ତେଲକୋଇରେ ହାତୀ ଆତଙ୍କ

କେନ୍ଦୁଝର, ୬।୧(ସ୍ବ.ପ୍ର.): କେନ୍ଦୁଝର ଜିଲା ତେଲକୋଇ ବନାଞ୍ଚଳ ଅଧୀନସ୍ଥ ଖୁଣ୍ଟାପଡା ଗାଁରେ ହାତୀ ଉପଦ୍ରବ ଦେଖାଯାଇଛି। ୫ ଟିକିଆ ହାତୀପଲ ଗାଁରେ ପଶି ଖଳାରେ ଥିବା ଧାନକୁ ଖାଇବା ସହ ଧାନ ଜଗିବା ପାଇଁ ଥିବା ମଞ୍ଚାକୁ ଭାଙ୍ଗି ଦେଇଛନ୍ତି। ମଞ୍ଚାରେ ଶୋଇଥିବା ଚାଷୀ ମଦନ ସାହୁ ଅଳ୍ପକେ ବର୍ତ୍ତି ଯାଇଛନ୍ତି । ସେହିଭଳି ଗାଁର ସୁଶାନ୍ତ ପ୍ରଧାନ, କପିକେତନ ପ୍ରଧାନ, ବିଭୂତି ପ୍ରଧାନଙ୍କର ପ୍ରାୟ ୩୦ ବସ୍ତା ଧାନ ମଧ୍ୟ ହାତୀ ଖାଇଯାଇଛନ୍ତି। ଏହାସହିତ କଦଳୀ ଗଛ ଓ ନଡିଆ ଗଛକୁ ମଧ୍ୟ ନଷ୍ଟ କରିଛନ୍ତି। ସେପଟେ ବନବିହାରୀପୂର ଓ କନ୍ତଲେଇ ଗାଁରେ ମଧ୍ୟ ସମାନ ଅବସ୍ଥା ଦେଖିବାକୁ ମିଳିଛି। ସେଠାରେ ହାତୀପଲ୍ଲ କୋବି ଫସଲ ନଷ୍ଟ କରିବା ସହ ଘର ଭିତରୁ ଧାନ ବସ୍ତା ଟାଣି ଖାଇଯାଇଛନ୍ତି। ବିଲରୁ ଧାନ ଅମଳ ସରିଯାଇଥିବାରୂ ଖାଦ୍ୟ ଅନ୍ବେଷଣରେ ହାତୀପଲ ଗାଁ ମୁହାଁ ହେଉଥିବା ଜଣାପଡିଛି। ହାତୀପଲ୍ଲ ଗାଁରେ ପ୍ରବେଶ କରିଥିବାରୁ ଲୋକେ ଆତଙ୍କିତ ଅବସ୍ଥାରେ ଅଛନ୍ତି। ବନ ବିଭାଗ ହାତୀ ଉପରେ ନଜର ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକା ଛାତ୍ରୀଙ୍କୁ ଅସଦାଚରଣ ଘଟଣା : ଶିକ୍ଷକ ଗିରଫ

ଦାରିଙ୍ଗବାଡ଼ି,୨୫।୯(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ଜଣେ ଟ୍ୟୁସନ ଶିକ୍ଷକ ସପ୍ତମ ଶ୍ରେଣୀର ନାବାଳିକା ଛାତ୍ରୀଙ୍କୁ ଅସଦାଚରଣ କରିଥିବା ସୋମବାର ଅଭିଯୋଗ ହୋଇଥିଲା। ଏଥିରେ...

ରାହୁଲ ପି.ଆର୍‌ଙ୍କୁ ଝାରସୁଗୁଡ଼ା ଏସ୍‌ପି ଦାୟିତ୍ୱ

ଭୁବନେଶ୍ୱର,୨୮।୪(ବ୍ୟୁରୋ)- ୨୦୧୩ ବ୍ୟାଚ୍‌ର ଭାରତୀୟ ପୋଲିସ ସେବା(ଆଇପିଏସ୍‌) ଅଫିସର ରାହୁଲ ପି.ଆର୍‌ଙ୍କୁ ଝାରସୁଗୁଡ଼ା ଜିଲା ଏସ୍‌ପି ଭାବେ ନିଯୁକ୍ତି ମିଳିଛି। ରାହୁଲଙ୍କ ନିଯୁକ୍ତି ନେଇ ମୁଖ୍ୟମନ୍ତ୍ରୀଙ୍କ...

ବିନା ରସିଦ୍‌ରେ ଜରିମାନା

ଅନୁଗୋଳ ଅଫିସ୍‌, ୧୨ା୭: ଅନୁଗୋଳ ତହସିଲ ଅଧୀନ ଅଞ୍ଚଳରେ ଲଘୁ ଖଣିଜ ଦ୍ରବ୍ୟ ଚୋରା ଚାଲାଣ ବଢିବାରେ ଲାଗିଛି। ଏଥିରେ ତହସିଲ କାର୍ଯ୍ୟାଳୟର ଜଣେ ଅଧିକାରୀଙ୍କ ସମ୍ପୃକ୍ତି...

କରୋନାରେ ଗୁରୁତରଙ୍କ ଲାଗି ଖୁସିଖବର: ୭୦ ଶଯ୍ୟା ବିଶିଷ୍ଟ କୋଭିଡ୍‌ ମେଡିକାଲ ଉଦ୍‌ଘାଟନ

କୋରାପୁଟ,୧୨।୧୦(ସ୍ବ.ପ୍ର.): କୋରାପୁଟସ୍ଥିତ ସହିଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ଓ ହସ୍ପିଟାଲ ପରିସରରେ ୭୦ ଶଯ୍ୟା ବିଶିଷ୍ଟ କୋଭିଡ୍‌ ମେଡିକାଲ ଉଦ୍‌ଘାଟନ ହୋଇଯାଇଛି। ଜିଲାପାଳ ମଧୁସୂଦନ...

ଗଞ୍ଜାମ ଜ଼ିଲାରେ ଆରମ୍ଭ ହେଲା ପଛୁଆ ବର୍ଗଙ୍କ ସାମାଜିକ, ଶିକ୍ଷାଗତ ସ୍ଥିତି ସର୍ଭେ

ଛତ୍ରପୁର,୧।୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ସୋମବାରଠାରୁ ପଛୁଆ ବର୍ଗ ଲୋକମାନଙ୍କର ସାମାଜିକ ଓ ଶିକ୍ଷାଗତସ୍ଥିତି ସମ୍ପର୍କରେ ସର୍ଭେ ଆରମ୍ଭ ହୋଇଛି। ସର୍ଭେ କାର୍ଯ୍ୟ ଯେପରି ଠିକ୍‌ ହେବ...

ମାଓବାଦୀଙ୍କ ଶହୀଦ ସପ୍ତାହ : କୋରାପୁଟ ଜିଲାରେ ହାଇଆର୍ଲଟ, ଗାଡ଼ି ଚଳାଚଳ ବନ୍ଦ

କୋରାପୁଟ,୨୮।୭(ସ୍ବ.ପ୍ର.): ଅବିଭକ୍ତ କୋରାପୁଟ ଜିଲାରେ ମାଓବାଦୀଙ୍କ ପକ୍ଷରୁ ଶହୀଦ ସପ୍ତାହ ଆରମ୍ଭ ହୋଇଥିବାବେଳେ କୋରାପୁଟରେ ଆଂଶିକ ପ୍ରଭାବ ଦେଖାଯାଇଛି। ବିଶେଷକରି ଜିଲାର ପଟ୍ଟାଙ୍ଗି ବ୍ଲକର ଆବଲି,...

୧୦୦ ପରିବାର ପାଣିଘେରରେ

ଆରଡ଼ି,୧୭।୮(ଡି.ଏନ.ଏ.): ଭଦ୍ରକ ଜିଲାର ଚାନ୍ଦବାଲି ବ୍ଲକର ଓଳଗ, ଆରଡି, ନାନ୍ଦପୁର, ସୁନ୍ଦରପୁର ଆଦି ପଞ୍ଚାୟତରେ ଥିବା ୧୦ଟି ଗାଁ ବନ୍ୟା ଦ୍ୱାରା ପ୍ରଭାବିତ ହୋଇଛି। ସୋମବାର...

ଡାକ୍ତରଙ୍କୁ କରୋନା ପରେ ସ୍ବାସ୍ଥ୍ୟକେନ୍ଦ୍ର ସିଲ୍‌  

ଆର.ଉୟଦଗିରି,୧୧ା୭(ଡି.ଏନ.ଏ.)- ଆର୍‌.ଉଦୟଗିରି ବ୍ଲକରେ ଶୁକ୍ରବାର ୬ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଛେଲାଗଡ଼ ସଙ୍ଗରୋଧ କେନ୍ଦ୍ରରୁ ୩ ଏବଂ ଆର୍‌.ଉଦୟଗିରି ସ୍ବାସ୍ଥ୍ୟକେନ୍ଦ୍ରର ଜଣେ ଆୟୁଷ ଡ଼ାକ୍ତର,...

Advertisement
Archives

Model This Week