ତେନ୍ତୁଳିଖୁଣ୍ଟି ପଞ୍ଚାୟତ ଦୋକାନୀ ସଂଘ ପକ୍ଷରୁ ମୁଖ୍ୟମନ୍ତ୍ରୀ ରିଲିଫ୍‌ ପାଣ୍ଠିକୁ ସହାୟତା

ଗୁଡଭେଲା, ୧୩।୪(ଡି.ଏନ୍‌.ଏ.): କରୋନା ମୁକାବିଲାକୁ ଦୃଷ୍ଟିରେ ରଖି ବଲାଙ୍ଗୀର ଜିଲା ଗୁଡ଼ଭେଲା ବ୍ଲକ ଅନ୍ତର୍ଗତ ତେନ୍ତୁଳିଖୁଣ୍ଟି ପଞ୍ଚାୟତ ଡାହିମାଳ ଛକର ଦୋକାନୀ ସଂଘ ପକ୍ଷରୁ ମୁଖ୍ୟମନ୍ତ୍ରୀ ରିଲିଫ୍‌ ପାଣ୍ଠିକୁ ସୋମବାର ୫ ହଜାର ଟଙ୍କା ସହାୟତା ପ୍ରଦାନ କରାଯାଇଛି। ତୁଷୁରା ତହସିଲଦାର ଚନ୍ଦ୍ରମଣୀ ନାଗଙ୍କ ଜରିଆରେ ଏହି ରାଶି ପ୍ରଦାନ ହୋଇଛି। ଏଭଳି ସଙ୍କଟ ପରିସ୍ଥିତିରେ ସରକାରଙ୍କୁ ସାହାଯ୍ୟ କରିବା ପ୍ରତ୍ୟେକ ନାଗରିକର ଗୁରୁଦାୟିତ୍ୱ । ପ୍ରଶାସନ ସହିତ ହାତ ମିଳାଇ କରୋନା ମୁକାବିଲାରେ ସାମିଲ ହେବାକୁ ଗୁଡଭେଲା ବ୍ଳକ ଅଧ୍ୟକ୍ଷ ତଥା ରାଜ୍ୟ ସମବାୟ ବ୍ୟାଙ୍କ ନିର୍ଦ୍ଦେଶକ ଅଶୋକଚନ୍ଦ୍ର ଦୋରା ଜନସାଧାରଣଙ୍କୁ ଅନୁରୋଧ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଚୁକ୍ତିର ଅବଧି ସରିବା ୬ ଦିନ ପୂର୍ୱରୁ ଠିପିବନ୍ଦ ବିଦେଶୀ ମଦ ଦୋକାନ ବନ୍ଦ, ଅବକାରୀ ଅଧିକ୍ଷକ କହିଲେ ତଦନ୍ତ କରାଯିବ…

ଦାରିଙ୍ଗବାଡି, ୩୦ ।୬ (ଅରୁଣ ସାହୁ ): ସରକାରଙ୍କ ଠାରୁ ଅନୁମୋଦନ ପାଇ ସରକାରଙ୍କ ସହ ଚୁକ୍ତି କରି ଖୋଲାଯାଇଥିବା ଠିପିବନ୍ଦ ବିଦେଶୀ ମଦ ଦୋକାନର ଅବଧି…

ପୋକ୍ସୋ ମାମଲାରେ ଦୋଷୀଙ୍କୁ ୨୦ ବର୍ଷ ସଶ୍ରମ କାରାଦଣ୍ଡ; ପୀଡ଼ିତାଙ୍କୁ ୭ ଲକ୍ଷ ଟଙ୍କା କ୍ଷତିପୂରଣ ପ୍ରଦାନ ପାଇଁ କୋର୍ଟଙ୍କ ନିର୍ଦ୍ଦେଶ

ପାରଳାଖେମୁଣ୍ଡି(ଗିରିଧାରୀ ପରିଛା): ୩୦।୬: ଗଜପତି ଜିଲ୍ଲାର ଏକ ଚର୍ଚ୍ଚିତ ପୋକ୍ସୋ ମାମଲାରେ ଅତିରିକ୍ତ ଜିଲ୍ଲା ଓ ଦୌରା ଜଜ ହର ପ୍ରସାଦ ପଟ୍ଟନାୟକ ଗୁରୁତ୍ୱପୂର୍ଣ୍ଣ ରାୟ ଶୁଣାଇଛନ୍ତି।…

ଦିଗପହଣ୍ଡିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ବାଲି ଟ୍ରାକ୍ଟର ଧକ୍କାରେ ଶ୍ରମିକଙ୍କ ମୃତ୍ୟୁ, ପରିବାରକୁ ମିଳିଲା ସରକାରୀ ସହାୟତା

