Posted inଖେଳ

ତୃତୀୟ ଦିନିକିଆ: ବାଂଲାଦେଶର ବୃହତ୍‌ ବିଜୟ

ସିଲହେଟ,୭।୩- ବର୍ଷା ବାଧାପ୍ରାପ୍ତ ଜିମ୍ବାଓ୍ବେ ବିପକ୍ଷ ତୃତୀୟ ଦିନିକିଆ ମ୍ୟାଚ୍‌ରେ ଘରୋଇ ବାଂଲାଦେଶ ଡକ୍‌ଓ୍ବର୍ଥ/ ଲୁଇସ୍‌ ନିୟମରେ ୧୨୩ ରନରେ ବିଜୟୀ ହୋଇଛି। ଟସ୍‌ ହାରି ବାଂଲାଦେଶ ପ୍ରଥମେ ବ୍ୟାଟିଂ କରି ୪୩ ଓଭରରେ ୩ ଉଇକେଟ ହରାଇ ୩୨୨ ରନ ସଂଗ୍ରହ କରିଥିଲା। ବର୍ଷା ଯୋଗୁ ମ୍ୟାଚ୍‌ ବାଧାପ୍ରାପ୍ତ ହେବା କାରଣରୁ ଜିମ୍ବାଓ୍ବେ ସମ୍ମୁଖରେ ସମାନ ୪୩ ଓଭରରେ ୩୪୨ ରନର ବିଜୟ ଲକ୍ଷ୍ୟ ଧାର୍ଯ୍ୟ ହୋଇଥିଲା। ତେବେ ଜିମ୍ବାଓ୍ବ ୩୭.୩ ଓଭରରେ ୨୧୮ ରନ କରି ଅଲଆଉଟ ହେବା ସହ ପରାସ୍ତ ହୋଇଥିଲା।
ସଂକ୍ଷିପ୍ତ ସ୍କୋର:
ବାଂଲାଦେଶ ୪୩ ଓଭରରେ ୩୨୨/୩
(ଲିଟନ ଦାସ- ୧୭୬, ତାମିମ ଇକ୍‌ବାଲ- ୧୨୮*, କାର୍ଲା ମୁମ୍ବା- ୩/୬୯)।
ଜିମ୍ବାଓ୍ବେ ୩୭.୩ ଓଭରରେ ୨୧୮ ଅଲଅଲଟ
(ସିକନ୍ଦର ରାଜା- ୬୧, ଓ୍ବେସଲି ମାଡହେଭେର- ୪୨, ସିନ ଓ୍ବିଲିୟମ୍ସ- ୩୦, ରେଗିସ ଚକଭା- ୩୪, ବ୍ରେଣ୍ଡନ ଟେଲର- ୧୪, ଡୋନାଲ୍ଡ ତରିପାନୋ- ୧୫, ମହମ୍ମ ସେଫୁଦ୍ଦିନ- ୪/ ୪୧, ତାଇଜୁଲ ଇସ୍‌ଲାମ- ୨/ ୩୮)।


Enter your email to get our daily news in your inbox.

All Right Reserved By Dharitri.Com

ଯନ୍ତ୍ରୀ ଅନୁପମା ସାହୁ ଗିରଫ, ଗାଡ଼ିରୁ ବାହାରିଥିଲା ବିଡ଼ାବିଡ଼ା ଟଙ୍କା, ଭୁବନେଶ୍ୱରରେ ଫ୍ଲାଟ୍‌ ସହ ଅନେକ ସହରରେ ରହିଛି…

କଟକ,୬ା୯(ପ୍ରଭୁକଲ୍ୟାଣ ପାଲ): ଲାଞ୍ଚ ଟଙ୍କାରେ ଫସିଲେ ଲେଡି ଅଫିସର। ଗିରଫ ହୋଇ କୋର୍ଟ ଚାଲାଣ ହୋଇଛନ୍ତି କେନ୍ଦ୍ରାପଡ଼ା ଡ୍ରେନେଜ ଡିଭିଜନର ସହକାରୀ ନିର୍ବାହୀ ଯନ୍ତ୍ରୀ ଅନୁପମା ସାହୁ।…

ଜଳି ଶଙ୍ଖ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା, ଟ୍ରକ ଧକ୍କାରେ ଓଲଟି ପଡ଼ିଲା ଅଟୋ

ଖଲ୍ଲିକୋଟ,୬।୯(ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ବ୍ଳକ ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥର ଜଳି ଶଙ୍ଖ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ରବିବାର ଅପରାହ୍ନରେ ଟ୍ରକ୍…

ଫୁଟବଲ ଖେଳ ଚାଲିଥିବା ବେଳେ ଆକାଶରୁ ଖସିଲା ମୃତ୍ୟୁ

କୁଆଁରମୁଣ୍ଡା,୬।୯(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଥାନା କୁଆଁରମୁଣ୍ଡା ଫାଣ୍ଡି ଅନ୍ତର୍ଗତ କାଲୋଷିହିରିଆ ଗେଲ୍‌ଇଣ୍ଡିଆ ଖଡିଆବସ୍ତି ଫୁଟବଲ ପଡ଼ିଆରେ ରବିବାର ଏକ ଅଘଟଣ ଘଟିଛି। ପଡ଼ିଆରେ…

ଅବୈଧ ସମ୍ପର୍କରେ ବାଧା ସାଜିଲେ ସନ୍ତାନ; ପ୍ରେମିକ ସହ ମିଶି ହତ୍ୟା କଲେ, ଅନ୍ୟ ଜିଲାକୁ ନେଇ ଫିଙ୍ଗିଦେଲେ ମା’

ଚେନ୍ନାଇ,୬।୯: ତାମିଲନାଡୁର ତିରୁପତ୍ତୁର ଜିଲାରୁ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି । ୫ ବର୍ଷ ଓ ୩ ବର୍ଷ ବୟସର ଦୁଇ ଶିଶୁଙ୍କୁ କୂଅରେ ଫିଙ୍ଗି…

ରାହୁଙ୍କ ସବୁଠାରୁ ବଡ଼ ଗୋଚର; ୩ ରାଶିଙ୍କୁ ବମ୍ପର ଲାଭ, ଚମକି ଉଠିବ ଭାଗ୍ୟ

ଡିସେମ୍ୱର ୨୦୨୬ରେ ରାହୁ କୁମ୍ଭ ରାଶିରୁ ମକର ରାଶିକୁ ଚଳନ କରିବେ, ଯାହା ଫଳରେ କିଛି ରାଶିର ବ୍ୟକ୍ତିବିଶେଷଙ୍କୁ ପ୍ରଚୁର ଲାଭ ମିଳିବାର ଯୋଗ ରହିଛି। ବୈଦିକ…

UPI Payment: ଭୁଲ ନମ୍ୱରକୁ କରିଦେଇଛନ୍ତି କି ପେମେଣ୍ଟ? ଜାଣନ୍ତୁ କେମିତି ଫେରି ପାଇବେ ଆପଣଙ୍କ ଟଙ୍କା, ତୁରନ୍ତ କରନ୍ତୁ ଏହି କାମ

ନୂଆଦିଲ୍ଲୀ,୬।୯: UPI ପେମେଣ୍ଟ ଟଙ୍କା କାରବାରକୁ ବହୁତ ସହଜ ଏବଂ ଦ୍ରୁତ କରିଦେଇଛି। ତଥାପି, ବେଳେବେଳେ ତରବରିଆ ଭାବେ କିମ୍ୱା ଅସାବଧାନତା ଯୋଗୁଁ ଭୁଲ ନମ୍ୱର ବା…

୭ରୁ ୧୩ ସେପ୍ଟେମ୍ୱର ଯାଏ ଏହି ୪ରାଶିଙ୍କୁ ମିଳିବ ବଡ଼ ଲାଭ; ହୁ ହୁ ହୋଇ ବଢିବ ଇନକମ୍‌, ଘରକୁ ଆସିବ ଖୁସି ଖବର

ସେପ୍ଟେମ୍ୱର ମାସର ଦ୍ୱିତୀୟ ସପ୍ତାହ କିଛି ରାଶିର ବ୍ୟକ୍ତିବିଶେଷଙ୍କ ପାଇଁ ଖୁସି ଏବଂ ସଫଳତାର ଉପହାର ନେଇ ଆସିଛି। ଏହି ସମୟ ମଧ୍ୟରେ ମନମୁତାବକ ଲାଭ ମିଳିବା…

ମନ୍ତ୍ରୀଙ୍କ ପ୍ରଦର୍ଶନ ଉପରେ ମୋଦିଙ୍କ ନଜର, କ୍ୟାବିନେଟ୍ ଅଦଳବଦଳ ନେଇ ବଢ଼ିଲା ଚର୍ଚ୍ଚା

ନୂଆଦିଲ୍ଲୀ,୬ା୯: ମନ୍ତ୍ରୀମାନଙ୍କ କାର୍ଯ୍ୟଧାରା ଓ ବିଭିନ୍ନ ମନ୍ତ୍ରଣାଳୟର ପ୍ରଦର୍ଶନକୁ ନେଇ ସୋମବାର ସନ୍ଧ୍ୟାରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ହେବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି ବୈଠକରେ ଅଧ୍ୟକ୍ଷତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri