Posted inଖେଳ

ତେନ୍ଦୁଲକରଙ୍କ ପରାମର୍ଶ ଚାହାଁନ୍ତି ପାକିସ୍ତାନ ଓପନର

ଲାହୋର, ୨୨ା୪ (ପି.ଟି.)-ବ୍ୟାଟିଂ ଆଇକନ ସଚିନ ତେନ୍ଦୁଲକରଙ୍କଠାରୁ ପରାମର୍ଶ ନେବାକୁ ଆଗ୍ରହ ପ୍ରକାଶ କରିଛନ୍ତି ପାକିସ୍ତାନ ବିଶ୍ୱକପ୍‌ ଦଳରେ ସ୍ଥାନ ପାଇଥିବା ଓପନର ଆବିଦ୍‌ ଅଲି। ୩୧ବର୍ଷୀୟ ଆବିଦ୍‌ ପାକିସ୍ତାନ ଘରୋଇ କ୍ରିକେଟରେ ଉଚ୍ଚକୋଟୀର ପ୍ରଦର୍ଶନ କରି ଚୟନକର୍ତ୍ତାଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ଗତ ମାସରେ ଦୁବାଇଠାରେ ଅଷ୍ଟ୍ରେଲିଆ ବିପକ୍ଷରେ ତାଙ୍କ ପଦାର୍ପଣ ମ୍ୟାଚ ଖେଳି ଶତକ ହାସଲ କରିଥିଲେ। ଏଥିଲାଗି ତାଙ୍କୁ ବିଶ୍ୱକପ୍‌ ଲାଗି ପାକିସ୍ତାନ ଜାତୀୟ ଦିନିକିଆ ଦଳରେ ସ୍ଥାନ ମିଳିଛି। ପ୍ରତିଭାସମ୍ପନ୍ନ ଆବିଦ୍‌ଙ୍କ ବ୍ୟାଟିଂ ଶୈଳି ତେନ୍ଦୁଲକରଙ୍କ ସହିତ ଅନେକ ମେଳ ରହିଛି। ବିଶ୍ୱକପ୍‌ ପୂର୍ବରୁ ଭାରତୀୟ ବ୍ୟାଟିଂ ଆଇକନ୍‌ଙ୍କଠାରୁ ମୁଁ ପରାମର୍ଶ ଚାହେଁ। ତାଙ୍କଠାରୁ ସକାରାତ୍ମକ ଉତ୍ତର ମିଳିବ ବୋଲି ମୋର ଆଶା। ମୋ ଆଇଡଲ ସଚିନଙ୍କୁ ମୁଁ ସାକ୍ଷାତ୍‌ କରିବାକୁ ଚାହେଁ। ସୁଯୋଗ ଅପେକ୍ଷାରେ ରହିଛି। ଯେଉଁ ଦିନ ତାଙ୍କ ସହ ମୋର ଦେଖା ହେବ ତାହା ମୋ ପାଇଁ ସବୁଠାରୁ ସ୍ମରଣୀୟ ଦିନ ହୋଇ ରହିବ ବୋଲି ଆବିଦ ଏଠାରେ ଖବରଦାତାମାନଙ୍କୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପ୍ରେମାନନ୍ଦ ମହାରାଜଙ୍କ ଆଶ୍ରମ ପରିଦର୍ଶନ କରିବା ପାଇଁ ବିରାଟ କୋହଲି ୫ କୋଟି ଟଙ୍କା ପାଇଥିଲେ? ଜାଣନ୍ତୁ ଏହା ପଛର ସତ୍ୟତା

ନୂଆଦିଲ୍ଲୀ,୬।୧୦: ଭାରତୀୟ କ୍ରିକେଟ ତାରକା ବିରାଟ କୋହଲି ଏବଂ ତାଙ୍କ ପତ୍ନୀ ଅନୁଷ୍କା ଶର୍ମାଙ୍କୁ ବୃନ୍ଦାବନରେ ପ୍ରେମାନନ୍ଦ ମହାରାଜଙ୍କୁ ଭେଟିବା ଓ ତାଙ୍କ ସହ ଆଲୋଚନା କରିବାର…

ଶୀର୍ଷରେ ହରମନପ୍ରୀତ; ଧୋନି, ବିରାଟ, ରୋହିତ ଏହାର ପାଖାପାଖି ମଧ୍ୟ ନାହାନ୍ତି, ଲିଷ୍ଟ ଦେଖିଲେ ଆଶ୍ଚର୍ଯ୍ୟ ହେବେ

ନୂଆଦିଲ୍ଲୀ,୬।୧୦: ହରମନପ୍ରୀତ କୌର ଭାରତୀୟ ଦଳର ଅଧିନାୟକ ପଦରୁ ଓହରି ଯାଇଛନ୍ତି। T20 କ୍ରିକେଟ ଇତିହାସରେ ସବୁଠାରୁ ସଫଳ ଅଧିନାୟକ ହେବା ପରେ ସେ ଏହି ନିଷ୍ପତ୍ତି…

