ତୁର୍କୀ ଭୂକମ୍ପ: ୧୮ ଆହତ

ଅଙ୍କାରା,୧୫।୬: ତୁର୍କୀର ବିଙ୍ଗୋଲ ଅଞ୍ଚଳରେ ରବିବାର ହୋଇଥିବା ଭୁକମ୍ପରେ ୧୮ ଜଣ ଲୋକ ଆହତ ହୋଇଥିବା ସୂଚନା ମିଳିଛି। ସମସ୍ତ ଆହତ ଏବେ ସୁସ୍ଥ ରହିଛନ୍ତି। ରିକ୍ଟର ସ୍କେଲରେ ଭୂକମ୍ପର ତୀବ୍ରତା ଥିଲା ୫.୭। କାର୍ଲିଓଭା ଜିଲାର ବିଙ୍ଗୋଲଠାରେ ଏହା ରବିବାର ସକାଳେ ଅନୁଭୂତ ହୋଇଥିଲା। ଏଥିରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଥିବା ବେଳେ କ୍ଷୟକ୍ଷତିର ପରିମାଣ ଏପର୍ଯ୍ୟନ୍ତ ଆକଳନ କରାଯାଇ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକାରେ ଜାତୀୟ ଜରୁରୀ ସ୍ଥିତି

ଓ୍ବାଶିଂଟନ,୧୫ା୩(ପି.ଟି.): କରୋନା ଭୂତାଣୁ ସଂକ୍ରମଣଜନିତ ମୃତ୍ୟୁସଂଖ୍ୟା ୫୪୦୦ ଟପିଥିବାବେଳେ ପାଖାପାଖି ଦେଢ଼ଲକ୍ଷ ଲୋକ ଏଥିରେ ଆକ୍ରାନ୍ତ ହେଲେଣି। ଏହା ବିଶ୍ୱ ଅର୍ଥନୀତିରେ ମାନ୍ଦାବସ୍ଥା ଆଣିବାକୁ ଯାଉଛି।...

ଭାରତୀୟ ନ୍ୟୁଜ ଚ୍ୟାନେଲ ଉପରେ ରୋକ ଲଗାଇଲା ନେପାଳ

କାଠମାଣ୍ଡୁ,୧୦।୭: ନେପାଳର କେପି ଓଲି ସରକାର ଭାରତର ଏକ ସ୍ଥାନକୁ ନିଜ ନୂଆ ନକ୍ସାରେ ସାମିଲ କରିବା ପରେ ଉଭୟ ଦେଶ ମଧ୍ୟ ବିବାଦ ଆରମ୍ଭ...

କରୋନା ପ୍ରଭାବ: କୁଏତରେ ଭାରତୀୟ ନାଗରିକଙ୍କ ପ୍ରବେଶ ନିଷେଧ

କୁଏତ ସିଟି,୩୧।୭: କରୋନା ସଙ୍କଟ ଯୋଗୁ କୁଏତରେ ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ଦୀର୍ଘ ଦିନରୁ କୁଏତ ସରକାର ନିଜ ଦେଶରେ ଯାତ୍ରା ଉପରେ ଲଗାଇଥିବା...

ଗଣତାନ୍ତ୍ରିକ ସୂଚକାଙ୍କ:୪୬ତମ ସ୍ଥାନରେ ଭାରତ

ଲଣ୍ଡନ,୧୧।୨:ଇଆଇୟୁ (ଇକୋନୋମିଷ୍ଟ ଇଣ୍ଟେଲିଜେନ୍ସ ୟୁନିଟ) ଦ୍ୱାରା ପ୍ରସ୍ତୁତ ୨୦୨୧ ଗଣତନ୍ତ୍ର ସୂଚକାଙ୍କରେ ଭାରତର ଗଣତାନ୍ତ୍ରିକ ସ୍କୋର ହ୍ରାସ ପାଇଛି। ହିନ୍ଦୁ ଜାତୀୟତାବାଦୀଙ୍କ ଦ୍ୱାରା ସଂଖ୍ୟାଲଘୁଙ୍କ ବିରୋଧରେ...

ୟୁଏନଏସସିର ଭୋଟିଂରେ ଭାଗ ନେଲେ ନାହିଁ ଭାରତ, ଚାଇନା, ୟୁଏଇ

ନ୍ୟୁୟର୍କ,୨୬ ।୨: ରୁଷିଆ ପକ୍ଷରୁ ୟୁକ୍ରେନ ଉପରେ କରାଯାଉଥିବା ଆକ୍ରମଣକୁ ନେଇ ଅସହମତି ପ୍ରସ୍ତାବ ଉପରେ ମିଳିତ ଜାତିସଂଘ ସୁରକ୍ଷା ପରିଷଦ ପକ୍ଷରୁ ଶୁକ୍ରବାର ଭୋଟିଂ...

ମା’ଙ୍କୁ ହତ୍ୟା ପରେ ଟିକଟିକ୍‌ କରି ଖାଇ ଦେଲା ପୁଅ

ମାଡ୍ରିଡ୍‌,୨୨।୪ : ସ୍ପେନର ଜଣେ ବ୍ୟକ୍ତି ମା’ଙ୍କୁ ହତ୍ୟା କରିବା ପରେ ଟିକଟିକ୍‌ କରି କାଟି ଦେଇଥିଲେ। କେବଳ ଏତିକି ନୁହେଁ, ମୃତଦେହର ଟିକ ଟିକ...

ହଲିଉଡ୍‌ ଅଭିନେତା ଓ୍ବାରେନ୍‌ ବର୍ଲିଙ୍ଗରଙ୍କ ପରଲୋକ

ଓ୍ବାଶିଂଟନ, ୫।୧୨-ହଲିଉଡ୍‌ ଅଭିନେତା ଓ୍ବାରେନ୍‌ ବର୍ଲିଙ୍ଗର ପରଲୋକ ହୋଇଯାଇଛି। ୮୩ ବର୍ଷ ବୟସରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ‘ହାପି ଡେଜ୍‌’ ଏବଂ ‘ଦି...

ୟୁରୋପୀୟ ସଂସଦରେ ସିଏଏକୁ ବିରୋଧ ପ୍ରସ୍ତାବ

ନୂଆଦିଲ୍ଲୀ/ବ୍ରୁସେଲସ୍ସ,୨୭।୧: ୟୁରୋପୀୟ ସଂସଦରେ ସୋସିଆଲିଷ୍ଟ ଓ ଡେମୋକ୍ରାଟସ୍‌ ଗ୍ରୁପ ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ‘ଭେଦଭାବପୁର୍ଣ୍ଣ’ ଓ ‘ମାରାତ୍ମକ ରୂପରେ ବିଭାଜନକାରୀ’ ଦର୍ଶାଇ ଏକ ପ୍ରସ୍ତାବ ଉପସ୍ଥାପନ...

Advertisement
Archives

Model This Week