Posted inଜାତୀୟ

ତେଲେଙ୍ଗାନା ଏନ୍‌କାଉଣ୍ଟର: ପୁଣିଥରେ ବ୍ୟବଚ୍ଛେଦ ହେବ ଅପରାଧୀଙ୍କ ସଂରକ୍ଷିତ ମୃତଦେହ

ହାଇଦ୍ରାବାଦ,୨୧।୧୨: ତେଲେଙ୍ଗାନାର ବହୁ ଚର୍ଚ୍ଚିତ ମହିଳା ଡାକ୍ତରଙ୍କୁ ବଳାତ୍କାର ଓ ହତ୍ୟା ଘଟଣାରେ ୪ ଅଭିଯୁକ୍ତଙ୍କୁ ଏନ୍‌କାଉଣ୍ଟର କରାଯାଇଥିଲା। ଏହାପରେ ସେମାନଙ୍କ ମୃତଦେହକୁ ବ୍ୟବଚ୍ଛେଦ କରାଯାଇ ଗାନ୍ଧୀ ହସ୍ପିଟାଲର ଶବଗୃହରେ ସଂରକ୍ଷିତ ରଖାଯାଇଥିଲା। ଶନିବାର ତେଲେଙ୍ଗାନା ହାଇକୋର୍ଟ ପୁଣିଥରେ ସମସ୍ତ ୪ ଅଭିଯୁକ୍ତଙ୍କ ସଂରକ୍ଷିତ ମୃତଦେହକୁ ବ୍ୟବଚ୍ଛେଦ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ସୂଚନାଯୋଗ୍ୟ, ଚଳିତ ମାସ ପ୍ରଥମ ସପ୍ତାହରେ ଘଟଣାସ୍ଥଳକୁ ୪ ଅଭିଯୁକ୍ତଙ୍କୁ ନେଇ ସିନ୍‌ ରିକ୍ରିଏଟ କରିବା ସମୟରେ ସେମାନେ ଖସି ପଳାଇ ଯିବାକୁ ଚେଷ୍ଟା କରିଥିଲେ। ଏହାସହ ପୋଲିସ ଉପରକୁ ଆକ୍ରମଣ ମଧ୍ୟ କରିଥିଲେ। ଫଳରେ ହାଇଦ୍ରାବାଦ ପୋଲିସ ଏନ୍‌କାଉଣ୍ଟର କରିବାରୁ ଘଟଣାସ୍ଥଳରେ ୪ ଜଣଙ୍କର ମୃତ୍ୟୁ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

‘ବହୁତ କଥା ହେଉଛୁ ତୁ…’: କ୍ୟାମେରା ଆଗରେ ନିୟନ୍ତ୍ରଣ ହରାଇଲେ ରଣବୀର! କାହାକୁ ଏମିତି କହିଲେ ଜାଣନ୍ତୁ

ମୁମ୍ବାଇ,୨୭।୯: ବଲିଉଡ୍‌ ଅଭିନେତା ରଣବୀର କପୁର, ଆଲିଆ ଭଟ୍ଟ ଓ ବିକି କୌଶଲ୍‌ ଖୁବଶୀଘ୍ର ନିର୍ଦ୍ଦେଶକ ସଞ୍ଜୟ ଲୀଲା ଭନ୍‌ସାଲୀଙ୍କ ଫିଲ୍ମ ‘ଲଭ୍‌ ଆଣ୍ଡ ୱାର୍‌’ରେ ଏକାଠି…

‘ଘର ଭାଙ୍ଗୁଥିବାଙ୍କୁ ପ୍ରୋତ୍ସାହନ ଦିଅନି’, ଗୋବିନ୍ଦା-କୋମଲଙ୍କୁ ନେଇ ବିସ୍ଫୋରକ ବୟାନ ଦେଲେ…

ମୁମ୍ବାଇ: ବଲିଉଡ ଅଭିନେତା ଗୋବିନ୍ଦାଙ୍କୁ ଲାଲବାଗଚା ରାଜାଙ୍କ ଦର୍ଶନ କରି ଆଶୀର୍ବାଦ ନେଉଥିବା ବେଳେ ତାଙ୍କ କଥିତ ଗର୍ଲଫ୍ରେଣ୍ଡ ଓ କୋ-ଷ୍ଟାର୍‌ କୋମଲ ରାଣୀ ସ୍ବର୍ଣ୍ଣକାରଙ୍କ ସହ…

ମାଛ ଡବାରେ ହେଉଥିଲା ଗଞ୍ଜେଇ ଚାଲାଣ; ମାଡିବସିଲା କଳାହାଣ୍ଡି ଅବକାରୀ ବିଭାଗ, ୨୫ ବସ୍ତା ଜବତ

ଭବାନୀପାଟଣା,୨୭।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ଗଞ୍ଜେଇ ମାଫିଆମାନେ ବିଭିନ୍ନ ସମୟରେ ଅଭିନବ ଉପାୟରେ ରାଜ୍ୟ ବାହାରକୁ ଗଞ୍ଜେଇ ଚାଲାଣ କରୁଥିବା ନଜିର ରହିଛି । ରବିବାର…

ଆସନ୍ତାକାଲିଠାରୁ ୩ ଦିନ ବ୍ୟାଙ୍କ ହଡ଼ତାଳ: ଚାଲିବନି UPI , ATM? ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୨୭।୯: ୨୮ ସେପ୍ଟେମ୍ବରରୁ ୩୦ ସେପ୍ଟେମ୍ବର ୨୦୨୬ ପର୍ଯ୍ୟନ୍ତ ୩ ଦିନ ପାଇଁ ଦେଶବ୍ୟାପୀ ବ୍ୟାଙ୍କ ହଡ଼ତାଳ ହେବାକୁ ଯାଉଛି। ୟୁନାଇଟେଡ ଫୋରମ ଅଫ ବ୍ୟାଙ୍କ ୟୁନିୟନ୍ସ…

ଗମ୍ଭୀରଙ୍କ ସହ ସିରାଜଙ୍କ ଝଗଡ଼ା! କ୍ରିକେଟ ଜଗତରେ ଛାଇଗଲା ଖବର, ଏହି କାରଣ ପାଇଁ…

ନୂଆଦିଲ୍ଲୀ,୨୭।୯: ଥିରଭାନନ୍ତପୁରମରେ ୱେଷ୍ଟଇଣ୍ଡିଜ ବିପକ୍ଷରେ ଭାରତ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା। ହେଲେ ଭାରତୀୟ ବୋଲରମାନେ ଦଳକୁ ଭଲ ଆରମ୍ଭ ଦେଇପାରିନଥିଲେ। ଏହାରି…

‘ଜ୍ଞାନେଶ କୁମାରଙ୍କ ତଣ୍ଟି କାଟିଦେବି’: ବିବାଦୀୟ ବୟାନକୁ ନେଇ ରାଜନୀତିରେ ଚହଳ , ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୭।୯: ଭାରତୀୟ ନିର୍ବାଚନ ଆୟୋଗ (ECI)କୁ ନେଇ ଚାଲିଥିବା ବିବାଦ ମଧ୍ୟରେ ଦେଶର ରାଜନୀତି ସରଗରମ ରହିଛି। ଏହାରି ମଧ୍ୟରେ ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ…

ନାଇରା ଛକ ନିକଟରେ ଦବିଲା ହାଇଓ୍ବା, ଯାତାୟାତ ବାଧାପ୍ରାପ୍ତ

ଗୁଡାରି,୨୭।୯(ପ୍ରମୋଦ କୁମାର ପତି ): ନାଇରା-ଗୁଡାରି ରାସ୍ତାର ନାଇରା ଛକ ନିକଟରେ ଏକ ହାଇୱା ଦବି ଯିବା ଫଳରେ ଯାତାୟାତ ବାଧାପ୍ରାପ୍ତ ହୋଇଛି । ରାସ୍ତା ଖରାପ…

ହିମନ୍ତ ବିଶ୍ୱ ଶର୍ମାଙ୍କୁ ଅଲ୍ଟିମେଟମ ଦେଲେ ଅଭିଜିତ, ଏମିତି ନ କଲେ ଆସାମରେ ହେବ…

ନୂଆଦିଲ୍ଲୀ,୨୭।୯: ଗୁଆହାଟୀରେ କକ୍ରୋଚ ଜନତା ପାର୍ଟି (CJP)ର ସହ-ସଂସ୍ଥାପକ ଆଶୁତୋଷ ରାଙ୍କାଙ୍କ ସମେତ ଅନ୍ୟ କିଛି କର୍ମୀଙ୍କୁ ଆସାମ ପୋଲିସ ଅଟକ ରଖିବା ପରେ CJP ସଂସ୍ଥାପକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?