Posted inଜାତୀୟ

ତୁଷାରପାତ ଯୋଗୁ ହିମାଚଳ ପ୍ରଦେଶର ୪ ରାଜପଥ ସମେତ ୬୫୦ ରାସ୍ତା ବନ୍ଦ

ଶିମଲା,୧୧।୧:ହିମାଚଳ ପ୍ରଦେଶରେ ଗତ କିଛିଦିନ ହେବ ତୁଷାରପାତ ହେବା ଫଳରେ ସାଧାରଣ ଜୀବନଯାତ୍ରା ବାଧାପ୍ରାପ୍ତ ହୋଇଛି। ହିମାଚଳ ପ୍ରଦେଶ ଷ୍ଟେଟ ଡିଜାଷ୍ଟର ମ୍ୟାନେଜମେଣ୍ଟ ଅଥରିଟି(ଏସ୍‌ଡିଏମ୍‌ଏ)ର ସୂଚନା ଅନୁଯାୟୀ, ଏହି ତୁଷାରପାତ ଫଳରେ ୪ ଜାତୀୟ ରାଜପଥ ସମେତ ପ୍ରାୟ ୬୬୫ ରାସ୍ତା ସମ୍ପୂର୍ଣ୍ଣ ଭାବେ ବନ୍ଦ ହୋଇଯାଇଛି। କେବଳ ସେତିକି ନୁହେଁ ତୁଷାରପାତ ଯୋଗୁ ୨୬୪୬ ଇଲେକ୍ଟ୍ରିସିଟି ସପ୍ଲାଇ ସ୍କିମ ବାଧାପ୍ରାପ୍ତ ହେବା ସହ ୨ଶହ ଓ୍ବାଟର ସପ୍ଲାଇ ସ୍କିମ ମଧ୍ୟ ବାଧାପ୍ରାପ୍ତ ହୋଇଛି। ଆଉ କିଛିଦିନ ଏହି ତୁଷାରପାତ ଜାରି ରହିବା ସହ ଆସନ୍ତା ୧୩ ତାରିଖରେ ହିମାଚଳ ପ୍ରଦେଶ, ଜମ୍ମୁ-କଶ୍ମୀର, ଉତ୍ତରାଖଣ୍ଡ, ପଞ୍ଜାବ, ହରିୟାଣା ଆଦି ସ୍ଥାନରେ ପ୍ରବଳ ବର୍ଷା କିମ୍ବା ତୁଷାରପାତ ହୋଇପାରେ ବୋଲି କହିଛି ପାଣିପାଗ ବିଭାଗ।


Enter your email to get our daily news in your inbox.

All Right Reserved By Dharitri.Com

୧୨ ଦିନ ମଧ୍ୟରେ ଶୁଭେନ୍ଦୁ ସରକାରଙ୍କ ପ୍ରଥମ ୟୁ-ଟର୍ଣ୍ଣ, ଗଣମାଧ୍ୟମକୁ ନେଇ ନେଲେ ଏଭଳି ନିଷ୍ପତ୍ତି

କୋଲକାତା,୨୨।୫: ଶୁଭେନ୍ଦୁ ଅଧିକାରୀଙ୍କ ନେତୃତ୍ୱରେ ଭାଜପା ସରକାର ପଶ୍ଚିମବଙ୍ଗରେ ଦାୟିତ୍ୱ ଗ୍ରହଣ କରିବାର ୧୨ ଦିନ ବିତିଗଲାଣି। ଏହି ସମୟ ମଧ୍ୟରେ ପ୍ରଶାସନ ଦ୍ରୁତ ଗତିରେ ନିଷ୍ପତ୍ତି…

ଜାରି ହେଲା ପେଟ୍ରୋଲ-ଡିଜେଲର ନୂଆଦର, କେଉଁଠି କମିଲା ତ କେଉଁଠି ବଢ଼ିଲା?

ନୂଆଦିଲ୍‌ଲୀ,୨୨।୫: ଅନ୍ତର୍ଜାତୀୟ ସ୍ତରରେ ଅଶୋଧିତ ତୈଳ ମୂଲ୍ୟରେ ଅସ୍ଥିରତା ମଧ୍ୟରେ, ଦେଶର ସରକାରୀ ତୈଳ କମ୍ପାନୀଗୁଡ଼ିକ ଆଜି ପେଟ୍ରୋଲ ଏବଂ ଡିଜେଲର ନୂତନ ଦର ପ୍ରକାଶ କରିଛନ୍ତି।…

ଯୁଦ୍ଧ ରୋକିବା ପାଇଁ ୪ଟି ସର୍ତ୍ତ ଜାରି କଲେ ଟ୍ରମ୍ପ, ବଡ଼ ଧମକ ଦେଇ କହିଲେ- ଇରାନ ନ ମାନିଲେ…

ନୂଆଦିଲ୍ଲୀ,୨୨।୫: ମଧ୍ୟପ୍ରାଚ୍ୟ ଆଉ ଏକ ଯୁଦ୍ଧର ଆଶଙ୍କାରେ ପଡ଼ିପାରେ। ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ବିପଦରେ ପଡ଼ିଛି, ଏବଂ ପୁଣି ଥରେ ଯୁଦ୍ଧ ଆରମ୍ଭ ହୋଇପାରେ।…

୨୪ ରାଜ୍ୟ ସଭା ଆସନ ପାଇଁ ନିର୍ବାଚନ ତାରିଖ ଘେଷଣା: ଏହି ଦିନ ହେବ ଭୋଟିଂ

ନୂଆଦିଲ୍ଲୀ,୨୨।୫: ଜୁନ-ଜୁଲାଇରେ ଖାଲି ପଡୁଥିବା ୨୪ଟି ରାଜ୍ୟ ସଭା ଆସନ ପାଇଁ ନିର୍ବାଚନ କମିଶନ ତାରିଖ ଘୋଷଣା କରିଛନ୍ତି। ଏହା ସହିତ ମହାରାଷ୍ଟ୍ର ଏବଂ ତାମିଲନାଡୁର ଦୁଇଟି…

୨ ପୁଅକୁ ବଞ୍ଚାଇବାକୁ ଯାଇ ନଦୀରେ ବୁଡିଯାଇଥିଲେ ବ୍ୟକ୍ତି, ଜାଲ ପକାଇ ମୃତଦେହକୁ ଉଦ୍ଧାର କଲେ ମତ୍ସ୍ୟଜୀବୀ

ନନ୍ଦପୁର/ ପାଡୁଆ, ୨୨।୫ (ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଆନ୍ଧ୍ର ସୀମାନ୍ତ ପାନ୍ଥଲୁଙ୍ଗ ପଞ୍ଚାୟତ ଦେଇ ପ୍ରବାହିତ ମାଛକୁଣ୍ଡ ନଦୀର ଶୋଭାପୁଟ…

ଆସୁଛି ଲଘୁଚାପ, ଏହି ଦିନଠୁ ପ୍ରବଳ ବର୍ଷିବ

ଭୁବନେଶ୍ବର,୨୨ା୫: ଓଡ଼ିଶା ଉପରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହାର ପ୍ରଭାବରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ…

ଇନ୍‌ଷ୍ଟାଗ୍ରାମରେ ଭାଜପାକୁ ପଛରେ ପକାଇଲା ‘କକ୍‌ରୋଚ ଜନତା ପାର୍ଟି’: ନୂଆ ଆକାଉଣ୍ଟ ସହ ଫେରିଲେ ପ୍ରତିଷ୍ଠାତା

ନୂଆଦିଲ୍ଲୀ,୨୨ା୫(ପି.ଟି.):ସୋସିଆଲ ମିଡିଆରେ ହଲଚଲ ସୃଷ୍ଟି କରିଥିବା ବ୍ୟଙ୍ଗାତ୍ମକ ଡିଜିଟାଲ ଆନ୍ଦୋଳନ ‘କକ୍‌ରୋଚ ଜନତା ପାର୍ଟି’ (ସିଜେପି) ବିରୋଧରେ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଗୁରୁବାର ଏହି ପାର୍ଟିର…

ସ୍ପଷ୍ଟ ଦିବାଲୋକରେ ବିଚ ରାସ୍ତାରେ ଦୁଇ ଯୁବକଙ୍କୁ ନିର୍ଘାତ ମାଡ଼ , ଗୁଣ୍ଡାଗିରିର ଭିଡିଓ ଭାଇରାଲ

ଉଦଳା, ୨୨।୫( ସନ୍ତୋଷ ବାଞ୍ଝିନୀ): ରାସ୍ତା ପାଲଟିଲା ରେସଲିଂ ରିଙ୍ଗ। ପୋଲିସକୁ ନାହିଁ ଭୟ, ଥାନା ଠାରୁ ୫ ଶହ ମିଟର ଦୂରରେ ସ୍ପଷ୍ଟ ଦିବାଲୋକରେ ବିଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri