Posted inଜାତୀୟ

ତେଲେଙ୍ଗାନାରେ କଂଗ୍ରେସକୁ ବଡ ଝଟକା: ଦଳ ଛାଡି ଟିଆରଏସରେ ଯୋଗଦେବେ ୧୨ ବିଧାୟକ

ହାଇଦ୍ରାବାଦ, ୬।୬: ତେଲେଙ୍ଗାନାରେ କଂଗ୍ରେସକୁ ବଡ ଝଟକା ଲାଗିଛି। ରାଜ୍ୟରେ କଂଗ୍ରେସର ୧୮ ବିଧାୟକଙ୍କ ମଧ୍ୟରୁ ୧୨ ବିଧାୟକ ଦଳ ଛାଡି କେ. ଚନ୍ଦ୍ରଶେଖର ରାଓଙ୍କ ନେତୃତ୍ୱାଧୀନ ତେଲେଙ୍ଗାନା ରାଷ୍ଟ୍ର ସମିତି(ଟିଆରଏସ)ରେ ଯୋଗ ଦେବାକୁ ଚାହୁଁଛନ୍ତି। ଏନେଇ ସେମାନେ ବିଧାନସଭା ବାଚସ୍ପତିଙ୍କୁ ଭେଟି ଏକ ପତ୍ର ଦେଇଛନ୍ତି। ଲୋକ ସଭା ନିର୍ବାଚନରେ କଂଗ୍ରେସ ଶୋଚନୀୟ ପରାଜୟ ଭୋଗିବା ପରେ ବିଭିନ୍ନ ରାଜ୍ୟରୁ କଂଗ୍ରେସ ନେତାମାନେ ଦଳ ଛାଡି ଅନ୍ୟ ଦଳରେ ଯୋଗ ଦେଉଥିବା ଲକ୍ଷ୍ୟ କରାଯାଉଛି। ସୂଚନାଯୋଗ୍ୟ, ତେଲେଙ୍ଗାନାରେ ଅନୁଷ୍ଠିତ ବିଧାନସଭା ନିର୍ବାଚନରେ ୧୧୯ଟି ସିଟରୁ ୮୮ ଆସନ ଜିତି ଟିଆରଏସ୍‌ ସରକାର ଗଢିଥିଲା। କଂଗ୍ରେସର ମାତ୍ର ୧୮ଟି ଆସନରେ ବିଜୟୀ ହୋଇଥିଲା। ସେହିପରି ଲୋକ ସଭା ନିର୍ବାଚନରେ ଫଳାଫଳ ଆସିବା ପରେ ରାଜ୍ୟରେ ଦଳର ନେତୃତ୍ୱକୁ ନେଇ କଂଗ୍ରେସର କିଛି ବିଧାୟକ ଅସନ୍ତୁଷ୍ଟ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିନା ଫିଟନେସ୍‌, ବୀମା , ପରମିଟ୍‌ରେ ଗାଡ଼ି ଚଳାଇଲେ ହେବ ଜବତ; STAର କଡ଼ା ନିର୍ଦ୍ଦେଶ

ଭୁବନେଶ୍ୱର, ୭।୭: ରାଜ୍ୟରେ ସଡ଼କ ଦୁର୍ଘଟଣା ହ୍ରାସ କରିବା ଏବଂ ସଡ଼କ ସୁରକ୍ଷାକୁ ସୁଦୃଢ଼ କରିବା ପାଇଁ ରାଜ୍ୟ ପରିବହନ ପ୍ରାଧିକରଣ (STA) କଠୋର ଆଭିମୁଖ୍ୟ ଗ୍ରହଣ…

କୋଚ ପଦ ହରାଇବେ ଗୌତମ ଗମ୍ଭୀର! ଦାୟିତ୍ୱ ନେବେ ଜଣେ ଅଭିଜ୍ଞ ଖେଳାଳି!

ନୂଆଦିଲ୍ଲୀ,୭।୭: ଜିମ୍ବାୱେ ବିପକ୍ଷରେ ଟି-୨୦ ସିରିଜ ପାଇଁ ଦଳ ଘୋଷଣା କରିବା ପରେ, ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ମଧ୍ୟ ପ୍ରଶିକ୍ଷକ କର୍ମଚାରୀଙ୍କ ସମ୍ପର୍କରେ ଏକ…

ଗାଧୋଇବା ହେଲା କାଳ, ବୁଢାବଳଙ୍ଗରେ ଭାସିଗଲେ ଯୁବକ

ବାରିପଦା,୭।୭: ମୟୂରଭଞ୍ଜ ଜିଲା ବୁଢାବଳଙ୍ଗ ନଦୀରେ ମଙ୍ଗଳବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ବୁଢାବଳଙ୍ଗ ନାର୍ଖା ବ୍ରିଜ ତଳେ ଗାଧୋଇବା ବେଳେ ଭାସି ଯାଇ ଜଣେ…

ଭୟଙ୍କର ଭୂସ୍ଖଳନ, ୩ ମୃତ ୭ ନିଖୋଜ, ସାମ୍ନାକୁ ଆସିଲା ଛାତିଥରା VIDEO

ଥିରୁଭାନନ୍ତପୁରମ,୭।୭: ପ୍ରିୟଙ୍କା ଗାନ୍ଧୀଙ୍କ ସଂସଦୀୟ କ୍ଷେତ୍ର କେରଳର ୱାୟାନାଡ ଏକ ପ୍ରାକୃତିକ ବିପର୍ଯ୍ୟୟର ସମ୍ମୁଖୀନ ହେଉଛି। ମେପାଡି ନିକଟସ୍ଥ କଲ୍ଲାଡିରେ ହଠାତ ଭୂସ୍ଖଳନ ହେବାରୁ ଏଥିରେ ୩…

ରମାଦେବୀ ବିଶ୍ବବିଦ୍ୟାଳୟ କ୍ୟାମ୍ପସ୍‌ରେ ଉତ୍ତେଜନା

ଭୁବନେଶ୍ବର,୭।୭: ଭୁବନେଶ୍ବର ସ୍ଥିତ ରମାଦେବୀ ବିଶ୍ବବିଦ୍ୟାଳୟ କ୍ୟାମ୍ପସ୍‌ରେ ମଙ୍ଗଳବାର ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଛି। କ୍ୟାମ୍ପସ ଭିତରକୁ ଅଣଛାତ୍ରୀଛାତ୍ର ପ୍ରବେଶକୁ ବିରୋଧ କରି ବିଶ୍ବବିଦ୍ୟାଳୟର ଛାତ୍ରୀମାନେ ଅସନ୍ତୋଷ…

ଗୋଲ୍ଡେନ ବୁଟ୍‌ ରେସ୍‌ରେ ଏହି ୩ ଖେଳାଳି, ଜାଣନ୍ତୁ…

ଇଷ୍ଟ ରଦରଫୋର୍ଡ,୭ା୭: ବ୍ରାଜିଲ ବିପକ୍ଷ ପ୍ରି-କ୍ୱାର୍ଟର ମ୍ୟାଚ୍‌ରେ ଡବଲ ଗୋଲ ଦେଇ ନରଓ୍ବେକୁ ଜିତାଇଥିବା ଏର୍ଲିଂ ହାଲାଣ୍ଡ ଚଳିତ ବିଶ୍ୱକପ୍‌ରେ ଗୋଲ୍ଡେନ ବୁଟ୍‌ ରେସରେ ସାମିଲ ହୋଇଛନ୍ତି।…

ଶିଶୁ କନ୍ୟାଙ୍କୁ ଝୁଣି ଦେଲେ ୨ ବୁଲା କୁକୁର: ୩ ସ୍ଥାନରେ ଲାଗିଛି…

ଦିଗପହଣ୍ଡି,୭|୭(ଅଶେଷ ନାଥ ମିଶ୍ର ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମହାନାଳା ଗ୍ରାମର ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ଵିତୀୟ ଶ୍ରେଣୀରେ ପଢୁଥିବା ପାଟପୁର ଗ୍ରାମର ପ୍ରମୋଦ ସାହୁଙ୍କ…

ଭୁବନେଶ୍ୱରରେ ନିର୍ମାଣ ହେବ ନୂଆ ରାଜସ୍ୱ ଭବନ: ୬୦୦ କୋଟି ଟଙ୍କା ବ୍ୟୟରେ ଉଠିବ ୧୦ ମହଲା ବିଶିଷ୍ଟ କୋଠା

ଭୁବନେଶ୍ୱର, ୭।୭: ରାଜ୍ୟର ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବ୍ୟବସ୍ଥାକୁ ଆହୁରି ସୁଦୃଢ଼ ଓ ଆଧୁନିକ କରିବା ଲକ୍ଷ୍ୟରେ ଭୁବନେଶ୍ୱରରେ ଏକ ନୂଆ ରାଜସ୍ୱ ଭବନ ନିର୍ମାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri