ତେଲେଙ୍ଗାନାରେ ଓଡିଆ ଶ୍ରମିକଙ୍କ ମୃତ୍ୟୁ

ନୂଆପଡା ଅଫିସ/କୋମନା,୧୬ା୪: କାମ କରିବାକୁ ତେଲେଙ୍ଗାନା ଯାଇଥିବା ନୂଆପଡା ଜିଲା କୋମନା ଥାନା ଅନ୍ତର୍ଗତ ଝଗା୍ରହୀ ଗାଁର ଚନ୍ଦୁରାମ ରାଉତ(୨୨)ନାମକ ଜଣେ ଶ୍ରମିକଙ୍କ ବୁଧବାର ରାତିରେ ମୃତ୍ୟୁ ହୋଇଯାଇଛି। ସେଠାରେ ଏକ ଇଟାଭାଟିରେ କାମ କରୁଥିବା ବେଳେ କୌଣସି କାରଣବଶତଃ ତାଙ୍କର ମୃତ୍ୟୁ ଘଟିଥିବା ଖବର ମିଳିଛି ା ମୃତ୍ୟୁର କାରଣ ସ୍ପଷ୍ଟ ହୋଇନାହିଁ ା ଇଟାଭାଟି ମାଲିକଙ୍କ ନିର୍ଯାତନା ଯୋଗୁଁ ଚନ୍ଦୁରାମଙ୍କ ମୃତ୍ୟୁ ହୋଇଥିବା ତାଙ୍କ ସହ କାମ କରିବାକୁ ଯାଇଥିବା ଶ୍ରମିକମାନେ ଅଭିଯୋଗ କରିଛନ୍ତି। କରୋନା ଲକଡାଉନ ପାଇଁ ପରିବାର ଲୋକଙ୍କ ସହ ଶ୍ରମିକମାନେ ଚିନ୍ତାରେ ଥିବାବେଳେ ଏପରି ଘଟଣା ପରିସ୍ଥିତିକୁ ଅଧିକ ସଙ୍ଗୀନ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ସନ୍ଦେହ ହେଲା କାଳ: ସ୍ତ୍ରୀଙ୍କୁ ହତ୍ୟାକରି ସ୍ବାମୀ ଫେରାର

ମାଧପୁର, ୧୯।୮(ଡି.ଏନ୍‌.ଏ.): ଅନୁଗୋଳ ଜିଲା ଆଠମଲ୍ଲିକ ଥାନା ଅନ୍ତର୍ଗତ ମାଧପୁର ପଞ୍ଚାୟତ ଗଦାଧରପୁର ଗ୍ରାମରେ ସୋମବାର ଏକ ଅଭାବନୀୟ ଘଟଣା ଘଟିଛି। ସନ୍ଦେହ କାରଣରୁ ନିଜ...

ଝଡ଼ାଫୁଙ୍କାରୁ ଝଡୁଛି ଜୀବନ

ଅନୁଗୋଳ ଅଫିସ, ୮ା୭:  ଗୁଣିଆ ନୁହେଁ, ଡାକ୍ତରଙ୍କୁ ଜଣା ସର୍ପ ବିଷ ଖସାଇବାର ବିଦ୍ୟା। ହେଲେ ସଚେତନତା ଅଭାବରୁ ଆଜି ବି ଅନେକ ଲୋକ ଝଡ଼ାଫୁଙ୍କା...

ଶୋଇଥିବା ବେଳେ ହାତୀ ଭାଙ୍ଗିଲା ଘର

ମୋରଡ଼ା,୧୧ା୭(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକରେ ହାତୀ ଆତଙ୍କ ଥମିବାର ନଁା ଧରୁନି। ଏହି ବ୍ଲକ ତଥା ବେତନଟୀ ରେଞ୍ଜ ଅଧୀନ ଦୁର୍ଗାପୁରରେ ରବିବାର ବିଳମ୍ବିତ...

ଲକ୍ଷ୍ମୀପୁରରେ ବିଜେଡିର ପ୍ରଭୁ ଜାନି ଆଗୁଆ

କୋରାପୁଟ,୨୩ା୫(ସ୍ବ.ପ୍ର.): ଲକ୍ଷ୍ମୀପୁର ବିଧାନସଭା ନିର୍ବାଚନ ମଣ୍ଡଳୀରେ ୨ଟି ରାଉଣ୍ଡ ଗଣତି ସୁଦ୍ଧା ବିଜେଡି ଆଗୁଆ ରହିଛି। ପ୍ରଥମ ରାଉଣ୍ଡରେ ବିଜେଡିର ପ୍ରଭୁ ଜାନି ୧୭୦୮ ଭୋଟ୍‌...

ଭିଜିଲାନ୍ସ ଜାଲରେ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟର ବରିଷ୍ଠ କିରାଣି

ବୌଦ୍ଧ,୪।୧୨(ସ୍ବ.ପ୍ର.): ବୌଦ୍ଧ ଜିଲା ହରଭଙ୍ଗା ବ୍ଲକର ଗୋଷ୍ଠୀ ଶିକ୍ଷାଧିକାରୀ କାର୍ଯ୍ୟାଳୟର ବରିଷ୍ଠ କିରାଣି ଚତୁର୍ଭୁଜ ଖମାରି ବୁଧବାର ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ମିଳିଥିବା ସୂଚନାନୁଯାୟୀ, ଖମାରି...

ମହିଳାଙ୍କ ବଦାନ୍ୟତା: ଶ୍ରୀମନ୍ଦିରକୁ ୨୦ଲକ୍ଷ, ବିଦ୍ୟାଳୟକୁ ୧୫ଲକ୍ଷ ଦାନ

ବସ୍ତା, ୧୬।୫(ଡି.ଏନ.ଏ.): ନିଜର ବଦାନ୍ୟତା ପାଇଁ ବାଲେଶ୍ୱର ଜିଲା ବସ୍ତା ବ୍ଲକ ସଦାନନ୍ଦପୁର ଗ୍ରାମର ସୁପ୍ରଭା ପଣ୍ଡା (୭୦) ସମଗ୍ର ରାଜ୍ୟରେ ଚର୍ଚ୍ଚାର ପରିସରକୁ ଆସିଛନ୍ତି।...

ଏମ୍‌ପି-ଜିଲାପାଳ କଥା କଟାକଟି

ଢେଙ୍କାନାଳ ଅଫିସ, ୨୭।୪: ଢେଙ୍କାନାଳ ଜିଲା ପରିଷଦ ସମ୍ମିଳନୀ କକ୍ଷରେ ବୁଧବାର ଅନୁଷ୍ଠିତ ଜିଲା ଖଣିଜ ପାଣ୍ଠି (ଡିଏମ୍‌ଏଫ୍‌) ବିନିଯୋଗ ସମୀକ୍ଷା ବୈଠକରେ ଏମ୍‌ପି ମହେଶ...

କଟକଣାକୁ ଅଣଦେଖା: ପରିବା ମାକେର୍ଟରେ ଭିଡ଼

ଚଣ୍ଡିଖୋଲ,୪ା୪(ଡି.ଏନ୍.ଏ.)-କରୋନା ଭାଇରସ୍ ସଂକ୍ରମଣକୁ ପ୍ରତିହତ କରିବା ପାଇଁ ସାରା ଦେଶକୁ ଲକଡାଉନ କରାଯାଇଛି। ସମଦୂରତ୍ୱ ରକ୍ଷା ପାଇଁ ଜୋର ଦିଆଯାଉଛି। କିନ୍ତୁ ଯାଜପୁର ଜିଲା ବଡ଼ଚଣା...

Advertisement
Archives

Model This Week