ଦିଗପହଣ୍ଡି, ୩୦|୬ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଅଞ୍ଚଳରେ ଏକ ଦୁଃଖଦ ସଡ଼କ ଦୁର୍ଘଟଣା ସାମ୍ନାକୁ ଆସିଛି। ସ୍ଥାନୀୟ ହସ୍ପିଟାଲ ଛକ ନିକଟ ମୁଖ୍ୟ…

ଫରେଷ୍ଟ ଗାଡ଼ି-ବୋଲେରୋ ମଧ୍ୟରେ ମୁହାଁମୁହିଁ ଧକ୍କା, ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲେ ଧାମନଗର ରେଞ୍ଜର

ଧାମନଗର, ୩୦।୬ (ସନ୍ତୋଷ କୁମାର ମହାପାତ୍ର): ଭଦ୍ରକ ଜିଲା ଧାମନଗର ଅଞ୍ଚଳରେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଯାଇଛି। ଧାମନଗର ଥାନା ଅଧୀନ ୧୬ ନମ୍ବର ଜାତୀୟ…

ପ୍ରଧାନମନ୍ତ୍ରୀ ସ୍ୱନିଧି ଯୋଜନାର ୬ ବର୍ଷ ପୂର୍ତ୍ତି ଅବସରରେ ଜିଲାସ୍ତରୀୟ ସ୍ୱନିଧି ମହୋତ୍ସବ: ଆତ୍ମନିର୍ଭର ଭାରତ ଗଠନ ଦିଗରେ ଏକ ସୁଦୃଢ଼…

ଛତ୍ରପୁର, ୩୦।୬ (ଦିଲ୍ଲୀପି ସାମଲ): ଆତ୍ମନିର୍ଭର ଭାରତ ଗଠନ ଦିଗରେ ଏକ ସୁଦୃଢ଼ ପଦକ୍ଷେପ ସ୍ୱରୂପ ପ୍ରଧାନମନ୍ତ୍ରୀ ସ୍ୱନିଧି (ପିଏମ୍ ସ୍ୱନିଧି) ଯୋଜନାର ୬ ବର୍ଷ ପୂର୍ତ୍ତି…

ବହୁ ଚର୍ଚ୍ଚିତ ଭୀମଟାଙ୍ଗୀ ହତ୍ୟା ଘଟଣା: ପୂର୍ବ ପ୍ରେମିକାଙ୍କୁ ଘରେ ପଶି ମାରିଥିଲେ, ଆସିଲା ବଡ଼ ରାୟ

ଭୁବନେଶ୍ବର,୩୦।୬: ବହୁ ଚର୍ଚ୍ଚିତ ଭୀମଟାଙ୍ଗୀ ପ୍ରିୟଙ୍କା ସାହୁ ହତ୍ୟା ଘଟଣାର ମଙ୍ଗଳବାର ରାୟ ପ୍ରକାଶ ପାଇଛି। କୋର୍ଟ ଅଭିଯୁକ୍ତ ଯାଜପୁରର ଜଗନ୍ନାଥ ପ୍ରଧାନଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ…

ଭଞ୍ଜନଗର ବିଇଓଙ୍କ ତ୍ୱରିତ ପଦକ୍ଷେପ: ଅବସର ଦିନ ହିଁ ମିଳିଲା ୬ ଶିକ୍ଷୟିତ୍ରୀଶିକ୍ଷକଙ୍କୁ ଫାଇନାଲ ପେନସନ

ଭଞ୍ଜନଗର,୩୦।୬(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଗୋଷ୍ଠୀ ଶିକ୍ଷା ଅଧିକାରୀଣୀ ଲୋପାମୁଦ୍ରା ରଥଙ୍କ ତ୍ୱରିତ ପଦକ୍ଷେପ ଯୋଗୁ ମଙ୍ଗଳବାର ଚାକିରିରୁ ଅବସର ନେଇଥିବା ୬ ଜଣ ଶିକ୍ଷୟିତ୍ରୀ,…

ବ୍ୟବସ୍ଥିତ ଏସ୍‌.ଆଇ.ଆର୍ ପ୍ରକ୍ରିୟାରେ ଯୋଗ୍ୟ ଭୋଟରଙ୍କ ଅନ୍ତର୍ଭୁକ୍ତି ସୁନିଶ୍ଚିତ

ଛତ୍ରପୁର, ୩୦୬ (ଦିଲ୍ଲୀପ ସାମଲ): ନିର୍ବାଚନ ପ୍ରକ୍ରିୟାର ସ୍ୱଚ୍ଛତା, ନିର୍ଭୁଲତା ଓ ବିଶ୍ୱସନୀୟତା ବଜାୟ ରଖିବା ଉଦ୍ଦେଶ୍ୟରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (ଏସ୍‌.ଆଇ.ଆର୍) କାର୍ଯ୍ୟକ୍ରମକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri