ତୁଟୁନି ରାଘପୁର ଗ୍ରାମ ସମସ୍ୟା : ଜିଲାପାଳଙ୍କୁ ଭେଟି ଅଭିଯୋଗ କଲେ ଗ୍ରାମବାସୀ

କେନ୍ଦ୍ରାପଡ଼ା ଅଫିସ୍‌, ୭।୧: ପଟ୍ଟାମୁଣ୍ଡାଇ ବ୍ଲକ ଡାମରପୁର ପଞ୍ଚାୟତ ରାଘପୁର ଗ୍ରାମବାସୀ ବିଭିନ୍ନ ସମସ୍ୟାର ସମାଧାନ ପାଇଁ ଗତ ଡିସେମ୍ବର ୧୯ ତାରିଖରେ ଅନଶନ କରିଥିଲେ। ପ୍ରଶାସନିକ ଅଧିକାରୀଙ୍କ ପ୍ରତିଶ୍ରୁତି ପରେ ଅନଶନ ପ୍ରତ୍ୟାହୃତ ହୋଇଥିଲେ ମଧ୍ୟ ଅଦ୍ୟାବଧି ଏହାର ସମାଧାନ ହୋଇନାହିଁ। ଗ୍ରାମର ବିଭିନ୍ନ ସମସ୍ୟାର ସମାଧାନ ପାଇଁ ଗ୍ରାମବାସୀ ଜିଲାପାଳଙ୍କୁ ସୋମବାର ଭେଟି ଅଭିଯୋଗ ପତ୍ର ଦେଇଛନ୍ତି। ସମସ୍ୟାର ସମାଧାନ କରା ନଗଲେ ଗ୍ରାମବାସୀ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଗଣବିକ୍ଷୋଭ କରିବେ ବୋଲି ଗ୍ରାମର ପୂର୍ବତନ ସମିତିସଭ୍ୟ ସର୍ବେଶ୍ୱର ସେଠୀ ପ୍ରକାଶ କରିଛନ୍ତି। ସେ କହିଛନ୍ତି, ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ହିତାଧିକାରୀ ଚୟନ ଓ କାର୍ଯ୍ୟାଦେଶ ପ୍ରଦାନ, ରାଘପୁର ଦଳିତ ବସ୍ତିରେ ଘରପୋଡ଼ି ବିପନ୍ନ ପରିବାରଙ୍କୁ ଆବାସ ଯୋଜନାରେ ସାମିଲ କରିବା, ଗ୍ରାମର ୪ ୱାର୍ଡକୁ ପାନୀୟ ଜଳ ଯୋଗାଣ, ରାଶନକାର୍ଡ ଆଦି ସମସ୍ୟା ସମାଧାନ ପାଇଁ ଅଭିଯୋଗ ପତ୍ର ଦିଆଯାଇଛି। ଅଭିଯୋଗ ପତ୍ର ପ୍ରଦାନ ସମୟରେ ଗ୍ରାମର ଉଦୟଶଙ୍କର ଦାସ, ରଞ୍ଜନ ମଳିକ, ଖଗେଶ୍ୱର ମଲ୍ଲିକ, କୁଳମଣି ମଳିକ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମଦ ବିରୋଧରେ ତାତିଲେ ମହିଳା: ଦୋକାନରେ ପକାଇଲେ ତାଲା

ମହାକାଳପଡ଼ା, ୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବାଙ୍କୀଛନ୍ଦା ଗ୍ରାମରେ ବେଆଇନ ଦେଶୀ ଓ ବିଦେଶୀ ମଦ ଦୋକାନରେ ମହିଳା ଗୋଷ୍ଠୀ ମଙ୍ଗବଳାର ତାଲା ପକାଇ…

ବ୍ରିଟିଶ ଗଣ୍ଡ ପୋତିବା ପାଇଁ ଗଦା ହୋଇଛି ଆସ୍‌ପଣ୍ଡ: ଜମିରେ ମାଡ଼ୁଛି ବିଷାକ୍ତ ପାଣି

ମହାକାଳପଡ଼ା, ୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ଜମ୍ବୁ – ମାର୍ଶାଘାଇ ମୁଖ୍ୟ କେନାଲ ବ୍ରିଟିଶ ଗଣ୍ଡ ପୋତିବା ପାଇଁ ପାହାଡ଼ ଭଳି…

ଭଲ ଡ୍ରାଇଭିଂ ରେକର୍ଡ ଥିଲେ ଚାଳକଙ୍କୁ ମିଳିବ ଏହି ଉପହାର, ନିୟମ ଭାଙ୍ଗିଲେ ରଦ୍ଦ ହେବ ଲାଇସେନ୍ସ: ଜାଣନ୍ତୁ ନୂଆ ନିୟମ

ନୂଆଦିଲ୍ଲୀ,୯।୯: ରାସ୍ତାରେ ବାରମ୍ବାର ଟ୍ରାଫିକ ନିୟମ ଉଲ୍ଲଂଘନ କରୁଥିବା ଗାଡ଼ି ଚାଳକଙ୍କ ପାଇଁ ଆସୁଛି ବଡ଼ ଝଟ୍‌କା। ଏଣିକି କେବଳ ଚାଲାଣ କାଟି ଛାଡ଼ି ଦିଆଯିବ ନାହିଁ।…

କଟକରେ ଚାଞ୍ଚଲ୍ୟ: ଘରୋଇ କଲେଜରୁ ମିଳିଲା ଛାତ୍ରଙ୍କ ଝୁଲନ୍ତା ମୃତଦେହ

କଟକ,୯।୯(ପ୍ରଭୁ କଲ୍ୟାଣ ପାଲ୍‌): କଟକର ସିଡିଏ ଅଞ୍ଚଳରେ ଚାଞ୍ଚଲ୍ୟ। ଏକ ଘରୋଇ କଲେଜରେ ଛାତ୍ରଙ୍କ ମୃତଦେହ ଉଦ୍ଧାର ହୋଇଛି। ଝୁଲନ୍ତା ଅବସ୍ଥାରେ ମିଳିଛି ଛାତ୍ରଙ୍କ ମୃତଦେହ। ସିଡିଏ…

ଦୁନିଆର ସବୁଠୁ ଧନୀ ପ୍ରଧାନମନ୍ତ୍ରୀ ଜାଣନ୍ତୁ କିଏ? ଟ୍ରମ୍ପଙ୍କଠାରୁ ୭ ଗୁଣ ଅଧିକ ଦରମା

ନୂଆଦିଲ୍ଲୀ, ୯।୯: ସିଙ୍ଗାପୁର ପ୍ରଧାନମନ୍ତ୍ରୀ ଲରେନ୍ସ ୱଙ୍ଗଙ୍କ ଦରମା ଏବେ ପୁଣି ବଢ଼ିବାକୁ ଯାଉଛି। ଏହି ବୃଦ୍ଧି ପରେ ସେ ବିଶ୍ୱର ସର୍ବାଧିକ ଦରମା ପାଉଥିବା ସରକାରୀ…

ସିକନ୍ଦରାବାଦରୁ ଓଡ଼ିଆ ଶ୍ରମିକ ନିଖୋଜ: ସୁପରଫାଷ୍ଟ ଟ୍ରେନରେ ଗାଁକୁ ଫେରୁଥିବାବେଳେ ବାଟରୁ ଉଭାନ୍‌

ଦିଗପହଣ୍ଡି,୯।୯(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ନନ୍ଦ ଗାଁ ର ସମୀର ଗୌଡ଼(୨୬) ଦାଦନ ଶ୍ରମିକ ଭାବେ ମହାରାଷ୍ଟ୍ରର ପୁଣେ ନିକଟ…

ଗ୍ରହଙ୍କ ରାଜା ସୂର୍ଯ୍ୟଙ୍କ ବଡ଼ ପରିବର୍ତ୍ତନ: ୪ ରାଶି ହେବେ ମାଲାମାଲ, ୪ ରାଶିଙ୍କୁ କରିଦେବେ କାଙ୍ଗାଳ!

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ରରେ ସୂର୍ଯ୍ୟଙ୍କୁ ଗ୍ରହମାନଙ୍କ ରାଜା ବୋଲି କୁହାଯାଏ। ଆତ୍ମବିଶ୍ୱାସ, ମାନ-ସମ୍ମାନ, ଯଶ, ପଦ ଓ ପ୍ରତିଷ୍ଠାର କାରକ ଭାବେ ସୂର୍ଯ୍ୟଙ୍କୁ ବିବେଚନା କରାଯାଏ। ତେଣୁ…

୧୮ ସେପ୍ଟେମ୍ବର ଭିତରେ ଏହି ୩ ରାଶିଙ୍କର ହେବ ବଡ଼ ଚମତ୍କାର: କର୍କଟ ରାଶିରେ ପ୍ରବେଶ କରିବା ପୂର୍ବରୁ ନୂଆ ସୁଯୋଗ ଦେଇଯିବେ ମଙ୍ଗଳ

ଭୁବନେଶ୍ୱର: ବର୍ତ୍ତମାନ ମଙ୍ଗଳ ମିଥୁନ ରାଶିରେ ବିରାଜମାନ ଅଛନ୍ତି। ଖୁବଶୀଘ୍ର ମଙ୍ଗଳ ନିଜ ରାଶି ପରିବର୍ତ୍ତନ କରିବେ। ଜ୍ୟୋତିଷ ଗଣନା ଅନୁଯାୟୀ, ୧୮ ସେପ୍ଟେମ୍ବର ୨୦୨୬, ଶୁକ୍ରବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri