ତୀର୍ଥ ପୁଷ୍କରିଣୀରେ ସ୍ନାନ ସାରି ଶ୍ରୀକ୍ଷେତ୍ର ପରିକ୍ରମା କଲେ ସାଧୁସନ୍ଥ

ପୁରୀ ଅଫିସ,୧୭।୧୧: ମାର୍ଗଶୀର ଶୁକ୍ଳ ପଞ୍ଚମୀରେ ଶ୍ରୀକ୍ଷେତ୍ରରେ ପଞ୍ଚତୀର୍ଥ ଓ ଶ୍ରୀକ୍ଷେତ୍ର ପରିକ୍ରମାର ବିଧି ରହିଛି। ଏହି ପରିକ୍ରମା ଶ୍ରୀଚୈତନ୍ୟଙ୍କ ସମୟରୁ ଆରମ୍ଭ ହୋଇଛ। କାର୍ତ୍ତିକ ମାସ ପରେ ଶ୍ରଦ୍ଧାଳୁମାନେ ଶ୍ରୀକ୍ଷେତ୍ରର ବିଭିନ୍ନ ଦେବଦେବୀ ମନ୍ଦିର ଦର୍ଶନ କରିବା ସହ ତୀର୍ଥ ପୁଷ୍କରିଣୀରେ ସ୍ନାନ କରିଥାନ୍ତି । ରବିବାର ବିଭିନ୍ନ ମଠରୁ ସାଧୁସନ୍ଥ ଓ ଶ୍ରଦ୍ଧାଳୁ ବାହାରି ସିଂହଦ୍ୱାରରେ ପହଞ୍ଚତ୍ଥିଲେ। ଦିରିଆମହାବୀର, ସିଦ୍ଧମହାବୀର, ଆଲାମଚଣ୍ଡି, ଶ୍ରୀଲୋକନାଥ ପୀଠ, ସ୍ବର୍ଗଦାର, ଚକ୍ରତୀର୍ଥ ପ୍ରଭୃତି ଅଞ୍ଚଳ ପରିକ୍ରମା କରିଛନ୍ତି। ଶ୍ରଦ୍ଧାଳୁଙ୍କ ହରିନାମ ସଂକୀର୍ତ୍ତନରେ ଶ୍ରୀକ୍ଷେତ୍ରରେ ସୃଷ୍ଟି ହୋଇଛି ଭକ୍ତିମୟ ପରିବେଶ । ପଦଯାତ୍ରା ସମୟରେ ବାଟରେ ପଡୁଥିବା ବିଭିନ୍ନ ତୀର୍ଥସ୍ଥଳ ବୁଲିଥିଲେ ପଦଯାତ୍ରୀ। ଶ୍ରୀକ୍ଷେତ୍ରର ବଡ଼ଛତା ମଠ, ନେବଳ ଦାସ ମଠ, ବଡ଼ଓଡ଼ିଆ ମଠ, ହରିଦାସ ମଠ, ରାଧାକାନ୍ତ ମଠ, ସିଦ୍ଧବକୁଳ ମଠ ସମେତ ସମସ୍ତ ରାମାନନ୍ଦୀ ଓ ଗୌଡୀୟ ମଠରୁ ଏହି ପରିକ୍ରମା ବାହାରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଯାତ୍ରାରେ ସୁଯୋଗ ପ୍ରତିଶ୍ରୁତି ଦେଇ ଯୁବତୀଙ୍କୁ ଗଣବଳାତ୍କାର, ବନ୍ଧା ହେଲେ ଯାତ୍ରାପାର୍ଟିର ୨ ମ୍ୟାନେଜର

ପଟ୍ଟାମୁଣ୍ଡାଇ,୩୦।୫ କେନ୍ଦ୍ରାପଡ଼ା ପଟ୍ଟାମୁଣ୍ଡାଇ ଅଞ୍ଚଳରୁ ଏକ ଲଜ୍ଜା ଜନକ ଘଟଣା ସାମ୍ନାକୁ ଆସିଛି। ଯାତ୍ରାପାର୍ଟିରେ ସୁଯୋଗ ଦେବାର ପ୍ରତିଶ୍ରୁତି ଦେଇ ଚଉଦକୁଲାଟ ଅଞ୍ଚଳର ଜଣେ ଯୁବତୀଙ୍କୁ ମୃଦୁପାନୀୟରେ…

ଶାଳପଡା ହାଟପଡ଼ିଆରେ ପୋଲିସର ଚଢ଼ାଉ: ବ୍ରାଉନ୍ ସୁଗାର ସହ ଯୁବକ ଗିରଫ

ହାଟଡିହୀ/ଆନନ୍ଦପୁର/ବଞ୍ଚୋ , ୩୦।୫ (ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ/ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଅଞ୍ଚଳରେ ନିଶା କାରବାର ବିରୋଧରେ ପୋଲିସର କଡ଼ା ଆଭିମୁଖ୍ୟ…

ଛତ୍ରପୁରରେ ମାତିଛନ୍ତି ‘ଭ୍ୟାନିଟି ବ୍ୟାଗ୍’ ଲୁଟେରା: ଠାକୁରାଣୀଙ୍କ ଯାତ୍ରା ଗହଳିରୁ ଚୋରି କରୁଥିବା ଗ୍ୟାଙ୍ଗ୍‌ର ୪ ଗିରଫ…

ଛତ୍ରପୁର, ୩୦।୫ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା  ସଦର ମହକୁମା ଛତ୍ରପୁର ସହର ଓ ଆଖପାଖ ଅଞ୍ଚଳରେ ଗତ କିଛି ସପ୍ତାହ ହେବ ମା’ ଠାକୁରାଣୀଙ୍କ ଯାତ୍ରା…

୩ରୁ କୋରାପୁଟରେ ରବିଧାନ କିଣା ଆରମ୍ଭ

ଜୟପୁର,୩୦।୫(ପବନ ପାଣିଗ୍ରାହୀ): କୋରାପୁଟ ଜିଲାରେ ଆସନ୍ତା ଜୁନ ୩ରୁ ଚାଷୀଙ୍କ ଅମଳ ରବିଧାନ କ୍ରୟ ନେଇ ମଣ୍ଡି ଶୁଭାରମ୍ଭ ହେବ। ଏହା ପୂର୍ବରୁ ଶନିବାର ଜୟପୁର ଉପଖଣ୍ଡର…

ସିସିଟିଭିରେ ସେଲୋଟେପ୍ ଲଗାଇ ମୁଖ୍ୟ ଡାକ୍ତରଖାନାରୁ ଟିଭି ଚୋରି, ଆମ୍ବୁଲାନ୍ସ ଡ୍ରାଇଭର ଗିରଫ

ବରଗଡ଼,୩୦।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହର ଉପକଣ୍ଠ ଖେଦାପାଲି(ଟୁକୁର୍ଲା)ସ୍ଥିତ ଜିଲା ମୁଖ୍ୟ ଡାକ୍ତରଖାନାରୁ ଏଲ୍‌ଇଡି ଟିଭି ଚୋରି ଘଟଣାର ପର୍ଦ୍ଦାଫାଶ ହୋଇଛି। ଶନିବାର ଭଟଲି ଥାନା ପୋଲିସ ଏହି…

ଆକ୍ସନ ମୁଡ୍‌ରେ ଦାରିଙ୍ଗବାଡି ପୋଲିସ୍: ସପ୍ତାହରେ ଏକାଧିକ ଗାଡ଼ି ଜବତ, ନିୟମ ଖିଲାପକାରୀଙ୍କ ନିଦ ହଜାଇଲେ…

ଦାରିଙ୍ଗବାଡି, ୩୦।୫ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ପୋଲିସ ଏବେ ଆକ୍ସନ ମୁଡ୍‌ରେ। ଟ୍ରାଫିକ୍ ନିୟମ ଉଲ୍ଲଂଘନକାରୀ ଏବଂ ବେପରୁଆ ଗାଡ଼ି ଚାଳକଙ୍କ ବିରୋଧରେ ପୋଲିସ…

ଭଞ୍ଜନଗରରେ କାଳବୈଶାଖୀର ତାଣ୍ଡବ: ପ୍ରବଳ ଝଡ଼ବର୍ଷା ଯୋଗୁ ବିଦ୍ୟୁତ୍ ସେବା ବିପର୍ଯ୍ୟସ୍ତ, ଗରମରୁ…

ଭଞ୍ଜନଗର, ୩୦।୫ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଓ ଏହାର ଆଖପାଖ ଅଞ୍ଚଳରେ ଶନିବାର ସନ୍ଧ୍ୟାରେ କାଳବୈଶାଖୀର ପ୍ରକୋପ ଦେଖିବାକୁ ମିଳିଛି। ସନ୍ଧ୍ୟା ପ୍ରାୟ ୬ଟା…

ତୁମୁଡିବନ୍ଧରେ କାଳବୈଶାଖୀର ଭୟଙ୍କର ତାଣ୍ଡବ: ପତ୍ର ଭଳି ଉଡ଼ିଲା ଆଜବେଷ୍ଟସ, ଭାଙ୍ଗିଲା ବିଦ୍ୟୁତ ଖୁଣ୍ଟ

ତୁମୁଡିବନ୍ଧ, ୩୦।୫ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ଅଞ୍ଚଳରେ କାଳବୈଶାଖୀର କରାଳ କୋପ ଦେଖିବାକୁ ମିଳିଛି। ଶନିବାର ସନ୍ଧ୍ୟା ପ୍ରାୟ ୫ଟା ୩୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri