ତେଲଗୁ ନିର୍ଦ୍ଦେଶିକା ବିଜୟା ନିର୍ମଳାଙ୍କ ପରଲୋକ

ହାଇଦ୍ରାବାଦ,୨୭।୬: ତେଲଗୁ ଚଳଚ୍ଚିତ୍ର ନିର୍ଦ୍ଦେଶିକା ବିଜୟା ନିର୍ମଳାଙ୍କର ବୁଧବାର ମଧ୍ୟରାତ୍ରରେ ହାଇଦ୍ରାବାଦର ଗାଚିବାଓଲିଠାରେ ଥିବା କଣ୍ଟିନେଣ୍ଟାଲ ହସ୍ପିଟାଲରେ ମୃତ୍ୟୁ ହୋଇଛି। ୭୩ ବର୍ଷ ବୟସରେ ତାଙ୍କର ସାଧାରଣ ମୃତ୍ୟୁ ହୋଇଥିବା ପ୍ରକାଶ। ଅଭିନେତା ମହେଶ ବାବୁଙ୍କର ସେ ସାବତ ମା’। ପାଖାପାଖି ୪୪ଟି ଫିଲ୍ମରେ ସେ ନିର୍ଦ୍ଦେଶନା ଦେଇଛନ୍ତି। ମହିଳା ନିର୍ଦ୍ଦେଶିକା ଭାବେ ସବୁଠାରୁ ଅଧିକ ଫିଲ୍ମର ନିର୍ଦ୍ଦେଶନା ଭାର ସମ୍ଭାଳି ଗିଜି ବୁକ୍‌ ଅଫ୍‌ ରେକର୍ଡସରେ ସ୍ଥାନ ପାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୩୬୯ କାରର ମାଲିକ ହେଉଛନ୍ତି ଏହି ଲୋକପ୍ରିୟ ଅଭିନେତା

ମୁମ୍ବାଇ: ଦକ୍ଷିଣ ଫିଲ୍ମର ସୁପରଷ୍ଟାର ତଥା ମାଲୟାଲମ୍‌ ଅଭିନେତା ହେଉଛନ୍ତି ମାମୋତିି। ତାଙ୍କର ପୁରା ନାମ ମହମ୍ମଦ କୁଟି ଇସ୍‌ମାଇଲ ପାନିପରମ୍ବିଲ। ହେଲେ ଫିଲ୍ମ ଇଣ୍ଡଷ୍ଟ୍ରିରେ...

ତ୍ରିପୁରା ଲୋକଙ୍କୁ ଚାନ୍ଦାରୁ ମିଳିଲା ମୁକ୍ତି: ମୋଦି

ନୂଆଦିଲ୍ଲୀ,୧୧ ।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ତ୍ରିପୁରା ଗସ୍ତ କରିଛନ୍ତି । ତ୍ରିପୁରା ବିଧାନସଭା ନିର୍ବାଚନ ପାଖେଇ ଆସୁଥିବା ବେଳେ ମୋଦିଙ୍କ ରାଲି ରାଜନୈତିକ...

ଚାକିରିରେ ଯୋଗ ଦେବାର ଗୋଟିଏ ଦିନ ପୂର୍ବରୁ ସଫ୍ଟଓ୍ବେୟର ଇଞ୍ଜିନିୟରଙ୍କ ସହ ଘଟିଲା ଏମିତି କିଛି

ମିିରୁଟ,୭।୯: ଉତ୍ତର ପ୍ରଦେଶର ମିରୁଟର ସୋହରାବ ଗେଟ ଡିପୋ ସାମ୍ନାରେ ଏକ ଅଭାବନୀୟ ଘଟଣା ଘଟିଛି। ଚାକିରିରେ ଯୋଗ ଦେବାର ଗୋଟିଏ ଦିନ ପୂର୍ବରୁ ସଫ୍ଟଓ୍ବେୟର...

କରୋନା ଭୟ: ସିଦ୍ଧିବିନାୟକଙ୍କ ଦର୍ଶନ ଉପରେ କଟକଣା ଲଗାଇଲା ଟ୍ରଷ୍ଟ

ମୁମ୍ବାଇ,୧୬।୩: କରୋନା ଭାଇରସ୍‌ ଆତଙ୍କକୁ ଦେଖି ଦେଶରେ ସବୁ ପ୍ରକାରର ସାବଧାନତା ଓ ସଚେତନତାମୂଳକ ପଦକ୍ଷେପ ଗ୍ରହଣ କରାଯାଉଛି। ସୁରକ୍ଷା ଦୃଷ୍ଟିରୁ ଅଧିକାଂଶ ରାଜ୍ୟରେ ସ୍କୁଲ,...

ପାର୍କରେ କଇଁଛ ସହ ରେସ୍‌ କଲେ ଏହି ଅଭିନେତ୍ରୀ

ବଲିଉଡ୍‌ର ଚର୍ଚ୍ଚିତ ଅଭିନେତ୍ରୀଙ୍କ ମଧ୍ୟରେ ଅନ୍ୟତମ ଅଦା ଶର୍ମା। ସେ ସବୁବେଳେ ସୋସିଆଲ ମିଡିଆରେ ସକ୍ରିୟ ରହିଥାନ୍ତି। ନିୟମିତ ବ୍ୟବଧାନରେ ସେ ପ୍ରଶଂସକଙ୍କ ସହ ନିଜର...

ମା’ ଦୁର୍ଗାଙ୍କ ବେଶରେ ହେମାମାଳିନୀ

ମୁମ୍ବାଇ: ଦଶହରା ଅବସରରେ ପ୍ରଖ୍ୟାତ ଅଭିନେତ୍ରୀ ହେମାମାଳିନୀ ତାଙ୍କ ଇନ୍‌ଷ୍ଟାଗ୍ରାମରେ ଏକ ଫଟୋ ଶେୟାର କରି ପ୍ରଶଂସକଙ୍କୁ ଦଶହରାର ଶୁଭକାମନା ଜଣାଇଛନ୍ତି। ସେ ଭିଡିଓରେ ମା’...

ବଡିଗାର୍ଡ ଶେରାଙ୍କ ପୁଅକୁ ଲଞ୍ଚ କରିବେ ସଲମାନ

ମୁମ୍ବାଇ: ବଲିଉଡ ସୁପର ଷ୍ଟାର ସଲମାନ ଖାଁ ତାଙ୍କ ଫିଲ୍ମ ସହ ପର୍ସନାଲ ଲାଇଫକୁ ନେଇ ବି ଅନେକ ସମୟରେ ଚର୍ଚ୍ଚାରେ ରହିଥାଆନ୍ତି । ସୋସିଆଲ...

ଚନ୍ଦ୍ରୟାନ-୨ର ବିଫଳତାରେ ଜୋର୍‌ରେ କାନ୍ଦିଲେ ମନ୍ତ୍ରୀ

ଲକ୍ଷ୍ନୌ,୭।୯: ଭାରତର ବହୁ ପ୍ରତିକ୍ଷିତ ଚନ୍ଦ୍ର ମିଶନ ଚନ୍ଦ୍ରୟାନ-୨ର ବିଫଳତା ନେଇ ଉତ୍ତରପ୍ରଦେଶ ମନ୍ତ୍ରୀ ଜୋର୍‌ରେ କାନ୍ଦି ଉଠିଛନ୍ତି। ମୁଖ୍ୟମନ୍ତ୍ରୀ ଆଦିତ୍ୟନାଥ ଯୋଗୀଙ୍କ ମନ୍ତ୍ରୀ ମୋହସିନ୍‌...

Advertisement
Archives

Model This Week