ତେଲେଙ୍ଗାନା ଇଟାଭାଟିରେ ୪୧ଶ୍ରମିକ

ନୂଆପଡା ଅଫିସ,୨୯ା୩- ସାରା ଦେଶରେ ଲକଡାଉନ। ଆଗକୁ କଅଣ ହେବ ଅନିଶ୍ଚିତତା ମଧ୍ୟରେ ଲୋକ ଜୀବନ ବଞ୍ଚାଇବାକୁ ରାହା ଖୋକୁଛନ୍ତି। ଏଭଳି  ସ୍ଥିତିରେ ରାଜ୍ୟ ବାହାରେ ଇଟାଭାଟିଗୁଡିକରେ ଫସି ରହିଛନ୍ତି ଶ୍ରମିକମାନେ । ତେଲେଙ୍ଗାନାର ବୋମାଲା ରମାରାମ ପୋଲିସ ଷ୍ଟେଶନ ଅନ୍ତର୍ଗତ କେଶବପୁର ଗାଁରେ ନୂଆପଡା ଜିଲା କାଣ୍ଡେତରାର ୭ଜଣ ଏବଂ ବରଗଡ ଜିଲାର ୩୪ଜଣ ଶ୍ରମିକ ଫସି ରହିଥିବା ଖବର ହସ୍ତଗତ ହୋଇଛି । ଶ୍ରମିକମାନେ ସ୍ଥାନୀୟ ପ୍ରଶାସନକୁ ଜଣାଇବାର କୌଣସି ସୁଯୋଗ ପାଉ ନ ଥିବାରୁ ବାଧ୍ୟ ହୋଇ ଫୋନ ମାଧ୍ୟମରେ ଜଣାଇଥିବା ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାଲି ଚୋରା ଚାଲାଣକୁ ରୋକିବା ପାଇଁ ଟ୍ରେଞ୍ଚ ଖୋଳିଲା ପ୍ରଶାସନ

ଆନନ୍ଦପୁର,୪।୬(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ତହସିଲ ଅନ୍ତର୍ଗତ ପଦ୍ମପୁର ବୈତରଣୀ ନଦୀ ବାଲି ଘାଟରୁ ବାଲି ଚୋରା ଚାଲାଣକୁ ରୋକିବା ପାଇଁ ଆନନ୍ଦପୁର ତହସିଲ ପକ୍ଷରୁ...

ଜାହାଜ ଚଳାଚଳ ପାଇଁ ଉଚ୍ଚ ହେବ ବ୍ରାହ୍ମଣୀ ସେତୁ

ଢେଙ୍କାନାଳ ଅଫିସ,୧୭।୧: ଓଡ଼ିଶାର ଦ୍ୱିତୀୟ ବୃହତ୍ତମ ନଦୀ ବ୍ରାହ୍ମଣୀରେ ହେବ ରାଷ୍ଟ୍ରୀୟ ଜଳମାର୍ଗ। ଶିଳ୍ପାୟନରେ ପ୍ରମୁଖ ଭୂମିକା ଗ୍ରହଣ କରିଥିବା ଏହି ନଦୀରେ ଚଳାଚଳ କରିବ...

ପୁତୁଲପାଣି ଛକରେ ପଛକୁ ପଛ ପିଟିହେଲେ ୩ ଟ୍ରକ୍‌

କେନ୍ଦୁଝର,୧୯ା୨(ସ୍ବ.ପ୍ର.): କେନ୍ଦୁଝର ସଦର ଥାନା ଅନ୍ତର୍ଗତ ଏନ୍‌ଏଚ୍‌ ୪୯ ପୁତୁଲପାଣି ଛକ ନିକଟରେ ପଛକୁ ପଛ ପିଟି ହୋଇ ୩ ଟ୍ରକ୍‌ ନଷ୍ଟ ହୋଇଥିବା ବେଳେ...

କଲେଜରୁ ଫେରୁଥିଲେ, ଛାତ୍ରୀଙ୍କୁ ଚାପିଦେଲା ଟ୍ୟାଙ୍କର

ବରଗଡ଼ ଅଫିସ,୧୦ା୩: ବରଗଡ଼ ଜିଲା ଗାଇସିଲେଟ ଥାନା ଶରଧାପାଲି କଲେଜ ସମ୍ମୁଖରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ୟାଙ୍କର (ନଂ-ଓଡି ୧୫ଏଫ ୨୯୭୭)...

୨୬ ବର୍ଷ ପରେ ଘରକୁ ଫେରିଲେ ସନିଆ

ସୋର,୧୫ା୧୧(ଡି.ଏନ.ଏ)  ୧୯୯୫ରୁ ନିଖୋଜ ଥିବା ବାଲେଶ୍ୱର ଜିଲା ସୋର ବ୍ଲକ ସାଧୁଆପଡା ଗ୍ରାମର ସତ୍ୟାନନ୍ଦ ନାୟକଙ୍କ ପୁଅ ସନିଆ ୨୬ ବର୍ଷ ପରେ ରବିବାର ଘରକୁ ଫେରିଛନ୍ତି।...

କାଗଜକଲମରେ ବାହ୍ୟ ମଳମୁକ୍ତ ବ୍ଲକ

ନାଉଗାଁ,୨୬।୨(ସ୍ବ.ପ୍ର): କେନ୍ଦ୍ର ସରକାର ସ୍ବଚ୍ଛ ଭାରତ ଅଭିଯାନ ମାଧ୍ୟମରେ ୨୦୧୫ରୁ ହିତାଧିକାରୀଙ୍କୁ ମାଗଣାରେ ପାଇଖାନା ଯୋଗାଇ ଦିଆଯାଉଛି। ଗ୍ରାମାଞ୍ଚଳରେ ସମସ୍ତଙ୍କ ପାନୀୟ ଜଳର ବ୍ୟବସ୍ଥା କରାଯାଇଛି।...

ପାର୍କ ଭ୍ରମ ସୃଷ୍ଟି କରୁଛି ବ୍ଲକ କାର୍ଯ୍ୟାଳୟ ପରିସର

କେନ୍ଦୁଝର,୩୦ା୧୨(ଦୀପକ ମିଶ୍ର) କେନ୍ଦୁଝର ଜିଲା ଝୁମ୍ପୁରା ବ୍ଲକ୍‌ ପରିସରର ସୌନ୍ଦର୍ଯ୍ୟ ବଢ଼ାଉଛି ବିଭିନ୍ନ କିସମର ଗେଣ୍ଡୁ, ସେବତୀ, ଜିନିଆ ଆଦି ସୌନ୍ଦର୍ଯ୍ୟପୂର୍ଣ୍ଣ ଗଛ। ବ୍ଲକ୍‌ ପରିସରକୁ...

ଗଛ ପଡ଼ି ଜଣଙ୍କ ଜୀବନ ଗଲା

କେନ୍ଦୁଝର,୨୬ା୫(ସ୍ବ.ପ୍ର.): ଘଷିପୁରା ଥାନା ଅନ୍ତର୍ଗତ ପଞ୍ଚୁପଲୀ ଗ୍ରାମରେ ବୁଧବାର ସକାଳେ ୟାସ ପ୍ରଭାବରେ ଏକ ବରଗଛ ପଡ଼ି ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିବା ଅଭଯୋଗ ହୋଇଛି।...

Advertisement
Archives

Model This Week