ତୃତୀୟ ବିବାହ କରି ଜେଲ ଗଲେ ସ୍ବାମୀ

ବୁଗୁଡ଼ା,୨୪ା୨(ଡି.ଏନ.ଏ.): ତୃତୀୟ ବିବାହ କରିବା ଅଭିଯୋଗରେ ବୁଗୁଡ଼ା ପୋଲିସ ଜଣଙ୍କୁ କୋର୍ଟଚାଲାଣ କରିଛି। ସେ ହେଲେ ବୁଗୁଡ଼ା ଥାନା ଜାମପଲ୍ଲୀ ଗାଁର ସନ୍ତୋଷ କୁମାର ସେନାପତି (୫୫)। ୩୦ ବର୍ଷ ପୂର୍ବେ ସନ୍ତୋଷ ପ୍ରଥମ ବିବାହ କରିଥିଲେ। କିନ୍ତୁ ତାଙ୍କର କୌଣସି ସନ୍ତାନ ହୋଇ ନ ଥିଲା। ତେଣୁ ସେ ଦ୍ୱିତୀୟ ବିବାହ କରି ସ୍ତ୍ରୀଙ୍କୁ ଭୁବନେଶ୍ୱରରେ ଆଣି ରଖିଥିଲେ। ତାଙ୍କର ମଧ୍ୟ କୌଣସି ସନ୍ତାନ ହୋଇ ନ ଥିବାରୁ ସନ୍ତୋଷ ଦୁଇ ଜଣ ସ୍ତ୍ରୀଙ୍କୁ ଛାଡ଼ି ତୃତୀୟ ବିବାହ କରିଥିଲେ। ଖବର ପାଇ ଦ୍ୱିତୀୟ ସ୍ତ୍ରୀ ଭୁବନେଶ୍ୱରରେ ପୋଲିସକୁ ଜଣାଇବା ପରେ ବୁଗୁଡ଼ା ଥାନାକୁ ଆସି ଅଭିଯୋଗ କରିଥିଲେ। ପୋଲିସ ନଂ. ୩୯/୨୦ରେ ଏକ ମାମଲା ରୁଜୁ କରି ସନ୍ତୋଷଙ୍କୁ ଗିରଫ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୧୮ରେ ଆନ୍ଦୋଳନ କରିବ ଜିଲା କଂଗ୍ରେସ

କେନ୍ଦ୍ରାପଡା ଅଫିସ, ୫।୨:କେନ୍ଦ୍ରାପଡା ଜିଲା ସ୍ବାସ୍ଥ୍ୟସେବାର ବିକାଶ ପାଇଁ ମେଡିକାଲ କଲେଜ ପ୍ରତିଷ୍ଠା ଆବଶ୍ୟକ। ଏହି ଦାବିରେ ଆସନ୍ତା ୧୮ ତାରିଖରେ ଜିଲା କଂଗ୍ରେସ ପକ୍ଷରୁ...

ମାସେ ବିତିଲା, ଏବେବି ଆଇସିୟୁରେ ୬ ଆହତ

ଡେରାବିଶ, ୨୩ା୧୨(ସ୍ବ.ପ୍ର.):କେନ୍ଦ୍ରାପଡ଼ା ଜିଲା ସଦର ଥାନା ଅନ୍ତର୍ଗତ ବାଲିଆ ବଜାରରେ ନଭେମ୍ବର ୨୩ରେ ହୋଇଥିବା କାର୍ତ୍ତିକେଶ୍ୱର ଭସାଣି ଉତ୍ସବ ଚାଲିଥିବାବେଳେ ବାଣ ବିସ୍ଫୋରଣରେ ଶତାଧିକ ଆହତ...

ମହିଳାଙ୍କୁ ଅସଦାଚରଣ : ୨ କୋର୍ଟ ଚାଲାଣ

ବ୍ରହ୍ମପୁର ଅଫିସ,୨୨।୯: ଜଣେ ମହିଳା ଓ ତାଙ୍କ ଝିଅଙ୍କୁ ଅସଦାଚରଣ କରାଯାଇଥିବା ମାମଲାରେ ଗଞ୍ଜାମ ଜିଲା ସଦର ଥାନା ପୋଲିସ ୨ ଜଣ ଯୁବକଙ୍କୁ ଗିରଫ...

ଚାନ୍ଦିମେଢ଼, ଦହିପଖାଳ ଆକର୍ଷଣ

ଢେଙ୍କାନାଳ ଅଫିସ, ୧୫ା୧୦: ଲକ୍ଷ୍ମୀବଜାର ପୂଜା ପ୍ରତିଷ୍ଠାନର ପ୍ଲାଟିନମ୍‌ ଜୁବିଲି ସମାରୋହର ଶୁକ୍ରବାର ଥିଲା ୫ମ ସନ୍ଧ୍ୟା। ଆୟୋଜିତ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ...

ଜଙ୍ଗଲ ଜମିରେ ଚାଲିଛି ବେଆଇନ ଗଞ୍ଜେଇ ଚାଷ: ଅମଳ ପାଇଁ ଗଞ୍ଜେଇପଦାରେ ଟଣାହେଲାଣି ତମ୍ବୁ

ବଇଣ୍ଡା,୨୬ା୧୨(ପରିକ୍ଷିତ ସାହୁ) – ଅନୁଗୋଳ ଜିଲା କିଶୋରନଗର ବ୍ଲକର ହଣ୍ଡପା ଓ ଆଠମଲ୍ଲିକ ବ୍ଲକ ଠାକୁରଗଡ ଥାନା ଇଲାକାର ଅନେକ ସରକାରୀ ଜଙ୍ଗଲ ଜମିରେ ବେଆଇନ...

ଘରୁ ବାହାରିଲେ ମାଳ ମାଳ ନାଗ ସାପ

ଭଦ୍ରକ ଅଫିସ,୨୬।୬-ଗୋଟିଏ କି ଦୁଇଟି ନୁହିଁ। ଏକାବେଳେ ୪୦ରୁ ଊର୍ଦ୍ଧ୍ୱ ସାପ ଉଦ୍ଧାର ହୋଇଛି। ଏଭଳି ଘଟଣା ଭଦ୍ରକ ବ୍ଲକ କଲେଇ ପଞ୍ଚାୟତ ରଙ୍ଗରାଜପୁର ଗ୍ରାମରେ...

ଦୋକାନ ଭିତରକୁ ପଶିଗଲା କାର୍‌, ୩ ଛାତ୍ରୀ ଆହତ

ପୁରୁଷୋତ୍ତମପୁର,୧୯ା୧୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟରାସ୍ତାର ଭାବନ୍ଧ ଛକଠାରେ କାର୍‌ ନଂ ଓଡି ୦୭ଏନ ୨୯୩୬ ଦ୍ରୁତ ଗତିରେ ଆସି ରାସ୍ତା...

ସୂର୍ଯ୍ୟକାନ୍ତିକୁଁ ସାହାଯ୍‌ର ହାତ୍‌ ବଢ଼ାଲା ପରଶାସନ

  ପର୍ଲା, ୬ା୧୨ (ଡି.ଏନ.ଏ.)- କଳାହାଣ୍ଡି ଜିଲା ଧର୍ମଗଡ଼ ବ୍ଲକ ଦଣ୍ଡପାଟ ଅଂଚଲ ଛଞ୍ଚାଣବାହାଲି ପଁଚେତ୍‌ ବେହେରାଗୁଡ଼ା ଗଁାର ନିସାହା ବିଧବା ସୂର୍ଯ୍ୟକାନ୍ତି ଧରୁଆ(୩୮)। ତାକର...

Advertisement
Archives

Model This Week