‘ତେରି ଗଲି’ରେ ଏହି ଅଭିନେତ୍ରୀଙ୍କ ସହ ରୋମାନ୍ସ କରିବେ ଆସିମ୍‌

ବମ୍ବେ: ରିଆଲିଟି ଶୋ’ ବିଗ୍‌ବସ୍‌ ଜରିଆରେ ଜଣେ ମଡେଲରୁ ରାତାରାତି ଷ୍ଟାର ପାଲଟିଥିବା ଆସିମ ରିଆଜ ପୁଣି ଚର୍ଚ୍ଚାରେ। କାରଣଟି ହେଲା ତାଙ୍କର ଅପ୍‌କମିଂ ପ୍ରୋଜେକ୍ଟ। ନୂଆ ଗୀତ ‘ତେରି ଗଲି’ରେ ଆସିମ୍‌ ଜଣେ ନୂଆ ନାୟିକାଙ୍କ ସହ ଆସିବେ ନଜର। ସେ ହେଲେ ବାର୍ବି ମାନ୍‌। ଏହି ରୋମାଣ୍ଟିକ୍‌ ଗୀତକୁ ଗୁରୁ ରାନ୍ଧଓ୍ବା ପ୍ରସ୍ତୁତ କରିଛନ୍ତି।

ନିଜର ସୋସିଆଲ ଆକାଉଣ୍ଟରେ ଆସିମ୍‌ ଗୀତର ରିଲିଜ୍‌ ଡେଟ୍‌ ନେଇ ଦେଇଛନ୍ତି ସୂଚନା। ଆସନ୍ତା ୨୮ ତାରିଖ ପୂର୍ବାହ୍ନ ୧୧ଟାରେ ଏହାକୁ ରିଲିଜ କରାଯିବ। ପ୍ରଶଂସକଙ୍କ ଉପରେ ତାଙ୍କର ଭରସା ରହିଛି। ତାଙ୍କର ନୂଆ ଗୀତକୁ ସେମାନେ ପସନ୍ଦ କରିବେ ବୋଲି ସେ ଆଶା ରଖିଥିବା କହିଛନ୍ତି।

ପୂର୍ବରୁ ହିମାଂଶୀଙ୍କ ସହ ଆସିମ୍‌ଙ୍କ ଦୁଇଟି ଗୀତ ଆସିଛି। ଗୀତଦ୍ୱୟ ୟୁଟ୍ୟୁବ୍‌ରେ ହିଟ୍‌ ସାବ୍ୟସ୍ତ ହୋଇଛି। ଉଭୟଙ୍କ ଯୋଡିକୁ ସମସ୍ତେ ପସନ୍ଦ କରିଥିଲେ। ଏବେ ବାର୍ବିଙ୍କ ସହ ତାଙ୍କ ଗୀତକୁ ଦର୍ଶକେ କେତେ ପସନ୍ଦ କରୁଛନ୍ତି ତାହା ଦେଖିବାକୁ ବାକି ରହିଲା।


Enter your email to get our daily news in your inbox.

All Right Reserved By Dharitri.Com

ଏକାଗ୍ରତା ଆଣେ ସଫଳତା: ସୁରେଶଙ୍କ ସହ ସ୍ବତନ୍ତ୍ର ସାକ୍ଷାତ୍‌କାର

ହାଇଟେକ୍‌ ଗ୍ରୁପ୍‌ ଅଫ୍‌ ଇନ୍‌ଷ୍ଟିଚ୍ୟୁଶନର ମ୍ୟାନେଜିଂ ଟ୍ରଷ୍ଟି ତଥା ସିଇଓ ସୁରେଶ କୁମାର ପାଣିଗ୍ରାହୀ ଜଣେ ଉଦ୍ୟୋଗୀ ଏବଂ ଶିକ୍ଷାବିତ୍‌ ଭାବରେ ଅନୁଷ୍ଠାନ ଆରମ୍ଭରୁ ଏହାର ଭିତ୍ତିଭୂମିକୁ…

ପୋଲ ତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ: ଆଉ ତା’ପରେ ଘଟିଲା

ଲୋଇସିଂହା,୪।୪(ସୁଶାନ୍ତ ବାରିକ) ବରଗଡ-ବଲାଙ୍ଗୀର ୨୬ନଂ ଜାତୀୟ ରାଜପଥ ଲୋଇସିଂହା ଥାନା ଅନ୍ତର୍ଗତ ଫାସଡ ପୋଲ ତଳକୁ ଏକ ସିମେଣ୍ଟ ବୋଝେଇ ଟ୍ରକ ଖସି ପଡ଼ିଛି। ଦୁର୍ଘଟଣାସ୍ଥଳରେ ଜଣେ…

ଖୁସି ଖବର! ହର୍ମୁଜ ପାର୍ ହୋଇ ଭାରତ ଆସୁଛି ତେଲ-ଗ୍ୟାସ ଜାହାଜ, କମିଯିବକି ଦର?

ନୂଆଦିଲ୍ଲୀ,୪।୪: ଇରାନ-ଇସ୍ରାଏଲ ବିବାଦ ମଧ୍ୟରେ, ଭାରତ ପାଇଁ ଏକ ଆଶ୍ବସ୍ତିକର ଖବର ଅଛି । ଭାରତୀୟ ପତାକା ଲାଗିଥିବା ଜାହାଜ ସହିତ, ଅନ୍ୟ ତିନୋଟି ଜାହାଜ ସଫଳତାର…

ଟ୍ରମ୍ପଙ୍କୁ ବଡ଼ ଝଟକା: ପାକିସ୍ତାନରେ ଆଲୋଚନା କରିବାକୁ ମନା କଲା ଇରାନ, ୪୮ ଘଣ୍ଟାର ଅସ୍ତ୍ରବିରତି ସର୍ତ୍ତକୁ କଲା ପ୍ରତ୍ୟାଖ୍ୟାନ

ଓ୍ବାଶିଂଟନ୍‌,୪।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ପାଇଁ ପାକିସ୍ତାନ, କାତାର ଏବଂ ତୁର୍କୀ ଦ୍ୱାରା ମଧ୍ୟସ୍ଥତା ପାଇଁ କରାଯାଇଥିବା ପ୍ରୟାସ ବିଫଳ ହୋଇଛି, କାରଣ ଇରାନ…

ଛାତିଥରା ଦୁର୍ଘଟଣା; ଭାରସାମ୍ୟ ହରାଇ କୂଅରେ ପଡିଗଲା କାର୍, ଗୋଟିଏ ପରିବାରର ୯ ମୃତ

ମୁମ୍ବାଇ,୪ା୪: ମହାରାଷ୍ଟ୍ରର ନାଶିକରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି । ଏକ କାର ନିୟନ୍ତ୍ରଣ ହରାଇ ରାସ୍ତା ପାର୍ଶ୍ୱରେ ଥିବା ଏକ ପାଣି ଭର୍ତ୍ତି କୂଅରେ…

ବିପଦପୂର୍ଣ୍ଣ ଅବସ୍ଥାରେ ଟ୍ରାନ୍ସଫର୍ମର: ଅଭିଯୋଗ ପରେ ବି ଶୁଣୁନାହାନ୍ତି ବିଭାଗୀୟ ଅଧିକାରୀ

ଗଞ୍ଜାମ,୪।୪(ଅନାଥ ତରାଇ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ସୂର୍ଯ୍ୟନାରାୟଣପୁର ଓଡ଼ିଆର୍ପି କଲୋନୀରେ ବିପଦପୂର୍ଣ୍ଣ ଅବସ୍ଥାରେ ରହିଛି ଟ୍ରାନ୍ସଫର୍ମର। ଇଲେକ୍ଟ୍ରି ଟ୍ରାନ୍ସଫର୍ମର ସ୍ଥାନୀୟ ବାସିନ୍ଦା ସୁଦର୍ଶନ ପ୍ରଧାନଙ୍କ…

ସାଙ୍ଗମାନଙ୍କ ସହ ମିଶି ଗାଧୋଇବାକୁ ଯାଇଥିଲେ ନାବାଳକ, ଖସିଗଲା ଗୋଡ, ଖୋଜାଖୋଜି ପରେ ମିଳିଲା…

ଆନନ୍ଦପୁର/ହାଟଡିହି,୪l୪ (ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାଏକ ): ବୈତରଣୀ ନଦୀରେ ବୁଡ଼ିଯାଇ କେନ୍ଦୁଝର ଜିଲା ରାମଚନ୍ଦପୁରୁ ଥାନା ଅନ୍ତର୍ଗତ ଅଞ୍ଜିରା ଗ୍ରାମର ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରଙ୍କ…

ରେଳ ଷ୍ଟେଶନରୁ ୪୦ ଲକ୍ଷ ଜବତ: ଯୁବକଙ୍କୁ ଅଟକ ରଖିଲା ପୋଲିସ

କେସିଙ୍ଗା,୪।୪(ତୁମେଶ୍ୱର ସାହୁ): ସମ୍ବଲପୁର ରେଲୱେ ଡିଭିଜନ ଅନ୍ତର୍ଗତ କେସିଙ୍ଗା ରେଲୱେ ଷ୍ଟେଶନରେ ଜଣେ ଯୁବକଙ୍କଠାରୁ ଟିଟିଲାଗଡ ରେଲୱେ ପୋଲିସ ୪୦ ଲକ୍ଷ ଟଙ୍କା ଜବତ ଜଣେ ଆସାମୀକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri