ତୁମେ ମୋ ଶଙ୍ଖା ତୁମେ ମୋ ସିନ୍ଦୂର

ଚଳିତ ମାସରେ ଏ ପର୍ଯ୍ୟନ୍ତ ତିନୋଟି ସିନେମା ପରଦା ଉପରକୁ ଆସିସାରିଛି। ଏହି ତାଲିକାରେ ନିଜକୁ ସାମିଲ କରିବାକୁ ଯାଉଛି ଆଉ ଏକ ନୂଆ ଓଡ଼ିଆ ଚଳଚ୍ଚିତ୍ର, ଯାହାର ଟାଇଟଲ ରହିଛି ‘ତୁମେ ମୋ ଶଙ୍ଖା ତୁମେ ମୋ ସିନ୍ଦୂର’। ବନସ୍ବର୍ଣ୍ଣ ଟେଲିଭିଜନ ପ୍ରା.ଲି. ବ୍ୟାନରରେ ନିର୍ମିତ ଏହି ସିନେମାର ନାୟକ ସାଜିଛନ୍ତି ଅଭିଷେକ ରଥ। ପାରିବାରିକ ଏବଂ ଓଡ଼ିଆ ସଂସ୍କୃତିର ଝଲକ ଏହି କାହାଣୀରେ ରହିଛି। ବିଶେଷଭାବରେ ଏଥିରେ ନିଜ ଭୂମିକାକୁ ନେଇ ବେଶ୍‌ ଉତ୍ସାହିତ ଅଛନ୍ତି ଅଭିଷେକ। ତାଙ୍କ ସହ ଅଛନ୍ତି ଦୁଇଜଣ ନାୟିକା-ମହିମା ଏବଂ ଅଙ୍କିତା। ଗୀତଗୁଡିକୁ ସ୍ବର ଦେଇଛନ୍ତି ଅଭିଜିତ ମଜୁମଦାର। ରଣଜିତ ବାରିକ ନିର୍ଦ୍ଦେଶନା ଦାୟିତ୍ୱ ସମ୍ଭାଳିଛନ୍ତି। ଏକ ଭିନ୍ନ ଧରଣର କାହାଣୀକୁ ନେଇ ପ୍ରସ୍ତୁତ ଏହି ସିନେମା ଚଳିତ ମାସ ୩୧ରେ ରିଲିଜ ହେବ ବୋଲି ସୂଚନା ଦେଇଛନ୍ତି ଚିତ୍ରର କ୍ରିଏଟିଭ ହେଡ୍‌ ପ୍ରଣୟ ଜେଠୀ।


Enter your email to get our daily news in your inbox.

All Right Reserved By Dharitri.Com

ମୁହଁ ଲୁଚାଇଲେ ଶିଳ୍ପାଙ୍କ ସ୍ବାମୀ, ଲୋକେ କହିଲେ…

ବଲିଉଡ ଅଭିନେତ୍ରୀ ଶିଳ୍ପା ସେଟ୍ଟୀଙ୍କ ସ୍ବାମୀ ରାଜ କୁନ୍ଦ୍ରା ପର୍ନ ଫିଲ୍ମ ନିର୍ମାଣ ଅଭିଯୋଗରେ ଧରାପଡ଼ିବା ପରେ ଗଣମାଧ୍ୟମରୁ ଦୂରେଇ ରହିଛନ୍ତି। ନିକଟରେ ଶିଳ୍ପା ଏବଂ...

ଏକତା କପୁରଙ୍କ ଏହି ଅଭିନେତ୍ରୀ କରିବେ ବିବାହ; ନିର୍ବନ୍ଧ ପରେ କହିଲେ ‘ଅପେକ୍ଷା କରିବା କଷ୍ଟ’

ବମ୍ବେ: ମନ ଚାହୁଁଥିବା ଜୀବନସାଥୀ ମିଳିଗଲେ ଖୁସିରେ ଆତ୍ମହରା ହୋଇଯିବା ସାଧାରଣ କଥା। ସେଭଳି କିଛି ଘଟିଛି ଟେଲି ଅଭିନେତ୍ରୀ ଶିରିନ ମିର୍ଜାଙ୍କ କ୍ଷେତ୍ରରେ। ଇତିମଧ୍ୟରେ...

୫୩ ବର୍ଷରେ ବାପା ହେବାକୁ ଇଚ୍ଛା: ହେଲେ ସ୍ତ୍ରୀ ଚାହୁଁ ନାହାନ୍ତି ସଲମାନ୍‌

ଦବଙ୍ଗ ଷ୍ଟାର ସଲମାନ୍‌ ଖାନ୍‌ ସରୋଗେସୀ ମାଧ୍ୟମରେ ବାପା ହେବାକୁ ଚାହୁଁଛନ୍ତି। ଗତ କିଛି ଦିନ ହେବ ଏହି ଖବର ଖୁବ୍‌ ଚର୍ଚ୍ଚାରେ ରହିଛି। ୫୩...

ପରିବାରର ବିରୋଧ ସତ୍ତ୍ୱେ ଶାହରୁଖଙ୍କ ହାତ ଧରିଥିଲେ ଗୌରୀ

ମୁମ୍ବାଇ,୮।୧୦: କିଙ୍ଗ୍‌ ଖାଁ ଶାହରୁଖ୍‌ଙ୍କ ସ୍ତ୍ରୀ ଗୌରୀ ଖାଁ ଗୁରୁବାର ୫୦ ବର୍ଷରେ ପାଦ ଥାପିିଛନ୍ତି। ୧୯୭୦ ଅକ୍ଟୋବର ୮ରେ ସେ ନୂଆଦିଲ୍ଲୀରେ ଏକ ପଞ୍ଜାବୀ...

ନିର୍ବନ୍ଧରେ ସବୁଠୁ ଦାମୀ ମୁଦି ପିନ୍ଧିଥିଲେ ଏହି ଅଭିନେତ୍ରୀ

ବଲିଉଡ୍‌ ଅଭିନେତ୍ରୀ ଦୀପିକା ପାଦୁକୋନ ୨୦୧୯ରେ ରଣବୀର ସିଂଙ୍କୁ ବିବାହ କରିଥିଲେ। ତାଙ୍କ ବିବାହ ଇଟାଲୀରେ ହୋଇଥିଲା। ତେବେ ସେ ତାଙ୍କ ନିର୍ବନ୍ଧ ମୁଦିକୁ ନେଇ...

ଅକ୍ଟୋବର ୨ରେ ‘ଓ୍ବାର’ ରିଲିଜ

ମୁମ୍ବାଇ: ଟାଇଗର ଶ୍ରଫ୍‌ ଓ ହ୍ରିତିକ୍‌ ରୋଶନଙ୍କ ଅପ୍‌କମିଂ ଆକ୍ସନ ଫିଲ୍ମ ‘ଓ୍ବାର’ ଅକ୍ଟୋବର ୨ରେ ରିଲିଜ ହେବାକୁ ଯାଉଛି। ଏହା ହିଟ୍‌ ହେବା ବହୁ...

ନୂଆବର୍ଷରେ ମହଙ୍ଗା ଡ୍ରେସ ପିନ୍ଧି ଚର୍ଚ୍ଚାରେ ଆଲିଆ

ମୁମ୍ବାଇ: ବଲିଉଡ ନାୟିକା ଆଲିଆ ଭଟ୍ଟ ନିକଟରେ ମା’ ହୋଇଥିବା ବେଳେ ଖୁବ୍ କମ୍ ସମୟ ମଧ୍ୟରେ ସେ ପୁଣିଥରେ ଗ୍ଲାମରସ ଲୁକରେ ନଜର ଆସିଛନ୍ତି...

ବିଧାୟକଙ୍କୁ ଅଜ୍ଞାନୀ, ମୁର୍ଖ କହିଲେ ସୋନମ

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ସୋନମ କପୁର ଫିଲ୍ମ ବ୍ୟତୀତ ସାମାଜିକ-ରାଜନୈତିକ ପ୍ରସଙ୍ଗରେ ନିଜର ମତ ଦେଇ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ସେ ଅନେକ ପ୍ରସଙ୍ଗରେ ନିଜର...

Advertisement
Archives

Model This Week