Posted inଜାତୀୟ

ତେଜସ୍‌ ଏକ୍ସ୍‌ପ୍ରେସ୍‌ ଘଣ୍ଟାଏ ବିଳମ୍ବ ହେଲେ ଯାତ୍ରୀଙ୍କୁ ମିଳିବ ଶହେ ଟଙ୍କା କ୍ଷତିପୂରଣ

ନୂଆଦିଲ୍ଲୀ,୧।୧୦: ଲକ୍ଷ୍ନୌ ଏବଂ ଦିଲ୍ଲୀ ମଧ୍ୟରେ ଯାତ୍ରା ଆରମ୍ଭ କରିବାକୁ ଯାଉଥିବା ତେଜସ୍‌ ଏକ୍ସପ୍ରେସ୍‌ ବିଳମ୍ବ ହେଲେ ଯାତ୍ରୀଙ୍କୁ କ୍ଷତିପୂରଣ ଦିଆଯିବ ବୋଲି ଆଇଆର୍‌ସିଟିସି ପକ୍ଷରୁ ଘୋଷଣା କରାଯାଇଛି। ଘଣ୍ଟାଏ ବିଳମ୍ବ ହେଲେ ଶହେ ଟଙ୍କା କ୍ଷତିପୂରଣ ଦିଆଯିବ। ସେହିପରି ୨ ଘଣ୍ଟାରୁ ଅଧିକ ବିଳମ୍ବ ହେଲେ ପ୍ରତି ଯାତ୍ରୀଙ୍କୁ ୨୫୦ ଟଙ୍କା କ୍ଷତିପୂରଣ ଦିଆହେବ। ଯାତ୍ରୀଙ୍କୁ ଆକର୍ଷିତ କରିବା ପାଇଁ ଏଭଳି ଯୋଜନାର ଘୋଷଣା କରାଯାଇଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତକୁ ମିଳିଲା ୪ ଆପାଚେ ଆଟାକ୍‌ ହେଲିକପ୍ଟର

ନୂଆଦିଲ୍ଲୀ,୨୮ା୭(ପି.ଟି.): ଆମେରିକାର ଏରୋସ୍ପେସ୍‌ ମେଜର୍‌ ବୋଇଂ ଶନିବାର ଭାରତକୁ ପ୍ରଥମ ପର୍ଯ୍ୟାୟରେ ୪ଟି ୨୨ଆପାଚେ ଆଟାକ୍‌ ହେଲିକପ୍ଟର ପ୍ରଦାନ କରିଛି। ଏହା ଭାରତୀୟ ବାୟୁସେନାର ଶକ୍ତିବୃଦ୍ଧି...

ବର୍ଷକ ପାଇଁ ଦରମାର ୩୦ ପ୍ରତିଶତ ଛାଡ କଲେ ରାଷ୍ଟ୍ରପତି

ନୂଆଦିଲ୍ଲୀ,୧୪।୫: ଦେଶରେ କରୋନା ସଂକ୍ରମଣର ମୁକାବିଲା କରିବାକୁ ଗତ ମାର୍ଚ୍ଚ ମାସରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ପିଏମ୍‌ କେୟାର୍ସ ଫଣ୍ଡକୁ ତାଙ୍କର ଗୋଟିଏ ମାସର ଦରମା...

ଗନ୍‌ ପଏଣ୍ଟ୍‌ରେ ଯାନବାହନ ଚେକିଂ କରୁଛି ଉତ୍ତରପ୍ରଦେଶ ପୋଲିସ୍‌: ଭିଡ଼ିଓ ଭାଇରାଲ

ଲକ୍ଷ୍ନୌ,୨୫।୬: ପୂର୍ବରୁ ଉତ୍ତରପ୍ରଦେଶର ଜଣେ ହାବିଲଦାର୍‌ ଚୋରଙ୍କ ପିଛା କରୁଥିବା ସମୟରେ ବନ୍ଧୁକ ନ ଫୁଟିବାରୁ ପାଟିରେ ଠାଏ ଠାଏ କହୁଥିବାର ଭିଡ଼ିଓ ସୋସିଆଲ୍‌ ମିଡ଼ିଆରେ...

ଉତ୍ତର ପ୍ରଦେଶ ଚାଷୀଙ୍କ ବିରୋଧ ପ୍ରଦର୍ଶନ ପାଇଁ ସିଲ୍‌ ହେଲା ଦିଲ୍ଲୀ ବର୍ଡର

ନଏଡା,୨୧।୯: ଭାରତୀୟ କୃଷକ ୟୁନିୟନ ପକ୍ଷରୁ ବିଭିନ୍ନ ଦାବି ନେଇ ହୋଇଥିବା ବିରୋଧ ପ୍ରଦର୍ଶନୀ ଯୋଗୁଁ ଦିଲ୍ଲୀର ସୀମା ସିଲ୍‌ କରି ଦିଆଯାଇଛି। ପାଦରେ ଚାଲି...

ମୋଦି କ୍ୟାବିନେଟରେ ସାମିଲ ହୋଇପାରନ୍ତି କାମାଥ, ଦାସଗୁପ୍ତା

ନୂଆଦିଲ୍ଲୀ,୧୭ା୧(ଆଇଏଏନ୍‌ଏସ୍‌)- ବ୍ରିକ୍ସ ବ୍ୟାଙ୍କ ଅଧ୍ୟକ୍ଷ କେ.ଭି. କାମାଥ ଏବଂ ଭାଜପାର ରାଜ୍ୟ ସଭା ସଦସ୍ୟ ସ୍ବପନ ଦାସଗୁପ୍ତାଙ୍କୁ ଖୁବ୍‌ଶୀଘ୍ର କେନ୍ଦ୍ର କ୍ୟାବିନେଟରେ ସାମିଲ କରାଯାଇପାରେ। ଏହି...

ଗୁଜରାଟ ଦଙ୍ଗା ପରେ ମୋଦିଙ୍କୁ ବରଖାସ୍ତ କରିବାକୁ ଚାହୁଁଥିଲେ ବାଜପେୟୀ: ଯଶଓ୍ବନ୍ତ ସିହ୍ନା

ନୂଆଦିଲ୍ଲୀ,୧୧ା୫: ଗୁଜରାଟ ଦଙ୍ଗା ପରେ ତତ୍କାଳୀନ ମୁଖ୍ୟମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ବରଖାସ୍ତ କରିବା ପାଇଁ ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀ ଚାହୁଁଥିଲେ। ଏନେଇ ପୂର୍ବତନ...

କରୋନା ଯୋଦ୍ଧାଙ୍କ ମୃତ୍ୟୁରେ ୫୦ ଲକ୍ଷ ଟଙ୍କା ଅନୁକମ୍ପା ରାଶି ପ୍ରଦାନ କଲେ ସରକାର

ଭୋପାଳ,୧୯।୪: କରୋନା ଯୁଦ୍ଧରେ ହାରିଗଲେ ଇନ୍ଦୋରର ପୋଲିସ ଇନ୍ସପେକ୍ଟର ଦେବେନ୍ଦ୍ର କୁମାର। ତାଙ୍କ ମୃତ୍ୟୁକୁ ନେଇ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ଶୋକ ପ୍ରକାଶ କରିବା...

ଫୁଟଫାଥ୍‌ରେ ଜୀବନ ବିତାଉଥିବା ହକି ଖେଳାଳିଙ୍କୁ ସହାୟତାର ହାତ ବଢ଼ାଇଲେ ରିଜିଜୁ,ଅମିତାଭ

ନୂଆଦିଲ୍ଲୀ,୩୦।୧୨: କେବେ ଭାରତୀୟ ଟିମ୍‌ ପାଇଁ ହକି ଖେଳୁଥିବା ଏହି ଖେଳାଳିଙ୍କ ଜୀବନ ଏବେ ବିତୁଛି ରାସ୍ତାକଡ଼ରେ। ଥଣ୍ଡା କାକରରେ ଦିଲ୍ଲୀର ଫୁଟପାଥରେ ଏହି ପୂର୍ବତନ...

Coronavirus Update


Archives

Model This Week

Why Dharitri