ତୃପ୍ତି ସେଲ୍‌ସ ଆଣ୍ଡ ସର୍ଭିସ ସୁବିଧାର ଶୁଭାରମ୍ଭ

ଭୁବନେଶ୍ୱର, ୧୩-୮ (ବ୍ୟୁରୋ): ଫୋର୍ଡ ଇଣ୍ଡିଆ ପକ୍ଷରୁ ସ୍ଥାନୀୟ ପାତ୍ରପଡାଠାରେ ତୃପ୍ତି ଫୋର୍ଡ ସେଲ୍‌ସ ସର୍ଭିସ ସୁବିଧାର ଶୁଭାରମ୍ଭ କରାଯାଇଛି। ନୂଆ ଫାସିଲିଟିକୁ କମ୍ପାନୀର ସେଲ୍‌ସ ବିଭାଗ ଉପସଭାପତି ଏସ୍‌. ଲକ୍ଷ୍ମୀ ରାମ କୁମାର, ଶୋ’ରୁମ ଏମ୍‌ଡି ବଦ୍ରି ନାରାୟଣ ସାମନ୍ତରାୟ, ନିର୍ଦ୍ଦେଶକ ରୁଦ୍ର ନାରାୟଣ ସାମନ୍ତରାୟ ଉଦଘାଟନ କରିଥିଲେ। ଏଠାରେ ଗ୍ରାହକମାନେ ସେଲ୍‌ସ ସର୍ଭିସ ଏବଂ ସ୍ପେୟାର ସୁବିଧା ଲାଭ କରିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଘରୋଇ ଡିଜିଟାଲ କରେନ୍ସିକୁ ଆର୍‌ବିଆଇର ନା

ମୁମ୍ବାଇ,୬-୧୨: ରିଜର୍ଭ ବ୍ୟାଙ୍କ ବତ୍ତର୍ମାନ ଡିଜିଟାଲ କରେନ୍ସି ଆଣିବା ନେଇ ସ୍ପଷ୍ଟ ଭାବେ କହି ହେବ ନାହିଁ ବୋଲି ଗଭର୍ନର ଶକ୍ତିକାନ୍ତ ଦାସ କହିଛନ୍ତି। ଏ...

ନାଲ୍‌କୋ ପକ୍ଷରୁ ୧୦.୨ କୋଟି ପ୍ରଦାନ

ଭୁବନେଶ୍ୱର,୯ା୪: ରାଷ୍ଟ୍ରାୟତ୍ତ ଆଲୁମିନିୟମ କମ୍ପାନୀ ଲିମିଟେଡ ନାଲ୍‌କୋ ପକ୍ଷରୁ କୋଭିଡ-୧୯ ଲଢେଇ ଲାଗି ୧୦.୨ କୋଟି ଟଙ୍କା ସରକାରଙ୍କୁ ପ୍ରଦାନ କରାଯାଇଛି। କମ୍ପାନୀ ପକ୍ଷରୁ ପିଏମ୍‌...

ଜନଧନ ଆକାଉଣ୍ଟରେ ଜମା ୧ ଲକ୍ଷ କୋଟି ଟପିଲା

ନୂଆଦିଲ୍ଲୀ,୧୮-୮: ସମାଜର ଗରିବ ଶ୍ରେଣୀ ନିକଟରେ ବ୍ୟାଙ୍କକୁ ପହଞ୍ଚାଇବା ଲାଗି ୫ ବର୍ଷ ପୂର୍ବେ ଏନ୍‌ଡିଏ ସରକାର ଆରମ୍ଭ କରିଥିଲେ ପ୍ରଧାନମନ୍ତ୍ରୀ ଜନଧନ ଯୋଜନା। ଏବେ...

ଆର୍‌ବିଆଇ ମୁଦ୍ରାନୀତି କମିଟି ବୈଠକ ଆରମ୍ଭ; ରେପୋ ରେଟ୍‌ ହ୍ରାସ ସମ୍ଭାବନା

ନୂଆଦିଲ୍ଲୀ,୨-୯: ଗଭର୍ନର ଶକ୍ତିକାନ୍ତ ଦାସଙ୍କ ଅଧ୍ୟକ୍ଷତାରେ ରିଜର୍ଭ ବ୍ୟାଙ୍କ ଅଫ୍‌ ଇଣ୍ଡିଆ(ଆର୍‌ବିଆଇ)ର ମୁଦ୍ରାନୀତି କମିଟି ବୈଠକ ମଙ୍ଗଳବାରଠାରୁ ଆରମ୍ଭ ହୋଇଛି। ବର୍ତ୍ତମାନ ଅର୍ଥନୀତିରେ ମାନ୍ଦାବସ୍ଥା ଲାଗି...

ମ୍ୟୁଚୁଆଲ ଫଣ୍ଡ ଶିଳ୍ପକୁ ଓଡ଼ିଶାର ଅବଦାନ ବଢୁଛି

ଭୁବନେଶ୍ୱର, ୧୪-୯(ବ୍ୟୁରୋ): ଦେଶର ମ୍ୟୁଚୁଆଲ ଫଣ୍ଡ ଶିଳ୍ପକୁ ଓଡିଶାର ଅବଦାନ ଦ୍ରୁତ ଗତିରେ ବଢୁଛି। ଗୋଟିଏ ବର୍ଷରେ ଏହା ୦.୫୭%ରୁ ବୃଦ୍ଧି ଘଟି ଚଳିତ ବର୍ଷ...

‘ଷ୍ଟାର୍ଟଅପ୍‌ କରୁଥିବା ବ୍ୟକ୍ତି ହୋଇ ପାରିବେ ଧୀରୁଭାଇ ଅମ୍ବାନୀ’

ନୂଆଦିଲ୍ଲୀ, ୨୫-୨: ଛୋଟ ଛୋଟ ବ୍ୟବସାୟ କରୁଥିବା ବ୍ୟକ୍ତି ବିଶେଷ ଦିନରେ ବହୁତ ବଡ ହେବାର ସମ୍ଭାବନା ରହିଛି। ଦେଶରେ ଷ୍ଟାର୍ଟ ଅପ୍‌ କରୁଥିବା ବ୍ୟକ୍ତି...

ଟପ୍‌-୫୦୦ ଗ୍ଲୋବାଲ କମ୍ପାନୀ ମଧ୍ୟରେ ଭାରତର ୧୧

ମୁମ୍ବାଇ: ବିଶ୍ୱର ୫୦୦ ମୂଲ୍ୟବାନ୍‌ କମ୍ପାନୀ ମଧ୍ୟରେ ଭାରତର ୧୧ ଘରୋଇ କମ୍ପାନୀ ସ୍ଥାନିତ ହୋଇଛନ୍ତି। ତାଲିକାରେ ଭାରତ ୧୦ମ ସ୍ଥାନରେ ରହିଛି। ତାଲିକାରେ ରହିଥିବା...

ଆଇଟିସିର ନୂଆ ବି’ନାଚୁରାଲ ଉନ୍ମୋଚନ

ମୁମ୍ବାଇ,୧୫-୫: ପ୍ରମୁଖ କମ୍ପାନୀ ଆଇଟିସିର ଫୁଡ ଡିଭିଜନ ପକ୍ଷରୁ ଏହାର ବିନାଚୁରାଲ ରେଞ୍ଜରେ ଫ୍ରୁଟ ବେଭରେଜ ପ୍ରଡକ୍ଟ ବଜାରକୁ ଆସିଛି। ଏହା ପ୍ରିମିୟମ ଫ୍ରୁଟ ବେଭରେଜ...

Advertisement


Archives

Model This Week