ଆଉ କେବେ କ’ଣ ଟିମ ଇଣ୍ଡିଆ ପାଇଁ ଖେଳିବେ ନାହିଁ ହରମନପ୍ରୀତ? ଅଧିନାୟକ ପଦରୁ ଓହରିବା ସମୟରେ କହିଲେ…

ନୂଆଦିଲ୍ଲୀ,୬।୧୦: ଭାରତୀୟ ମହିଳା କ୍ରିକେଟ ଦଳ ଏକ ନୂତନ ଯୁଗରେ ପ୍ରବେଶ କରିବାକୁ ଯାଉଛି। ହରମନପ୍ରୀତ କୌର ସମସ୍ତ ଫର୍ମାଟରେ ଟିମ ଇଣ୍ଡିଆର ଅଧିନାୟକ ପଦରୁ ଓହରି…

ଦିଲ୍ଲୀ କ୍ୟାପିଟାଲ୍ସରେ ବଡ଼ ପରିବର୍ତ୍ତନ, ହେଡ୍ କୋଚ୍ ହେଲେ…

ନୂଆଦିଲ୍ଲୀ,୬।୧୦: IPL ୨୦୨୭ ପୂର୍ବରୁ ଦିଲ୍ଲୀ କ୍ୟାପିଟାଲ୍ସରେ ବଡ଼ ପରିବର୍ତ୍ତନ ହୋଇଛି । ପୂର୍ବତନ ଭାରତୀୟ କ୍ରିକେଟର୍ ତଥା ପୂର୍ବତନ BCCI ସଭାପତି ସୌରଭ ଗାଙ୍ଗୁଲିଙ୍କୁ ଦିଲ୍ଲୀ…

ବନ୍ଦ କୋଠରୀରେ କ’ଣ ଘଟିଥିଲା? ଇସ୍ତଫା ଦେବା ପାଇଁ ହରମନପ୍ରୀତଙ୍କ ଉପରେ BCCI ଚାପ ପକାଇଥିଲା କି? ଜାଣନ୍ତୁ ଅଧିନାୟକ ପଦରୁ ଓହରିବାର…

ନୂଆଦିଲ୍ଲୀ,୬।୧୦: ମାତ୍ର ୨୪ ଘଣ୍ଟା ପୂର୍ବ ପର୍ଯ୍ୟନ୍ତ ହରମନପ୍ରୀତ କୌର ଭାରତୀୟ ମହିଳା କ୍ରିକେଟ ଦଳର ଅଧିନାୟିକା ଥିଲେ; ତେବେ ହଠାତ ସେ କାହିଁକି ନିଜ ପଦରୁ…

ଆଜି ଆର୍ଜେଣ୍ଟିନା ପାଇଁ ମେସିଙ୍କ ଶେଷ ମ୍ୟାଚ୍‌

ବୁଏନସ ଆରିଜ,୬ା୧୦: ଫୁଟବଲ ସୁପରଷ୍ଟାର ଲିଓନେଲ ମେସି ମଙ୍ଗଳବାର ଇଷ୍ଟାଡିଓ ମାନୁମେଣ୍ଟାଲଠାରେ ବେନିନ ବିପକ୍ଷରେ ଆର୍ଜେଣ୍ଟିନା ପାଇଁ ତାଙ୍କର ବିଦାୟୀ ମ୍ୟାଚ୍‌ ଖେଳିବେ। ଡିଏଗୋ ମାରାଡୋନାଙ୍କ ପରେ…

ହରମନପ୍ରୀତ କୌରଙ୍କ ପରେ ଭାରତୀୟ ଦଳର ପରବର୍ତ୍ତୀ ଅଧିନାୟିକା କିଏ? ନାମ ଆସିଲା ସାମ୍ନାକୁ

ନୂଆଦିଲ୍ଲୀ,୬।୧୦: ଗୁଆହାଟୀରେ ଅନୁଷ୍ଠିତ BCCI ସମୀକ୍ଷା ବୈଠକର ମାତ୍ର ଗୋଟିଏ ଦିନ ପରେ, ହରମନପ୍ରୀତ କୌର ସମସ୍ତ ଫର୍ମାଟରୁ ଅଧିନାୟକ ପଦ ଛାଡ଼ିବାକୁ ନିଷ୍ପତ୍ତି ନେଇ ସମସ୍ତଙ୍କୁ…

ବିଦାୟ ନେଲେ ଅଜିତ ଅଗରକର, ପରବର୍ତ୍ତୀ ମୁଖ୍ୟ ଚୟନକର୍ତ୍ତା କିଏ ହେବେ? ରେସ୍‌ରେ ଅଛନ୍ତି ଏମାନେ..

ନୂଆଦିଲ୍ଲୀ,୬।୧୦: ଭାରତୀୟ କ୍ରିକେଟେରେ ବଡ଼ ଧରଣର ପରିବର୍ତ୍ତନ ହେବାକୁ ଯାଉଛି। ବିସିସିଆଇ (BCCI)ର ବରିଷ୍ଠ ଚୟନ କମିଟିର ମୁଖ୍ୟ ଅଜିତ ଅଗରକରଙ୍କ କାର୍ଯ୍ୟକାଳ ଅକ୍ଟୋବର ୪ ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?