: ସୁନା-ରୁପା ବି ଛାଡ଼ିଲେନି

କେସିଙ୍ଗା,୨୨।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବସହର ୱାର୍ଡ ନ.୩ରେ ଅମ୍ବାଜି ଏଜେନ୍ସି ବ୍ୟବସାୟୀ ପୁନମ ଜୈନଙ୍କ ଘରୁ ଗତକାଲି ରାତିରେ ତାଲା ଭାଙ୍ଗି ଲକ୍ଷ ଲକ୍ଷ…

ଦିନକୁ ୫ କପ୍‌ କଫି କମାଏ ହୃଦ୍‌ରୋଗ ଆଶଙ୍କା: ଆସିଲା ଚାଞ୍ଚଲ୍ୟକର ରିପୋର୍ଟ

ନୂଆଦିଲ୍ଲୀ,୨୨ା୭(ପି.ଟି.):ପ୍ରତିଦିନ ସୀମିତ ପରିମାଣର କଫି ସେବନ ଶରୀର ପାଇଁ କ୍ଷତିକାରକ ନୁହେଁ, ବରଂ ଏହା ହୃତ୍‌ପିଣ୍ଡକୁ ସୁସ୍ଥ ରଖିବାରେ ସହାୟକ ହୋଇପାରେ। ଜଣେ ସୁସ୍ଥ ବୟସ୍କ ବ୍ୟକ୍ତି…

ନିଟ୍‌ ପରୀକ୍ଷାରେ ସାଇ ସୋହମ ବଡ଼ ସଫଳତା: ଅଞ୍ଚଳ ପାଇଁ ଆଣିଲେ ଗୌରବ

ସାକ୍ଷୀଗୋପାଳ,୨୨।୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଚଳିତବର୍ଷ ପ୍ରକାଶିତ ନିଟ୍‌ (ୟୁଜି) ପରୀକ୍ଷା ଫଳରେ ସତ୍ୟବାଦୀ ଅଞ୍ଚଳର ସାଇ ସୋହମ ପ୍ରଧାନ ସର୍ବଭାରତୀୟ ସ୍ତରରେ ୫୨୬୫ ସ୍ଥାନରେ ସଫଳତାର…

ପ୍ରଶାସନର ବିସ୍ଥାପନ ଉଦ୍ୟମ ଅଟକିଲା: ଭିଟାମାଟି ଛାଡ଼ିଲେ ନାହିଁ କୁମିଆପାଲି ଗ୍ରାମବାସୀ

ବଲାଙ୍ଗୀର/ଲୋଇସିଂହା,୨୨ା୭(ବୀରେନ୍ଦ୍ର କୁମାର ଝାଙ୍କର/ସୁଶାନ୍ତ ବାରିକ):ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ ପ୍ରଭାବିତ କୁମିଆପାଲି ଗାଁରେ ମଙ୍ଗଳବାର ବିସ୍ଥାପନକୁ ନେଇ ଗ୍ରାମବାସୀ ଏବଂ ଜିଲା ପ୍ରଶାସନ ମୁହଁାମୁହିଁ ହୋଇଥିଲେ। ପ୍ରଶାସନ…

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

ପୋଲିସ ଟେକିନେବାରୁ ରାଗିଗଲେ ରାହୁଲ, ଏମିତି କହିଲେ ରାଜନୀତିରେ ଚହଳ!

ନୂଆଦିଲ୍ଲୀ,୨୧।୭: ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ ମଙ୍ଗଳବାର ବିକ୍ଷୋଭ ପ୍ରଦର୍ଶନରେ ବସିଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀ, ସମାଜବାଦୀ ପାର୍ଟି (SP) ମୁଖିଆ ଅଖିଲେଶ ଯାଦବ…

ଅଧିନାୟଙ୍କ ବଡ଼ ଦାବି , ଜିମ୍ବାଓ୍ବେ ପାଖରେ ସିରିଜ୍‌ ଜିତିବାର ସୁଯୋଗ ରହିଛି

ହରାରେ,୨୧ା୭: ଆସନ୍ତା ଗୁରୁବାର ଭାରତ ଓ ଜିମ୍ବାଓ୍ବେ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ। ଜିମ୍ବାଓ୍ବେ ଅଧିନାୟକ ଶିକନ୍ଦର ରାଜାଙ୍କ ମତରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri