Posted inଜାତୀୟ

ତୃଣମୂଳ କଂଗ୍ରେସ ନେତାଙ୍କୁ ଲକ୍ଷ୍ନୌରେ ପ୍ରବେଶ କରିବାକୁ ମିଳିିବନି ଅନୁମତି: ଡିଜିପି

ଲକ୍ଷ୍ନୌ,୨୨।୧୨: ତୃଣମୂଳ କଂଗ୍ରେସ ନେତାଙ୍କୁ ଲକ୍ଷ୍ନୌରେ ପ୍ରବେଶ କରିବା ଅନୁମତି ମିଳିବ ନାହିଁ ବୋଲି ତ୍ତରପ୍ରଦେଶ ଡିଜିପି ଓ.ପି. ସିଂ ସୂଚନା ଦେଇଛନ୍ତି। ତୃଣମୂଳ ନେତା ଦିନେଶ ତ୍ରିବେଦି, ପ୍ରତିମା ମଣ୍ଡଳ, ମହମ୍ମଦ୍‌ ନଦିମୁଲ୍‌ ହକ୍‌ ଏବଂ ଆବିର୍‌ ବିଶ୍ୱାସ ଲକ୍ଷ୍ନୌରେ ପହଞ୍ଚିବାର କାର୍ଯ୍ୟକ୍ରମ ରହିଛି। ସେମାନେ ସିଏଏ ହିଂସାରେ ମୃତ୍ୟୁ ଘଟିଥିବା ମୃତକଙ୍କ ପରିବାରବର୍ଗଙ୍କୁ ଭେଟିବେ ବୋଲି ଦଳ ପକ୍ଷରୁ କୁହାଯାଇଥିଲା। ତେବେ ସମ୍ପୃକ୍ତ ଅଞ୍ଚଳରେ ୧୪୪ ଧାରା ଜାରି ହୋଇଥିବାରୁ ସୁରକ୍ଷା ଦୃଷ୍ଟିରୁ ତୃଣମୂଳ କଂଗ୍ରେସ ସଦସ୍ୟଙ୍କୁ ଲକ୍ଷ୍ନୌରେ ପ୍ରବେଶ ଅନୁମତି ମିଳିବ ନାହିଁ ବୋଲି ଡିଜିପି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଉପନିର୍ବାଚନରେ ପରାଜୟ ପରେ ଭାଜପାର ବଡ଼ ଆକ୍ସନ, ଭାଙ୍ଗିଦେଲା ଦଳର…

ନୂଆଦିଲ୍ଲୀ,୪।୮: ଦତିଆ ବିଧାନସଭା ଉପନିର୍ବାଚନରେ ମିଳିଥିବା ଶୋଚନୀୟ ପରାଜୟ ପରେ ଭାଜପା ଏକ ବଡ଼ ନିଷ୍ପତ୍ତି ନେଇଛି। ଦଳ ସଂଗଠନରେ ପରିବର୍ତ୍ତନ ଆଣିବା ଉଦ୍ଦେଶ୍ୟରେ ସମଗ୍ର ଜିଲ୍ଲା…

ପୃଥିବୀରେ ମାଡ଼ ହେବ ଭୟଙ୍କର ଆଷ୍ଟ୍ରୋଏଡ, ବୈଜ୍ଞାନିକ କହିଦେଲେ ତାରିଖ; ୨୨ଟି ପରମାଣୁ ବୋମା ଭଳି ଘଟିବ ପ୍ରଳୟ !

ନୂଆଦିଲ୍ଲୀ,୪।୮: ପୃଥିବୀରେ ମାଡ଼ ହେବ ବିରାଟ ଆଷ୍ଟ୍ରୋଏଡ୍ । ଧ୍ୱଂସ ହୋଇଯିବ ସବୁ କିଛି । ଛାରଖାର ହୋଇଯିବ ପୃଥିବୀ। ଯାହାକୁ ନେଇ ବୈଜ୍ଞାନିକମାନେ ଛାନିଆ ହେଲେଣି…

ବୁଧବାର ଚନ୍ଦ୍ରରେ ହେବ ଭୟଙ୍କର ବିସ୍ଫୋରଣ, ପ୍ରଚଣ୍ଡ ଶବ୍ଦରେ ହୋଇଯିବ ଛାରଖାର!

ନୂଆଦିଲ୍ଲୀ,୪।୮: ଆସନ୍ତା ୫ ତାରିଖ ବୁଧବାରରେ ସ୍ପେସ୍ ଏକ୍ସ ରକେଟର ୩,୯୦୦ କି.ଗ୍ରା ଓଜନର ଏକ ଟୁକୁଡା ଚନ୍ଦ୍ରପୃଷ୍ଠରେ ବିସ୍ଫୋରଣ ହେବ। ୨୦୨୫ ଜାନୁଆରୀ ୧୫ରେ ସ୍ପେସ…

ଆସନ୍ତାକାଲି ଠାରୁ ମିଳିବ ଶୁଦ୍ଧ ପେଟ୍ରୋଲ? E20ରୁ ମିଳିବ ମୁକ୍ତି, ବଡ଼ ବୟାନ ଦେଲେ ସରକାର…

ନୂଆଦିଲ୍ଲୀ,୪।୮:: ଗତ କିଛି ଦିନ ଧରି, ସୋସିଆଲ ମିଡିଆରେ ଏକ ଖବର ଭାଇରାଲ ହେଉଛି, ଯେଉଁଥିରେ ଦାବି କରାଯାଉଛି ଯେ, ସରକାର E20 ପେଟ୍ରୋଲକୁ ପର୍ଯ୍ୟାୟକ୍ରମେ ବନ୍ଦ…

ଏଣିକି UPI ପେମେଣ୍ଟରେ ଲାଗିବ ଏକ୍ସର୍ଟା ଚାର୍ଜ? ଜାଣନ୍ତୁ କେତେ ଟ୍ରାଞ୍ଜାକ୍ସନ କଲେ ଦେବାକୁ ପଡିବ ଟଙ୍କା…

ନୂଆଦିଲ୍ଲୀ,୪।୮: ସରକାର ୟୁପିଆଇ (UPI) ମାଧ୍ୟମରେ ପେମେଣ୍ଟ କରିବାକୁ ନେଇ ଏକ ବଡ଼ ପରିବର୍ତ୍ତନ କରିବାକୁ ପ୍ରସ୍ତୁତି କରୁଛନ୍ତି। ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସଂସଦରେ ‘ପେମେଣ୍ଟ ଆଣ୍ଡ୍…

ଭାରତକୁ ବଡ଼ ଝଟ୍‌କା: ଏସିଆନ୍‌ ଗେମ୍ସରେ ଖେଳିବେନି ହର୍ଡଲ୍ସ ଷ୍ଟାର ଶୀର୍ସେ, ଜାଣନ୍ତୁ…

ନୂଆଦିଲ୍ଲୀ,୪ା୮: ଆସନ୍ତା ମାସରେ ଜାପାନରେ ହେବାକୁ ଥିବା ଏସିଆନ ଗେମ୍ସରେ ଭାରତର ୧୧୦ ମି. ହର୍ଡଲ୍ସ ଷ୍ଟାର ତେଜସ ଶୀର୍ସେ ପ୍ରତିଦ୍ୱନ୍ଦ୍ୱିତା କରିବେ ନାହିଁ। ଏ ନେଇ…

ତପ୍ତପାଣି ଗସ୍ତ ସାରି ଫେରିଲେ ରାଷ୍ଟ୍ରପତି: ଉଷ୍ମ ପସ୍ରବଣର ଗନ୍ଧକଯୁକ୍ତ ପାଣିରେ ସ୍ନାନ, ମା’ କନ୍ଧୁଣି ଦେବୀଙ୍କୁ କଲେ ପୂଜାର୍ଚ୍ଚନା

ଦିଗପହଣ୍ଡି, ୪।୮ (ଅଶେଷ ନାଥ ମିଶ୍ର): ଦେଶର ପ୍ରଥମ ନାଗରିକ ତଥା ମାନ୍ୟବର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଙ୍ଗଳବାର ଗଞ୍ଜାମ-ଗଜପତି ସୀମାନ୍ତର ପ୍ରସିଦ୍ଧ ପର୍ଯ୍ୟଟନ କ୍ଷେତ୍ର ତପ୍ତପାଣି…

ଅନ୍ତର୍ଜାତୀୟ କ୍ରୀଡ଼ା ଇଭେଣ୍ଟରେ ଲଜ୍ଜିତ ହେଲା ପାକିସ୍ତାନ, ଜାଣନ୍ତୁ ସମ୍ପୂର୍ଣ୍ଣ ଘଟଣା…

କରାଚି,୪ା୮: ପୁଣି ଥରେ ଅନ୍ତର୍ଜାତୀୟ କ୍ରୀଡ଼ା ଇଭେଣ୍ଟରେ ଲଜ୍ଜିତ ହୋଇଛି ପାକିସ୍ତାନ। ନିକଟରେ ଶେଷ ହୋଇଥିବା ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଭାଗ ନେଇଥିବା ପାକିସ୍ତାନୀ ବକ୍ସର କୁଦ୍ରାତୁଲା ଦଳୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri