‘ତେଜାବ୍‌’ ଦେଖିବା ପରେ..

ସେତେବେଳେ ତାଙ୍କର ବୟସ ମାତ୍ର ୪ବର୍ଷ। ଏନ୍‌. ଚନ୍ଦ୍ରାଙ୍କ ନିର୍ଦ୍ଦେଶିତ ତଥା ଅନିଲ କପୁର ଏବଂ ମାଧୁରୀ ଦୀକ୍ଷିତ ଅଭିନୀତ ସୁପରହିଟ୍‌ ଫିଲ୍ମ ‘ତେଜାବ୍‌’ ଦେଖୁଥାଆନ୍ତି ସେ। ଏତେ କମ୍‌ ବୟସରେ ସେ ଅଭିନୟ ମାୟାରେ ଯେ ବାନ୍ଧି ହୋଇଯିବେ ତାହା କେହି କଳ୍ପନା କରି ନ ଥିଲେ। ଏହି ଫିଲ୍ମଟି ଦେଖିବା ପରେ ଆକ୍ଟିଂ ପ୍ରତି ଆକର୍ଷିତ ହୋଇଥିଲେ। ଆଉ ଏବେ ତାଙ୍କର ସେହି ଆଶା ପୂରଣ ହୋଇଛି। ୨୦୧୨ରେ ରିଲିଜ ହୋଇଥିଲା ‘ଭିକି ଡୋନର’, ଯାହାର ମୁଖ୍ୟ ଭୂମିକାରେ ଅଭିନୟ କରିଥିଲେ ସେ। ବାସ୍‌, ଏଥର ଅନେକ ଜାଣି ସାରିବେଣି ଯେ ସେହି ଅଭିନେତା ଜଣକ କିଏ। ସେ ହେଲେ ଆୟୁଷ୍ମାନ ଖୁରାନା। ନିକଟରେ ତାଙ୍କ ଅଭିନୀତ କେତୋଟି ଫିଲ୍ମ ହିଟ୍‌ ହେବା ସହ ସେ ନିଜକୁ ନାୟକ ଦୌଡ଼ରେ ସାମିଲ କରିନେଇଛନ୍ତି। ଖାସ୍‌ କଥା ହେଲା ‘ଦମ୍‌ ଲଗା କେ ହୈସା’ ପାଇଁ ତାଙ୍କୁ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କେସିଙ୍ଗା ମହାବିଦ୍ୟାଳୟରେ ସଭାପତି ପଦ ପାଇଁ ୩ ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ

କେସିଙ୍ଗା, ୯/୧୦ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲ୍ଲା କେସିଙ୍ଗା ମହାବିଦ୍ୟାଳୟରେ ଦୀର୍ଘ ୮ ବର୍ଷ ପରେ ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଛି। ନିର୍ବାଚନ ନେଇ ବିଜ୍ଞପ୍ତି…

ପ୍ରଥମ ଥର ପାଇଁ ଋଷିମାଳ ସ୍ନାତକ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ

ବ୍ରାହ୍ମଣୀଗାଁ, ୯।୧୦(ମନୋରଞ୍ଜନ ରଣା): ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ଓଡ଼ିଶାର କଲେଜ ଓ ବିଶ୍ୱବିଦ୍ୟାଳୟଗୁଡ଼ିକରେ ପୁଣିଥରେ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହେଉଛି। ଏହି କ୍ରମରେ…

ଆମେରିକା କାର୍ଯ୍ୟାନୁଷ୍ଠାନ ଉପରେ ସ୍ପଷ୍ଟୀକରଣ ରଖିଲା ଭାରତ, H-1B ଭିସା ଉପରେ …

ନୂଆଦିଲ୍ଲୀ,୯।୧୦: ଆମେରିକା ସରକାରଙ୍କ ଦ୍ୱାରା କେତେକ ପ୍ରମୁଖ ଟେକ୍ କମ୍ପାନୀକୁ ନିଯୁକ୍ତି-ଭିତ୍ତିକ ଗ୍ରୀନ୍ କାର୍ଡ କାର୍ଯ୍ୟକ୍ରମରୁ ନିଲମ୍ବିତ କରାଯିବା ନିଷ୍ପତ୍ତି ଉପରେ ଭାରତର ବୈଦେଶିକ ମନ୍ତ୍ରାଳୟ (MEA)…

ତାରାତାରିଣୀ କଲେଜ ଛାତ୍ର ସଂସଦ ନିର୍ବାଚନ: ମଇଦାନରେ ୨୩ ପ୍ରାର୍ଥୀ, ଜଣଙ୍କ ପ୍ରାର୍ଥିପତ୍ର ନାକଚ

ପୁରୁଷୋତ୍ତମପୁର, ୯/୧୦ (ସବିତା ମିଶ୍ର): ଗଞ୍ଜାମ ଜିଲାର ପୁରୁଷୋତ୍ତମପୁରସ୍ଥିତ ତାରାତାରିଣୀ କଲେଜରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଶୁକ୍ରବାର ପ୍ରାର୍ଥିପତ୍ର ଯାଞ୍ଚ ପରେ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା…

ରାଷ୍ଟ୍ରପତିଙ୍କୁ ଭେଟିଲେ ବିରୋଧୀ MPଙ୍କ ପ୍ରତିନିଧିମଣ୍ଡଳୀ, ରାହୁଲ କହିଲେ- ଆମ କଥା ଶୁଣାଗଲା, ହୃଦୟରୁ ଧନ୍ୟବାଦ

ନୂଆଦିଲ୍ଲୀ,୯।୧୦: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ବିରୋଧୀ ଦଳ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ ଜାରି ରହିଛି। ଏହି କ୍ରମରେ ‘ଇଣ୍ଡିଆ’ (INDIA)…

୨୨ ପ୍ରାର୍ଥୀଙ୍କ ପ୍ରାର୍ଥିପତ୍ର କାଏମ: କ୍ୟାମ୍ପସ୍‌ରେ ରାଜନୈତିକ ଉଷ୍ମତା

ପାଟଣା, ୯/୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲାର ସ୍ୱାମପାଟଣାସ୍ଥିତ ଆଞ୍ଚଳିକ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଶୁକ୍ରବାର ପ୍ରାର୍ଥିପତ୍ର ଯାଞ୍ଚ ଶେଷ ହୋଇଛି। ନାମାଙ୍କନ…

ସୁପରଷ୍ଟାର ସଲମାନଙ୍କ ନୂଆ ଇନିଂସ, କିଛି ଏଭଳି ଘୋଷଣା କରି ଚମକାଇଲେ

ମୁମ୍ବାଇ: ବଲିଉଡ୍‌ ସୁପରଷ୍ଟାର ସଲମାନ ଖାନଙ୍କ ନୂଆ ଇନିଂସ। ଆପଣ ଯଦି ଭାବୁଛନ୍ତି ସେ ବୋଧହୁଏ ବିବାହ କରିବାକୁ ଯାଉଛନ୍ତି, ତେବେ ନା। କେତେବେଳେ ସିନେମା ତ…

ପ୍ରଥମେ ସୋସିଆଲ ମିଡିଆରେ ପୋଷ୍ଟ, ଏବେ ଭାଜପାରୁ ଇସ୍ତଫା ଦେଇ ଚମକାଇଲେ ଧର୍ମେନ୍ଦ୍ର

ଲକ୍ଷ୍ନୌ, ୯।୧୦: ଉତ୍ତର ପ୍ରଦେଶରେ ରାଜ୍ୟ ସଭା ନିର୍ବାଚନ ପାଇଁ ଟିକେଟ ନ ମିଳିବାରୁ ଅସନ୍ତୁଷ୍ଟ ହୋଇ ଭାରତୀୟ ଜନତା ପାର୍ଟିର ପୂର୍ବତନ MP ଧର୍ମେନ୍ଦ୍ର କଶ୍ୟପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?