ତେଲକୋଇ ବଜାରରୁ ଜବରଦଖଲ ଉଚ୍ଛେଦ

ତେଲକୋଇ,୪ା୧(ଡି.ଏନ୍‌.ଏ.)- ରାସ୍ତା ପ୍ରଶସ୍ତୀକରଣ ପାଇଁ ତେଲକୋଇ ମୁଖ୍ୟାଳୟର ବଜାର ଅଞ୍ଚଳରେ ଥିବା ସରକାରୀ ଜମିକୁ ଶୁକ୍ରବାର ଜବରଦଖଲ ମୁକ୍ତ କରାଯାଇଛି। ସ୍ଥାନୀୟ ତହସିଲଦାର ତଥା ମାଜିଷ୍ଟ୍ରେଟ ଅଶ୍ୱିନୀ କୁମାର ନାୟକ, ବାଂଶପାଳ ତହସିଲଦାର ତ୍ରିନାଥ ଦାଶ ଏବଂ ଥାନା ଅଧିକାରୀ ପଦ୍ମାସିନୀ ମେହେରଙ୍କ ସହିତ ପୋଲିସ ଫୋର୍ସ ଉପସ୍ଥିିତ ରହି ଜବରଦଖଲ ହଟାଇଥିଲେ। ଉଲ୍ଲେଖଯୋଗ୍ୟ ଯେ, କାଞ୍ଜିପାଣିଠାରୁ ତେଲକୋଇ ଏବଂ ସିରିଗିଡା ପର୍ଯ୍ୟନ୍ତ ୨ ଲେନ ରାସ୍ତା ନିର୍ମାଣ କରାଯାଉଛି । ତେବେ ତେଲକୋଇ ବଜାର ଅଞ୍ଚଳରେ ସରକାରୀ ଜମି ଜବରଦଖଲ କରାଯାଇଥିବାରୁ ଏହି ରାସ୍ତା ନିର୍ମାଣରେ ବିଳମ୍ବ ହୋଇଛି। ପ୍ରଥମ ଦିନରେ ପ୍ରଶାସନ ପକ୍ଷରୁ ଜବରଦଖଲରେ ଥିବା ବ୍ଲକ ବିଜେଡି ସଭାପତିଙ୍କ ୨ ମହଲା ଗୃହକୁ ଭଙ୍ଗା ଯାଇଛି। ବଜାର ଅଞ୍ଚଳର ସରକାରୀ ଜମିକୁ ମାଡ଼ି ବସିଥିବା ଅନ୍ୟ ସମସ୍ତଙ୍କୁ ଉଚ୍ଛେଦ କରାଯିବ ବୋଲି ସ୍ଥାନୀୟ ତହସିଲଦାର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସକାଳୁ ସକାଳୁ ଚମ୍ପୁଆରେ ଏନ୍‌କାଉଣ୍ଟର, ଅପରାଧୀଙ୍କ ନାମରେ ରହିଛି…

କେନ୍ଦୁଝର,୬ା୭(ନରେଶ ଚନ୍ଦ୍ର ପଟ୍ଟନାୟକ) କେନ୍ଦୁଝର ପୋଲିସ ସୋମବାର ଚମ୍ପୁଆ ଥାନା ଅନ୍ତର୍ଗତ ପତଳା ଜଙ୍ଗଲରେ ଜଣେ ଅପରାଧୀଙ୍କୁ ଏନ୍‌କାଉଣ୍ଟର କରିଥିବା ଜଣା ପଡ଼ିଛି। ସେ ଆହତ ହୋଇ…

ଶୋଇଥିବା ବେଳେ ଯୁବକଙ୍କୁ ପଥର ଛେଚି ହତ୍ୟା

କେନ୍ଦୁଝର,୫।୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ସଦର ଥାନା ଅନ୍ତର୍ଗତ ଅଞ୍ଜର ଗ୍ରାମର ଏକ ଘରୁ ପୋଲିସ ରବିବାର ଜଣେ ଯୁବକଙ୍କ ରକ୍ତାକ୍ତ ମୃତଦେହ ଜବତ କରିଛି।…

ଶୋଇଥିବାବେଳେ ହତ୍ୟା: ବ୍ୟବଚ୍ଛେଦ ପାଇଁ ଖଟିଆରେ ବୁହା ହୋଇ ଆସିଲା ମୃତଦେହ

ହାଟଡିହୀ/ଆନନ୍ଦପୁର/ଛେନାପଦୀ,୫ା୭(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ/ନିରାକାର ପରିଡ଼ାଭ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କଣ୍ଟିପାଳ ପଞ୍ଚାୟତ ପଇତାପାଣି ଗ୍ରାମରେ ଗତ ଜୁଲାଇ ୩ ତାରିଖ ରାତିରେ ଶୋଇଥିବାବେଳେ ଏକ…

ତାମିଲନାଡୁରୁ କେନ୍ଦୁଝର ଫେରିଲେ ୧୦ ଶ୍ରମିକ

କେନ୍ଦୁଝର,୨୭ା୬(ନରେଶ ଚନ୍ଦ୍ର ପଟ୍ଟନାୟକ): ତାମିଲନାଡୁ ରାଜ୍ୟ ତିରୁଭାଲ୍ଲୁର ଜିଲା ଅନ୍ତର୍ଗତ ପେରୀୟାପାଲ୍ୟମ ଅଞ୍ଚଳରେ ଥିବା ସାମୁଦ୍ରିକ ଖାଦ୍ୟ (ଚିଙ୍ଗୁଡି) ପ୍ରକ୍ରିୟାକରଣ କାରଖାନାରେ ଆମୋନିଆ ଗ୍ୟାସ୍‌ ଲିକ୍‌ ହୋଇ…

କାନଝରୀ ଡ୍ୟାମରୁ ଛଡାଗଲା ପ୍ରଥମ ବନ୍ୟାଜଳ

କେନ୍ଦୁଝର,୩ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): ଉପରମୁଣ୍ଡରେ ଲଗାଣ ବର୍ଷା ଯୋଗୁ କାନଝରୀ ଡ୍ୟାମ୍‌ର ଜଳସ୍ତର ବୃଦ୍ଧି ପାଇବାରୁ ଶୁକ୍ରବାର ସନ୍ଧ୍ୟା ସାଢେ ୬ଟାରେ ଗୋଟିଏ ଗେଟ୍‌ ଖୋଲାଯାଇ ଚଳିତ…

ପିକ୍‌ଅପ୍‌ ଭ୍ୟାନ୍‌ ସହ ବାଇକ୍‌ ଧକ୍କା; ଆରୋହୀ ଗୁରୁତର

ଆନନ୍ଦପୁର, ୪/୭ (ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ଅନ୍ତର୍ଗତ ଶାଳବଣି–ବିରିଡିହା ରାସ୍ତାରେ ଶନିବାର ଏକ ପିକ୍‌ଅପ୍‌ ଭ୍ୟାନ୍‌ ସହ ବାଇକ୍‌ର ମୁହାଁମୁହିଁ ଧକ୍କା…

ନିର୍ମାଣାଧୀନ କାନ୍ଥ ପଡ଼ି ଜଣେ ଶ୍ରମିକ ମୃତ, ଜଣେ ଗୁରୁତର

କେନ୍ଦୁଝର,୪।୭, (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅନ୍ତର୍ଗତ ସରାସ ଗ୍ରାମରେ ନବ ନିର୍ମିତ ଏକ ଘରର ଛାତ ଉପର କାନ୍ଥ ଭୁଶୁଡ଼ି ପଡ଼ିବାରୁ ଜଣେ…

ଭୟାବହ ସଡ଼କ ଦୁର୍ଘଟଣା: ଗଛକୁ ପିଟିଲା ବସ୍‌, ଆଉ ତା’ପରେ..

ଆନନ୍ଦପୁର/ବଞ୍ଚୋ,୪/୭(ସୁଶାନ୍ତ କୁମାର ସାହୁ/ପ୍ରଦୋଷ ବିଶ୍ୱାଳ): ଆନ୍ଦପୁରେ ଭୟାବହ ସଡ଼କ ଦୁର୍ଘଟଣା। ଭାରସାମ୍ୟ ହରାଇ ରାସ୍ତାପାର୍ଶ୍ୱରେ ଥିବା ଗଛକୁ ଧକ୍କା ଦେଲା ଯାତ୍ରୀବାହୀ ବସ। ଦୁର୍ଘଟଣାରେ ୨ ଜଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri