ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ମତଦାନ ଆରମ୍ଭ

ନୂଆଦିଲ୍ଲୀ,୨୩।୪: ତୃତୀୟ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ ପାଇଁ ମଙ୍ଗଳବାର ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଛି। ୧୫ଟି ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳର ୧୧୬ଟି ଆସନ ପାଇଁ ମତଦାନ ଜାରି ରହିଛି। ଭୋଟର ମୋଟ୍‌ ୧୬୧୨ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ। ତୃତୀୟ ପର୍ଯ୍ୟାୟରେ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ,ଭାଜପା ଅଧ୍ୟକ୍ଷ ଅମିତ ଶାହ, ସମାଜବାଦୀ ପାର୍ଟିର ମୁଲାୟମ ସିଂ ଯାଦବ ଆଦି ପ୍ରମୁଖ ନେତା ନିର୍ବାଚନ ମଇଦାନରେ ଅଛନ୍ତି। ତୃତୀୟ ପର୍ଯ୍ୟାୟ ଆସାମର ୪ଟି ଆସନ, ବିହାରର ୫, ଛତିଶଗଡ଼ର ୭, ଗୁଜରାଟର ୨୬, ଗୋଆର ୨, ଜମ୍ମୁ-କଶ୍ମୀରର ଗୋଟିଏ, କର୍ନାଟକର ୧୪, କେରଳର ୨୦, ମହାରାଷ୍ଟ୍ରର ୧୪, ଓଡିଶାର ୬, ଉତ୍ତରପ୍ରଦେଶର ୧୦, ପଶ୍ଚିମବଙ୍ଗର ୫, ଦାଦ୍ରା ଓ ନଗର ହାଭେଲିର ଗୋଟିଏ ଏବଂ ଡାମନ ଓ ଡିଉର ଗୋଟିଏ ଆସନରେ ଭୋଟଗ୍ରହଣ ଆରମ୍ଭ ହୋଇଛି। ଏଥି ପାଇଁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ-ଆମେରିକା ମିଳିମିଶି ନିର୍ମାଣ କରୁଛନ୍ତି ଏକ ଶାନ୍ତି ପୂର୍ଣ୍ଣ ବିଶ୍ୱ ସମୁଦାୟ: ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ

ଓ୍ବାଶିଂଟନ,୧୬।୪: ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଏବେ ଆମେରିକା ଗସ୍ତରେ ଅଛନ୍ତି। ସେଠାରେ ଭାରତୀୟ ଆମେରିକୀୟ ସମ୍ପ୍ରଦାୟର ଏକ କାର୍ଯ୍ୟକ୍ରମକୁ ସମ୍ବୋଧିତ କରି ଅର୍ଥମନ୍ତ୍ରୀ କହିଛନ୍ତି, ଭାରତ...

ବିବାଦୀୟ ମନ୍ତବ୍ୟ: କମଲ ହାସନଙ୍କ ଉପରକୁ ଚପଲ ଫିଙ୍ଗିଲେ ହନୁମାନ ସେନା

ଚେନ୍ନାଇ,୧୬।୫: କମଲ ହାସନଙ୍କ ବିବାଦୀୟ ମନ୍ତବ୍ୟ ନେଇ ଆରମ୍ଭ ହୋଇଛି ଚର୍ଚ୍ଚା। ଏହି ମର୍ମରେ ହନୁମାନ ସେନା ପକ୍ଷରୁ କମଲଙ୍କ ଉପରକୁ ଚପଲ ଫିଙ୍ଗାଯାଇଛି। ସେ...

୮ ମାସ ଧରି ନାବାଳିକାଙ୍କୁ ବଳାତ୍କାର କରିଛନ୍ତି ୮୦ ଜଣ

ଅମରାବତୀ,୨୧।୪: ଆନ୍ଧ୍ର ପ୍ରଦେଶର ଗଣ୍ଟୁରରୁ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଜଣେ ୧୩ ବର୍ଷର ନାବାଳିକା ସହ ୮୦ ଜଣ ଗଣବଳାତ୍କାର କରିଛନ୍ତି। ଦୀର୍ଘ...

ଅକ୍ସିଜେନ ଯୋଗାଣ ନିଶ୍ଚିତ କରିବାକୁ ରାଜ୍ୟଙ୍କୁ କେନ୍ଦ୍ରର ଚିଠି…

ନୂଆଦିଲ୍ଲୀ,୨୪।୧୨ : କରୋନା ମୁକାବିଲା ପାଇଁ ନିୟମିତ ଅକ୍ସିଜେନ ଯୋଗାଣ ନିଶ୍ଚିତ କରିବାକୁ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ସମସ୍ତ ରାଜ୍ୟକୁ ଏକ ଚିଠି ଲେଖିଛି। ଏହା ସହିତ,...

ମୋବାଇଲ୍‌ ଚାର୍ଜର ପାଟିରେ ପୁରାଇ ଦେବାରୁ ୨ବର୍ଷର ଶିଶୁର ଜୀବନ ଗଲା

ଲକ୍ଷ୍ନୌ, ୨୧।୫: ଉତ୍ତର ପ୍ରଦେଶର ବୁଲନ୍ଦସହରରେ ଏକ ହୃଦୟ ବିଦାରକ ଘଟଣା ଘଟିଛି। ମୋବାଇଲ ଚାର୍ଜର ପାଟିରେ ପୂରେଇ ଦେବାରୁ ବିଦ୍ୟୁତ ଆଘାତ ଲାଗି ଜଣେ...

ବିଚାରପତିଙ୍କୁ ହତ୍ୟା ଧମକ ଦେଇଥିବା ଅଭିିଯୁକ୍ତ ଗିରଫ

ବେଙ୍ଗାଲୁରୁ,୨୩।୩: କର୍ନାଟକ ହିଜାବ ବିବାଦରେ ରାୟ ଶୁଣାଇଥିବା ହାଇକୋର୍ଟ ବିଚାରପତିଙ୍କୁ ହତ୍ୟା ଧମକ ଦେଇଥିବା ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। କର୍ନାଟକ ପୋଲିସ ଉକ୍ତ ଅଭିଯୁକ୍ତଙ୍କୁ ତାମିଲନାଡୁରୁ...

ଏକତରଫା ପ୍ରେମ: ନାବାଳିକାଙ୍କ ଗଳା କାଟିଦେଲେ ଯୁବକ

ବାଲେଶ୍ୱର ଅଫିସ, ୩।୨- ବାଲେଶ୍ବର ସହଦେବଖୁଣ୍ଟା ଥାନା ଅଧୀନ ନୂଆବଜାର ଅଞ୍ଚଳର ଜଣେ ଯୁବକ ଏକ ନାବାଳିକାଙ୍କୁ ବାରମ୍ବାର ପ୍ରେମ ନିବେଦନ କରି ବିଫଳ ହେବା...

୪୦ ପଇସା ପାଇଁ ୪ ହଜାର ତଣ୍ଡ

ବେଙ୍ଗାଲୁରୁ,୧୫।୩:ଦୋକାନରୁ କୌଣସି ଜିନିଷ କିଣିଲେ ଆମେ ସାଧାରଣତଃ ସମ୍ପୂର୍ଣ୍ଣ ମୂଲ୍ୟ ପୈଠ କରିଥାଉ। ଉଦାହରଣ ସ୍ବରୂପ ଯଦି ଗୋଟିଏ ଜିନିଷର ଦାମ୍‌ ୨୪ଟଙ୍କା ୫୫ ପଇସା...

Advertisement
Archives

Model This Week